ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ
ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ୬୦ ନମ୍ଵର ଜାତୀୟ ରାଜପଥ ରାଜଘାଟଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଜଣେ ବାଇକ୍ ଆରୋହୀଙ୍କ ଜୀବନ ଯାଇଥିବା ଖବର ମିଳିଛି । ସୂଚନା ଅନୁସାରେ, ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଆରୁହା ଗ୍ରାମର ଅଶୋକ ନନ୍ଦୀ ନାମକ ଜଣେ ବ୍ୟକ୍ତି ଆଜି ସକାଳ!-->…
Read More...
Read More...