ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଏବଂ ଭାରତ ମୁକ୍ତି ମୋର୍ଚ୍ଚା ବାମସେଫ ତରଫରୁ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର
ବଲାଙ୍ଗିର, (କେପିଏନ୍ଏସ୍) : ସ୍ଥାନୀୟ ମିଶନ ଶକ୍ତି ଭବନ ବଲାଙ୍ଗିର ଠାରେ ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଏବଂ ଭାରତ ମୁକ୍ତି ମୋର୍ଚ୍ଚା ବାମସେଫ ତରଫରୁ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହାକୁ ନବସେତୁ ପତ୍ରିକା ଏବଂ ଅନ୍ୟ ସହଯୋଗୀ ସଂଗଠନ ପରିଚାଳନା କରିଥିଲେ ।!-->…
Read More...
Read More...