ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଲେ ଦିବ୍ୟାଂଶୀ
ବାଲେଶ୍ୱର : ବାଲେଶ୍ୱର ସହର ଫକୀରମୋହନ ନଗରରେ ବସବାସ କରୁଥିବା ଇଂ. ସନ୍ତୋଷ କୁମାର ଆଚାର୍ଯ୍ୟ ଓ ପ୍ରିୟମ୍ବଦା ମହାପାତ୍ରଙ୍କ କନ୍ୟା ଦିବ୍ୟାଂଶୀ ୨ବର୍ଷ ୫ମାସର ହୋଇଥିବା ବେଳେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଛନ୍ତି । ସେ ଶରୀରର ୧୪ଟି ଅଙ୍ଗର ନାମ ସହିତ ଏଟୁ ଜେଡ୍ର ଅନୁରୂପ!-->…
Read More...
Read More...