ବଜ୍ରପାତରେ ଚାଲିଗଲା ଚାଷୀଙ୍କ ଜୀବନ
ଖଇରା : ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ନୟାଖଣ୍ଡି ଗ୍ରାମ ପଞ୍ଚାୟତ ଅଧୀନ କଅଁଳଖୁଣ୍ଟା ଗ୍ରାମର ଜଣେ ଚାଷୀଙ୍କର ବଜ୍ରପାତରେ ମୃତ୍ୟୁ ଘଟିଛି । ସେ ହେଲେ ବିବେକ କୁମାର ଖୁଣ୍ଟିଆ(୪୭) । ସୂଚନା ଅନୁସାରେ ବିବେକ ମଙ୍ଗଳବାର ପୂର୍ବାହ୍ନରେ ଧାନଜମିରେ ଘାଇ ବାନ୍ଧିବାକୁ ଯାଇଥିବା ବେଳେ ବଜ୍ରପାତରେ!-->…
Read More...
Read More...