Browsing Tag

baleswar news

ବାହାବଳପୁର ପଂଚାୟତରେ ୯କୋଟିରୁ ଉର୍ଦ୍ଧ୍ୱ ଟଙ୍କାରେ ଲୁଣାବନ୍ଧ ନିର୍ମାଣ ପାଇଁ ଶୁଭ ଦେଲେ ସଦର ବିଧାୟକ ମାନସ କୁମାର…

ବାଲେଶ୍ୱର, (କେପିଏନ୍‌ଏସ୍‌) : ବାଲେଶ୍ୱର ଜିଲ୍ଲାର ବାଲେଶ୍ୱର ସଦର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାହାବଳପୁର ପଂଚାୟତର ଅଂଚଳବାସୀଙ୍କ ଦୀର୍ଘଦିନର ଦୁଃଖ ଦୂର ହେବାକୁ ଯାଉଛି । ବର୍ଷ ବର୍ଷ ଧରି ଲୁଣା ପାଣି ମାଡ଼ି ଯିବାର ଭୟ ମଧ୍ୟରେ କାଳାତିପାତ କରୁଥିବା ଜନସାଧାରଣଙ୍କ ଦାବିକୁ ଗୁରୁତ୍ୱ ଦେଇ
Read More...

ଆସନ୍ତା ୩ ଫେବୃଆରୀରେ ବାଲେଶ୍ୱର ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି

ଫକୀର ମୋହନ ବିଶ୍ୱବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗଦେବେ ବାଲେଶ୍ୱର : ମହାମହିମ ରାଷ୍ଟ୍ରପତିଙ୍କ ବାଲେଶ୍ୱର ଗସ୍ତ ପୂର୍ବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ଫେବୃଆରୀ ୩ ତାରିଖରେ ମହାମହିମ ରାଷ୍ଟ୍ରପତି ମହୋଦୟ।ଙ୍କ ଫକୀର ମୋହନ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ରମରେ ଯୋଗଦାନ
Read More...

୨୦୦ ଫୁଟ ଲମ୍ବର ବୋଇତ ଭସାଇ କାର୍ତ୍ତିକ ପୂର୍ଣ୍ଣିମା ପାଳିଲେ ଗ୍ରାମବାସୀ

ବାଲେଶ୍ଵର : ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତଥା ବୋଇତ ବନ୍ଦାଣ ଉତ୍ସବ । ଏହି ଅବସରରେ ବାଲେଶ୍ଵର ଜିଲ୍ଲା ସୋର ବ୍ଲକ ମାଣିତ୍ରୀ ଗ୍ରାମର ମଦନ ମୋହନ ଜୀୟୁ କମିଟି ପକ୍ଷରୁ ୨୦୦ଫୁଟ ଲମ୍ବର ଡଙ୍ଗା ସ୍ଥାନୀୟ ପୋଖରୀରେ ଭସାଇ ଥିବା ଦେଖିବାକୁ ମିଳିଛି । ସଦସ୍ୟମାନେ ଦୀର୍ଘ ୨୨ବର୍ଷ
Read More...

ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣାରେ ଏହି ୨ ଜଣ ମୁଖ୍ୟ ଖଳନାୟକ : ୨୩ ଦିନ ପରେ ପଦାକୁ ଆସିଲା ସତ

ବାଲେଶ୍ୱର : ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ବହୁଚର୍ଚ୍ଚିତ ଇଣ୍ଡିଗ୍ରେଟେଡ଼ ବିଏଡ଼ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାର ୨୩ ଦିନ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି କ୍ରାଇମବ୍ରାଞ୍ଚ ଟିମ । ଆତ୍ମାହୁତି ଉଦ୍ୟମରେ ସହଯୋଗ କରିଥିବା ଦୁଇ ଜଣ ଛାତ୍ରଙ୍କୁ
Read More...

ଏଫ୍‌ଏମ୍‌ କଲେଜ ପ୍ରାଧ୍ୟାପକଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ : ଅଭିଯୁକ୍ତ ଗିରଫ

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲାର ଏଫ୍‌ ଏମ୍‌ କଲେଜ ସୌମ୍ୟାଶ୍ରୀ ଆତ୍ମାହୁତି ମାମଲା ଶାନ୍ତ ନପଡ଼ୁଣୁ ଉକ୍ତ କଲେଜ କ୍ୟାମ୍ପସ ପରିସରରେ ରହୁଥିବା ଜଣେ ପ୍ରାଧ୍ୟାପକଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଥିବା ଅଭିଯୋଗ ଆସିଛି । ଅଭିଯୁକ୍ତ ନୀଳଗିରି ବ୍ଲକ ମର୍ଦ୍ଦରାଜପୁର ଅଞ୍ଚଳର ଶଙ୍କର ଓରଫ
Read More...

କଂଗ୍ରେସର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା

ବାଲେଶ୍ୱର : ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ ଘଟଣାକୁ ନେଇ ସାରା ରାଜ୍ୟ ହୁଲସ୍ତୁଲ । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ୍ କରି ରାଜରାସ୍ତାକୁ ଓହ୍ଲାଉଛନ୍ତି । ସବୁ ବିରୋଧୀ ଦଳ ନ୍ୟାୟ ଦାବିରେ ହଲ୍ଲାବୋଲ କରୁଛନ୍ତି । ଆଜି ପୀଡ଼ିତା ଛାତ୍ରୀଙ୍କୁ ନ୍ୟାୟ ଓ
Read More...

ସ୍ତ୍ରୀ ଓ ଦୁଇ ପିଲାଙ୍କୁ ହାଣି ଫେରାର ଥିଲେ : ଏବେ ମିଳିଲା ମୃତଦେହ

ବାଲେଶ୍ୱର : ଘରୋଇ କଳହର କରୁଣ ପରିଣତି । ସ୍ତ୍ରୀ ଓ ଦୁଇ ପିଲାଙ୍କୁ ହାଣି ଫେରାର ଥିଲେ । ଏବେ ମିଳିଲା ମୃତଦେହ । ବାଲେଶ୍ୱର ଜିଲ୍ଲା ଭୋଗରାଇ ଦହମୁଣ୍ଡାରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସୂଚନାଯୋଗ୍ୟ ଯେ, ବାଲେଶ୍ୱର ଜିଲ୍ଲା ଭୋଗରାଇ ଦହମୁଣ୍ଡାରେ ରବିବାର ବିଳମ୍ବିତ ରାତିରେ ପ୍ରଶାନ୍ତ
Read More...

ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର

ବାଲେଶ୍ୱର : ସୈତାନ ସାଜିଲା ବାପା । ଧାରୁଆ ଅସ୍ତ୍ରରେ ସ୍ତ୍ରୀ ଓ ପୁଅକୁ ହାଣିଲା । ପୁଅ ଓ ସ୍ତ୍ରୀକୁ ଗୁରୁତର ଅବସ୍ଥାରେ କଟକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ବାଲେଶ୍ୱର ଜିଲ୍ଲା ଭୋଗରାଇ ଦହମୁଣ୍ଡାରେ ଏଭଳି ଘଟଣା ଘଟିଛି । ପାରିବାରିକ କଳହରୁ ଏଭଳି ଘଟଣା ଘଟିଥିବା ଅନୁମାନ
Read More...

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ତଦନ୍ତ କରୁଛି ପୁଲିସ

ବାଲେଶ୍ୱର : ନାଟକ ଦେଖିବାକୁ ଯାଇ ଘରକୁ ଫେରିଲେନି ଯୁବକ । ଘରଠାରୁ ଅଳ୍ପ ଦୂରରେ ଥିବା ବର ଗଛରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା ମୃତଦେହ । ମୃତକ ହେଲେ ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍ କୁମ୍ଭୀରମୂଳି ପଞ୍ଚାୟତ ଅଧୀନସ୍ଥ ଚୌକି ଗାଁର ପ୍ରସନ୍ନ ପାତ୍ରଙ୍କ ପୁଅ ଜଗନ୍ନାଥ ପାତ୍ର (୪୮) ।
Read More...

ମୋବାଇଲ ଦେଖିବାକୁ ବାରଣ କଲା ମା’ : ବେକରେ ବେଡ଼ସିଟ ଲଗାଇ ଝୁଲି ପଡିଲେ ପୁଅ

ବାଲେଶ୍ୱର : ମୋବାଇଲ ନ ଦେବାରୁ ଆତ୍ମହତ୍ୟା କଲେ ନବମ ଶ୍ରେଣୀ ଛାତ୍ର । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସହଦେବଖୁଣ୍ଟା ଥାନା ବାଲିଆ ଅଞ୍ଚଳରେ । ମୃତକ ହେଲେ ତପନ ଗିରୀଙ୍କ ସାନ ପୁଅ ପ୍ରିଆଁଶୁ ପ୍ରୀତମ ଗିରି । ପାଠ ପଢିବାକୁ କହି ମୋବାଇଲ ଦେଖିବାକୁ ମାଆ ବାରଣ କରିବାରୁ ନବମ ଶ୍ରେଣୀ
Read More...