Browsing Tag

baleswar news

ବାଲେଶ୍ୱରରେ ପ୍ରତିଷ୍ଠା ହେବ ବଜ୍ରପାତ ଗବେଷଣା କେନ୍ଦ୍ର

ବାଲେଶ୍ୱର : ବାଲେଶ୍ୱରରେ ବଜ୍ରପାତ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ । ବଜ୍ରପାତରେ ଅନେକ ଜୀବନ ଯାଉଥିବାରୁ ଲାଇଟେନିଂ ରିସର୍ଚ୍ଚ ସେଣ୍ଟରରେ ସଠିକ ପୂର୍ବ ସୂଚନା ଦିଆଯାଇପାରିବ ବୋଲି ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
Read More...

ଏଟିଏମ୍‌ କାଟି ୩୨ ଲକ୍ଷ ଲୁଟି ନେଇଥିବା ଅଭିଯୋଗ

ବାଲେଶ୍ୱର : ବାଲେଶ୍ୱରରେ ଏଟିଏମ୍‌ କାଟି ପ୍ରାୟ ୩୨ ଲକ୍ଷ ଟଙ୍କା ଲୁଟ ହୋଇଥିବା ନେଇ ଶନିବାର ଅଭିଯୋଗ ହୋଇଛି । ସୂଚନାନୁସାରେ ଏସବିଆଇ ଏଟିଏମ୍‌କୁ ଗ୍ୟାସ କଟରରେ କାଟି ଏହି ବଡ ଧରଣର ଲୁଟ୍‍ କରିଛନ୍ତି ଦୁର୍ବୃତ୍ତମାନେ । ସଦର ଥାନା ହଳଦିପଦା ଫାଣ୍ଡି ପଦ୍ମପୁର ହାଟରେ ଥିବା ଏଟିଏମରୁ ଏହି
Read More...

ବାଲେଶ୍ଵରରେ ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳିତ

ବାଲେଶ୍ୱର : ବାଲେଶ୍ଵରରେ ଅନ୍ତ ରାଷ୍ଟ୍ରୀୟ ଯୋଗ ଦିବସ ପାଳନ ହୋଇଯାଇଛି । ସକାଳୁ ସକାଳୁ ଲୋକମାନେ ଯୋଗ କାରିବାକୁ ବାଲେଶ୍ଵର ଆଇ.ଟି.ଆଇ ପଡିଆରେ ଭିଡ ଦେଖିବାକୁ ମିଳିଛି । ସକାଳ ୬ଟାରୁ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଲୋକେ ଏହି ଯୋଗ ଦିବସରେ ସାମିଲ ହୋଇଥିଲେ । ବିଶେଷ କରି ବାଲେଶ୍ଵର ସାଂସଦ
Read More...

ଶ୍ୱଶୁର ଘର ଲୋକ ପିଟି ପିଟି ମହିଳାଙ୍କୁ ମାରି ଦେଇଥିବା ଅଭିଯୋଗ

ବାଲେଶ୍ୱର : ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅଧୀନସ୍ଥ ଛଣପୁର ଗାଁର କାଶୀନାଥ ବେହେରା (୨୮)ଙ୍କ ସ୍ତ୍ରୀ ମୀନାକ୍ଷି (୨୩)ଙ୍କୁ ଶ୍ୱଶୁର ଘର ଲୋକ ପିଟି ପିଟି ହତ୍ୟା କରିଥିବା ମିନାକ୍ଷୀଙ୍କ ବାପା ଗଙ୍ଗାଧର ବେହେରା ଥାନାରେ ଅଭିଯୋଗ କରିଛନ୍ତି । ସୂଚନାନୁସାରେ, ବାଲିଆପାଳ ବ୍ଲକ ସିଂଲା ଥାନା
Read More...

ଆଜି ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବାଲେଶ୍ୱର ବନ୍ଦ

ବାଲେଶ୍ୱର : ଆଜି ବାଲେଶ୍ୱର ବନ୍ଦ । ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବାଲେଶ୍ୱର ବନ୍ଦର ସମସ୍ତ ସରକାରୀ ତଥା ବେସରକାରୀ ଅନୁଷ୍ଠାନ ସମେତ ଦୋକାନ ବଜାର ବନ୍ଦ ରହିବ । ବାଲେଶ୍ୱର ବାର ଆସୋସିଏସନ୍‌, ନାଗରିକ ମଞ୍ଚ, ସିଭିଲ ସୋସାଇଟି ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିବା ବେଳେ ସିପିଆଇ(ଏମ),
Read More...

ସତ୍ୟବ୍ରତ ଦାସ ଓରଫ ବାପୁନୁ ହତ୍ୟାକାଣ୍ଡ ଘଟଣାରେ ୭ ହତ୍ୟାକାରୀ ଧରା ପଡିଲେ

ବାଲେଶ୍ୱର : ବାଲେଶ୍ୱର ଜିଲା ଚାନ୍ଦିପୁର ରୋଡ୍‌ ସତ୍ୟବ୍ରତ ଦାସ ଓରଫ ବାପୁନୁ ହତ୍ୟାକାଣ୍ଡ ଘଟଣାକୁ ନେଇ ଆଜି ପୂର୍ବାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀରେ ଆଇଜି ଓ ଏସ୍‌ପି ସୁଧାଂଶୁ ଶେଖର ମିଶ୍ର ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛନ୍ତି । ତେବେ ବ୍ୟବସାୟିକ ଟଙ୍କା କାରବାର
Read More...

ଗୋରୁ ବୋଝେଇ କଣ୍ଟେନର ଜବତ

ସୋର : ବାଲେଶ୍ଵର ଜିଲ୍ଲା ୧୬ ନମ୍ଵର ଜାତୀୟ ରାଜପଥ ବରଫ କଳ ନିକଟରୁ ଗୋରୁ ବୋଝେଇ କଣ୍ଟେନର ଜବତ କଲା ସିମୁଳିଆ ପୋଲିସ । ସୂଚନାନୁଯାୟୀ, ଶନିବାର ରାତିରେ ଖବର ପାଇ ସିମୁଳିଆ ପୋଲିସ ଏକ ଗୋରୁ ବୋଝେଇ କଣ୍ଟେନରର ପିଛା କରି ୧୬ ନମ୍ଵର ଜାତୀୟ ରାଜପଥ ସୋର ବରଫକଳ ନିକଟରେ ଜବତ କରିଛି । ଏହି
Read More...

କଟୁରୀରେ ଆକ୍ରମଣ ପରେ ଘରେ ପଶି ଲୁଟ୍ ଉଦ୍ୟମ : କାବୁ କଲେ ଗ୍ରାମବାସୀ

ବାଲେଶ୍ଵର : ବାଲେଶ୍ଵର ଜିଲ୍ଲା ସଦର ଥାନା ଚଷାଖଣ୍ଡ ପଞ୍ଚାୟତ ଅନନ୍ତପୁରରେ ସମ୍ପର୍କୀୟା ଭଉଣୀଙ୍କୁ କଟୁରୀରେ ଆକ୍ରମଣ ପରେ ଘରୁ ଗହଣା ଲୁଟ୍‌ ଉଦ୍ୟମ ବେଳେ ଗ୍ରାମବାସୀମାନେ ଦୁର୍ବୃତ୍ତକୁ କାବୁ କରି ପୋଲିସ ଜିମା ଦେଇଛନ୍ତି । ସୂଚନାନୁଯାୟୀ, ବାଲେଶ୍ଵର ଜିଲ୍ଲା ସଦର ଥାନା ଚଷାଖଣ୍ଡ ପଞ୍ଚାୟତ
Read More...

୫ ବର୍ଷର ଝିଅକୁ ବାଡିରେ ପିଟିପିଟି ଲହୁଲୁହାଣ କରିଦେଲା ନୃଶଂସ ବାପା

ସୋର : ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ମାଟିଆପଡ଼ା ଗ୍ରାମରେ ନାବାଳିକାଙ୍କୁ ଗ୍ରାମବାସୀମାନେ ଉଦ୍ଧାର କରି ସିମୁଳିଆ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ନାବାଳିକାଙ୍କ ସ୍ଵାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସୂଚନାନୁଯାୟୀ, ସିମୁଳିଆ
Read More...

ଡିଭାଇଡରରେ ପିଟିହୋଇ ୨ ମୃତ ୧ ଗୁରୁତର

ବାଲେଶ୍ଵର : ବାଲେଶ୍ଵର ଜିଲ୍ଲା ଭୀମପୁରା ନିକଟ ରାସ୍ତାକଡ଼ରେ ବାଲିଆ ଅଞ୍ଚଳର ତିନି ଜଣ ଯୁବକ ଏକ ବାଇକ ଯୋଗେ ରେମୁଣା ଗୋଲେଇ ଯାଉଥିବା ବେଳେ ଭୀମପୁରା ନିକଟରେ ରାସ୍ତାକଡ଼ରେ ଡିଭାଇଡରରେ ପିଟିହୋଇ ଯାଇଥିଲେ । ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିଲେ । ସେମାନଙ୍କୁ ସ୍ଥାନୀୟ ଲୋକେ
Read More...