Browsing Tag

balangir news

ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ହିନ୍ଦୀ ପକ୍ଷ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଟାଉନ ବାଳିକ ଉଚ୍ଚ ବିଦ୍ୟାଳୟ ଠାରେ ହିନ୍ଦୀ ପକ୍ଷ ମହାସମାରୋହରେ ପାଳିତ ହୋଇଯାଇଛି । ସଭା ପ୍ରାରମ୍ଭରେ ସ୍କୁଲର ଛାତ୍ରୀମାନଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା । ସ୍କୁଲର ପ୍ରଧାନଶିକ୍ଷକ ନରେନ୍ଦ୍ରନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ
Read More...

ବଲାଙ୍ଗିର ଜିଲ୍ଲାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ନ୍ୟାୟାଳୟ ସମେତ, ଜିଲ୍ଲାରେ ଥିବା ସମସ୍ତ ତାଲୁକ ସ୍ତରରେ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି ଲୋକ ଅଦାଲତରେ, ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ନ୍ୟାୟାଳୟର, ଜିଲ୍ଲା ନ୍ୟାୟାଧିଶ ଡ. ପବିତ୍ର ମୋହ‌ନ
Read More...

ଏନ୍‌ପିଏସ୍‌ ଶିକ୍ଷକ ସଂଘର ପ୍ରତିବାଦ ସଭା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବଲାଙ୍ଗିର ଜିଲ୍ଲା ହାଇସ୍କୁଲ ଏନ୍‌ପିଏସ୍‌ (ନୂତନ ପେନସନ ସ୍କିମ) ଶିକ୍ଷକ ସଂଘ ତରଫରୁ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରବଳ ବର୍ଷା ସତ୍ତ୍ୱେ ଏହି ସଭାରେ ବଲାଙ୍ଗିର ଜିଲ୍ଲାର ସମସ୍ତ ୧୪ଗୋଟି
Read More...

୬୯ତମ ଓଡିଶା ରାଜ୍ୟ ବିଦ୍ୟାଳୟ ସମୁହ ଉଷୁ ପ୍ରତିଯୋଗିତାରେ ବଲାଙ୍ଗିରର ସଫଳତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ୬୯ତମ ଓଡିଶା ରାଜ୍ୟ ବିଦ୍ୟାଳୟ ସମୁହ ଉଷୁ ପ୍ରତିଯୋଗିତା ଇତି ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ମାସ ୧୦ରୁ ୧୨ ତାରିଖ କେନ୍ଦୁଝର ବଡବିଲ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ବଲାଙ୍ଗିର ଉଷୁ ଦଳ ଚମତ୍କାର ପ୍ରଦର୍ଶନ କରିଛନ୍ତି । ହିମାନି ହୋତା ବ୍ରୋଞ୍ଜ
Read More...

ରାଜ୍ୟସ୍ତରୀୟ ଟାଇକଣ୍ଡୋ ସ୍କୁଲ ଗେମରେ ବଲାଙ୍ଗିରକୁୁ ୬ ପଦକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କେନ୍ଦୁଝର ଜିଲ୍ଲା ବଡବିଲ ସ୍ଥିତ ମ୍ୟୁନିସିପାଲ ଉଚ୍ଚ ବିଦ୍ୟାଳୟରେ ରାଜ୍ୟସ୍ତରୀୟ ସ୍କୁଲ ଗେମ ଟାଇକଣ୍ଡୋ ପ୍ରତିଯୋଗିତା ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛ । ଏଥିରେ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘ ସଂପାଦକ ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ
Read More...

ସାଇଟ୍‌ କଲେଜରେ ଯୋଗ ଶିକ୍ଷା ତାଲିମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିକଟସ୍ଥ ସଦାଇପାଲି ପଲ୍ଲିଶ୍ରୀ ବିହାର ପରିସରରେ ସାଇଟ୍‌ କଲେଜ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ଯୋଗ ଶିବିରର ଆୟୋଜନ କରାଯାଇଥିଲା । ଏଥିରେ ବିନିକାର ଜଣାଶୁଣା ଯୋଗ ଶିକ୍ଷକ ସୁରେଶ ବେହେରା ଯୋଗଦାନ କରି ଶିବିରାର୍ଥୀ ମାନଙ୍କୁ ଯୋଗର ଉପାଦେୟତା ବିଷୟରେ ବୁଝାଇ
Read More...

ଜିଲ୍ଲା ବ୍ରାହ୍ମଣ ମହାସଭା ଆନୁକୂଲ୍ୟରେ ସାମୂହିକ ତିଳତର୍ପଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନରସିଂହ ମନ୍ଦିର ପରିସରରେ ଜିଲ୍ଲା ବ୍ରାହ୍ମଣ ମହାସଭା ସଂପାଦକ ଆଇନଜୀବୀ ଜୟରାମ ମିଶ୍ରଙ୍କ ଆହ୍ୱାନ କ୍ରମେ ସାମୂହିକ ତିଳତର୍ପଣ ଅନୁଷ୍ଠିତ ହୋଇଯାଇଛି । ଉପରୋକ୍ତ କାର୍ଯ୍ୟକ୍ରମକୁ ପଣ୍ଡିତ ସନ୍ତୋଷ କୁମାର ଶତପଥି, ପଣ୍ଡିତ ଗୋକୁଳା ମିଶ୍ର, ପଣ୍ଡିତ କିଶୋର
Read More...

ଆମ ଆଦମି ପାର୍ଟି ବଲାଙ୍ଗିର ପକ୍ଷରୁ ଦାବିପତ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଆମ୍‌ ଆଦମି ପାର୍ଟି ଜିଲ୍ଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଅଧିକ୍ଷକଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲର ବିଭିନ୍ନ ବିଷୟରେ ଏକ ଦାବିପତ୍ର
Read More...

ବଲାଙ୍ଗିର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ୱାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲିପଡା, ବଲାଙ୍ଗିର (ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ) ତରଫରୁ ଏକ ଅଣ ସଂକ୍ରାମକ ରୋଗ ଚିହ୍ନଟ ସ୍ୱାସ୍ଥ୍ୟ ଶିବିର ସିଭିଲ କୋର୍ଟ ବଲାଙ୍ଗିର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସ୍ୱାସ୍ଥ୍ୟ ଶିବିରର ମୂଳ
Read More...

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦର ସଭାପତିତ୍ୱ କରିବା ସହିତ ଏବର୍ଷର ବିଷୟ" ପ୍ରାଥମିକ ଚିକିତ୍ସା ଏବଂ ଜଳବାୟୁ ପରିବର୍ତ୍ତନ" ସଂପର୍କରେ
Read More...