ବିବାହିତା ମହିଳାଙ୍କୁ ହତ୍ୟା ଅଭିଯୋଗ
ବଲାଙ୍ଗିର ସଦର, (ରାଜେଶ ଦଣ୍ଡସେନା) : ଲୋଇସିଂହା ବ୍ଲକ କୁଶଙ୍ଗ ଗ୍ରାମରେ ଜନୈକ ବିବାହିତା ମହିଳାଙ୍କୁ ହତ୍ୟା କରାଯାଇଥିବା ନେଇ ମୃତା ମହିଳାଙ୍କ ବାପଘର ଲୋକେ ବଲାଙ୍ଗିର ସଦର ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଥିବା ଜଣାଯାଇଛି ।
ଲୋଇସିଂହା ଥାନା!-->!-->!-->…
Read More...
Read More...