Browsing Tag

balangir

ଓୟୁଜେ ବଲାଙ୍ଗିର ଶାଖା ପକ୍ଷରୁ ଜାତୀୟ ପ୍ରେସ୍‌ ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓୟୁଜେ ବଲାଙ୍ଗିର ଶାଖା ପକ୍ଷରୁ ସ୍ଥାନୀୟ ସାମ୍ବାଦିକ ଭବନଠାରେ ଜାତୀୟ ପ୍ରେସ୍‌ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସମାଜର ଶୃଙ୍ଖଳା ତଥା ସୁରକ୍ଷା ପ୍ରତି ଗଣମାଧ୍ୟମର ଗୁରୁ ଦାୟିତ୍ୱ ରହିଥିବା ଦିଗରେ ଓୟୁଜେ ସଦସ୍ୟମାନେ ଆଲୋଚନା କରିଥିଲେ । ଆଗାମୀ
Read More...

ତୁଳସୀନଗରରେ ଭାଇ ଜିଉଁନ୍ତିଆ ଓଷା ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ତୁଳସୀନଗରରେ ଭାଇ ଜିଉଁନ୍ତିଆ ଓଷା ପାଳିତ ହୋଇଯାଇଛି । ଭଉଣୀମାନେ ସାରା ନିର୍ଜଳା ଉପବାସ ରହି ଭାଇମାନଙ୍କ ଦୀର୍ଘାୟୁଷ କାମନା କରି ମା’ ଦୁର୍ଗାଙ୍କୁ ପୂଜା କରିଛନ୍ତି । ତେବେ ଆସନ୍ତାକାଲି ସକାଳୁ ଭଉଣୀମାନେ ଭାଇମାନଙ୍କୁ ଦୁବ ଚାଉଳ ଉତାରିବା ପରେ
Read More...

ଆଜି ଅପରାହ୍ନରେ ମା’ ଙ୍କ ଚନ୍ଦ୍ରଘଣ୍ଟା ବେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଅପରାହ୍ନରେ ଜଗତ୍‌ ଜନନୀ ମା’ ଚନ୍ଦ୍ରଘଣ୍ଟା ବେଶରେ ଉଭା ହୋଇଛନ୍ତି । ସହରର ସମଲେଶ୍ୱରୀ ମନ୍ଦିରରେ ମା’ ଆଜି ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଇଛନ୍ତି । ମା’ଙ୍କ ଏଇ ବେଶ ଓ ତାହାର ମହାତ୍ମ୍ୟ ସଂପର୍କରେ ଆସନ୍ତୁ ଜାଣିବା କିଛି କଥା ପୌରାଣିକ ବିଷୟ ।
Read More...

ରେଳ ଷ୍ଟେସନରେ ଯାତ୍ରୀ ସେବାର ସୁବନ୍ଦୋବସ୍ତ କରାଯାଉ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଐତିହାସିକ ପୂର୍ଣ୍ଣଚନ୍ଦ୍ର ରଥ ପାଠାଗାରର ସମ୍ମିଳନୀ କକ୍ଷରେ ବଲାଙ୍ଗିର ଜିଲ୍ଲା ରେଳ ଉପଭୋକ୍ତ ସଂଘର କାର୍ଯ୍ୟକାରୀ କମିଟିର ବୈଠକ ସଭାପତି ଧର୍ମବ୍ରତ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସହ-ସଂପାଦକ ପ୍ରଭାକର ମିଶ୍ର ବିଗତ
Read More...

ରୁଗୁଡିପଡା ଦୁର୍ଗାପୂଜା ପାଇଁ ମୃତ୍ତିକା ଅନୁକୂଳ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ରୁଗୁଡିପଡା ଶାରଦୀୟ ଦୁର୍ଗାପୂଜା ପାଇଁ ମୃତ୍ତିକା ଅନୁକୂଳ ପର୍ବ ଅନୁଷ୍ଠିତ ହୋଇଯାଇଛି । ମା’ଙ୍କ ମୃଣ୍ମୟୀ ମୂତ୍ତି ନିର୍ମାଣ ପାଇଁ ବୈଦିକ ରୀତିନୀତି ଅନୁସାରେ ମଙ୍ଗଳବାର ଭାଦ୍ରବ ଶୁକ୍ଳ ନବମୀ ତିଥିରେ ବିଳ୍ୱ ବୃକ୍ଷ ମୂଳରୁ ମୃତ୍ତିକା ସଂଗ୍ରହ କରାଯାଇଛି ।
Read More...

ଭିଜିଲାନ୍ସ ଜାଲରେ ପେସ୍କ ସେକ୍ରେଟାରୀ ମସୁଦ ମହମ୍ମଦ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭିଜିଲାନ୍ସ ଜାଲରେ ପେସ୍କ ସେକ୍ରେଟାରୀ ମସୁଦ ମହମ୍ମଦ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ମସୁଦଙ୍କ ଘରେ ଚଢାଉ କରାଯାଉଛି । ମସୁଦ ସୋନପୁର ଜିଲ୍ଲାର ଚାରଭଟା ଓ ଦୁବୁଲା ପେସ୍କରେ ସେକ୍ରେଟାରୀ ଅଛନ୍ତି । ତେବେ ଏକକାଳୀନ ୨ଟି
Read More...

ବଲାଙ୍ଗିର ଜିଲ୍ଲାରୁ ଆଜି ୫୩ ଆକ୍ରାନ୍ତ : ୮୮ ସୁସ୍ଥ ଓ ଜଣେ ମୃତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଜିଲ୍ଲାରୁ ସମୁଦାୟ ୫୩ ଜଣ ସଂକ୍ରମିତ ହୋଇଥିବା ବେଳେ ୮୮ ଜଣ ସୁସ୍ଥ ଓ ଜଣେ ମୃତ୍ୟୁବରଣ କରିଥିବା ସରକାରୀ ରିପୋର୍ଟରୁ ଜଣାପଡିଛି । ଆଜି ମିଳିଥିବା ସରକାରୀ ରିପୋର୍ଟ ଅନୁସାରେ ଆଗଲପୁର ବ୍ଲକରୁ ୩ଜଣ, ବଲାଙ୍ଗିର ଗ୍ରାମାଞ୍ଚଳରୁ ଜଣେ, ବଲାଙ୍ଗିର
Read More...

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଛାତ୍ର ଗଣ୍ଡୋଗୋଳ ପଛରେ ଛାତ୍ର କଂଗ୍ରେସର ସଂମ୍ପୃକ୍ତି ରହିଥିବା ଅଭିଯୋଗ କଲା ବିଜେଡି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଛାତ୍ର ଗଣ୍ଡଗୋଳ ଘଟଣାରେ ଏବେ ରାଜନୀତି ପଶିଛି । ଏହି ଘଟଣାରେ ଛାତ୍ର କଂଗ୍ରେସର ସଂମ୍ପୃକ୍ତି ଥିବା ନେଇ ସମ୍ବାଦିକ ସମ୍ମିଳନୀରେ ବିଜୁ ଯୁବ ଛାତ୍ର ବିଜେଡି ଅଭିଯୋଗ କରିଛି । ଅନ୍ୟ ପକ୍ଷରେ ଭିଡିଓରେ ମାଡ ମାରୁଥିବା ଦୁଇ ମୁଖ୍ୟ
Read More...

ବଲାଙ୍ଗିର ଜିଲ୍ଲାରେ ଆଜି ଆକ୍ରାନ୍ତ‌ଙ୍କ ସଂଖ୍ୟା ୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ସରକାରୀ ସୂଚନାରେ କୁହାଯାଇଛି । ବଲାଙ୍ଗିର ପୌରାଞ୍ଚଳର ୱାର୍ଡ ନଂ. ୨ରୁ ଜଣେ ସଂକ୍ରମିତ ହୋଇଛନ୍ତି । ଜିଲ୍ଲାରେ ୮ ଜଣ ଏକ୍‌ଟିଭ୍‌ ସଂକ୍ରମିତ ଚିକିତ୍ସାଧୀନ ରହିଥିବା କୁହାଯାଇଛି ।
Read More...

କୋସଲୀ ଭାଷାରେ ପ୍ରାଇମର ସକାଶେ ପ୍ରସ୍ତୁତି

ବଲାଙ୍ଗୀର, (ଦେବାଶିଷ ମିଶ୍ର) : କେନ୍ଦ୍ର ସରକାରଙ୍କ ନୂତନ ଶିକ୍ଷାନୀତି ୨୦୨୦ ଅନୁସାରେ ୨୦୨୨ ମସିହା ସୁଦ୍ଧା ଶିଶୁମାନଙ୍କୁ ପ୍ରାଥମିକ ସ୍ତରରେ ସେମାନଙ୍କ ମାତୃଭାଷାରେ ଶିକ୍ଷାଦାନ ନିମନ୍ତେ ନିଷ୍ପତ୍ତି ହୋଇଛି । ପଶ୍ଚିମ ଓଡିଶାର ଅଧିବାସୀମାନଙ୍କ ମାତୃଭାଷା ହୋଉଛି କୋସଲୀ । ମାତ୍ର ଏ
Read More...