ଘରେ ପଶି ଆଦିବାସୀ ମହିଳାଙ୍କୁ ଗୁଳିମାଡ଼
ନୀଳଗିରି : ବାଲେଶ୍ୱର ଜିଲ୍ଲାର ନୀଳଗିରି ବ୍ଳକ ବରହମପୁର ଥାନା ଅଧୀନ ରାଇପାଳ ଗ୍ରାମର ରସିକ ମୁର୍ମୁଙ୍କ ସ୍ତ୍ରୀ ଲକ୍ଷ୍ମୀ ମୁର୍ମୁ (୫୦) ଗୁଳିମାଡ଼ ହୋଇଛି । ଘରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ତାଙ୍କ ଘରେ ପଶି ଅଚାନକ ତାଙ୍କୁ ଗୁଳିମାଡ଼ କରି ଚମ୍ପଟ ମାରିଛନ୍ତି । ଗୁଳି ଗୁଡ଼ିକ!-->…
Read More...
Read More...