Browsing Tag

baliguda news

ଲଣ୍ଡାଗାଁରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ : ୧୦ଟି ବିଦ୍ୟାଳୟର ୧୫୦ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଛାତ୍ରଛାତ୍ରୀଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ବିକାଶ ସହ ସେମାନଙ୍କ ସୃଜନଶୀଳତାକୁ ଉଜାଗର କରିବା ଲକ୍ଷ୍ୟରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଲଣ୍ଡାଗାଁ ପଞ୍ଚାୟତ ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ କ୍ଲଷ୍ଟରସ୍ତରୀୟ ‘ସୁରଭି’…
Read More...

ବାଲିଗୁଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ବରାଳଦେବୀଙ୍କ ପୀଠରେ ଶାରଦୀୟ ନବରାତ୍ର ପୂଜା : ଭାରତଲୀଳା ଓ ପ୍ରସାଦ ସେବନ ମୁଖ୍ୟ…

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଶାରଦୀୟ ଦୁର୍ଗାପୂଜାକୁ ନେଇ ବାଲିଗୁଡ଼ାରେ ଆଧ୍ୟାତ୍ମିକ ଉତ୍ସାହ ଓ ଭକ୍ତିମୟ ପରିବେଶ ସୃଷ୍ଟି ହେବାକୁ ଯାଉଛି । ବାଲିଗୁଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ବରାଳଦେବୀଙ୍କ ପୀଠରେ ଆସନ୍ତା ଅକ୍ଟୋବର ୧୧ ତାରିଖ ରବିବାରଠାରୁ ଶାରଦୀୟ ନବଦିନାତ୍ମକ ପୂଜା…
Read More...

ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ପ୍ରତିନିଧି ବାଛିବାକୁ ସଜବାଜ, ମଇଦାନରେ ୩୧ ପ୍ରାର୍ଥୀ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଦୀର୍ଘ ୪୬ ବର୍ଷର ବ୍ୟବଧାନ ପରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଆରମ୍ଭ ହୋଇଛି ରାଜନୈତିକ ଉଷ୍ମତା । ନିଜ ନିଜ ପ୍ରାର୍ଥୀଙ୍କ ସପକ୍ଷରେ ସମର୍ଥନ ଯୋଗାଡ଼ ପାଇଁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ବଢ଼ିଥିବା…
Read More...

୪୬ ବର୍ଷ ପରେ ପ୍ରଥମ ନିର୍ବାଚନକୁ ନେଇ ଆଦିବାସୀ ମହାବିଦ୍ୟାଳୟରେ ଉତ୍ସାହ : ସଭାପତି ପଦ ପାଇଁ ୧୦ ଜଣଙ୍କ ନାମାଙ୍କନ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଦୀର୍ଘ ୪୬ ବର୍ଷର ଅପେକ୍ଷାର ଅନ୍ତ। ପ୍ରଥମଥର ପାଇଁ ଛାତ୍ର ସଂସଦ ନିର୍ବାଚନକୁ ନେଇ ଚଳଚଞ୍ଚଳ ହୋଇଉଠିଛି କନ୍ଧମାଳ ଜିଲ୍ଲାର ସର୍ବପୁରାତନ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟ ପରିସର । ନିର୍ବାଚନୀ ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟ ନାମାଙ୍କନ ଶେଷ…
Read More...

ବାଲିଗୁଡ଼ାରେ ସିରିଜ୍‌ ଦୁର୍ଘଟଣା : ଜଣେ ମୃତ, ଗୁରୁତର ୫୯ ନଂ ଜାତୀୟ ରାଜପଥରେ ମୃତ୍ୟୁର ତାଣ୍ଡବ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ୫୯ ନମ୍ବର ଜାତୀୟ ରାଜପଥ ଏବେ ସଡ଼କ ସୁରକ୍ଷାକୁ ନେଇ ଚିନ୍ତା ବଢ଼ାଇଛି । ଗୋଟିଏ ପଟେ ଦ୍ରୁତଗାମୀ କାର୍‌ର ସିରିଜ୍‌ ଦୁର୍ଘଟଣା, ଅନ୍ୟପଟେ କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ । ଦୁଇଟି…
Read More...

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ

ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି ।…
Read More...

୪୬ ବର୍ଷ ପରେ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ : ପ୍ରଥମଥର ପାଇଁ ଭୋଟ ଦେବେ ଛାତ୍ରଛାତ୍ରୀ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଦୀର୍ଘ ୪୬ ବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି । ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ଚଳିତବର୍ଷ ପ୍ରଥମଥର ପାଇଁ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ୧୯୭୯ ମସିହାରେ ପ୍ରତିଷ୍ଠିତ ଏହି ପୁରାତନ ଶିକ୍ଷାନୁଷ୍ଠାନରେ ଏଯାଏ…
Read More...

ସ୍ୱଚ୍ଛ ଭାରତ ଅଭିଯାନରେ ସଫେଇ କାର୍ଯ୍ୟକ୍ରମ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଲଣ୍ଡାଗାଁଠାରେ ବାରଖମା ମଣ୍ଡଳ କୃଷକ ମୋର୍ଚ୍ଚା ପକ୍ଷରୁ ସ୍ୱଚ୍ଛ ଭାରତ ଅଭିଯାନ ଆୟୋଜିତ ହୋଇଯାଇଛି । ବାରଖମା ମଣ୍ଡଳ କୃଷକ ମୋର୍ଚ୍ଚା ସଭାପତି ପରମା ଠେଲା ଏବଂ ସମ୍ପାଦକ ପ୍ରକାଶ ରଣାଙ୍କ ଉଦ୍ୟମରେ…
Read More...

ବନ୍ଦର ପ୍ରଭାବରେ ବାଲିଗୁଡ଼ା ଜନଶୂନ୍ୟ, ରାସ୍ତାରେ କଂଗ୍ରେସର ଶକ୍ତି ପ୍ରଦର୍ଶନ

ଦୋକାନବଜାରରେ ତାଲା, ଯାତାୟାତ ଠପ୍‌ ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଓଡ଼ିଶା ବନ୍ଦର ପ୍ରଭାବରେ ଗୁରୁବାର ବାଲିଗୁଡ଼ା ସହରର ସ୍ୱାଭାବିକ ଜନଜୀବନ ଏକପ୍ରକାର ଅଚଳ ହୋଇପଡ଼ିଛି । ସହରର ପ୍ରମୁଖ ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନରେ ତାଲା ଝୁଲିଥିବାବେଳେ ରାସ୍ତାରେ ଯାନବାହାନ…
Read More...

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଘରେ କେହି ନଥିବାର ସୁଯୋଗ ନେଇ ଝରକା ବାଟେ ପଶି ସୁନା ଅଳଙ୍କାର ଚୋରି । ଚୋରି କରିଥିବା ସୁନା ବିକ୍ରି କରି ସେହି ଟଙ୍କାରେ ଟ୍ରାକ୍ଟର କିଣିଥିବା ଅଭିଯୋଗରେ କୋଟଗଡ଼ ପୁଲିସ ୩ ଜଣଙ୍କୁ ଗିରଫ କରିଛି । ସେମାନଙ୍କ ଠାରୁ ୧୨.୦୮୫ ଗ୍ରାମ ସୁନା, ନଗଦ…
Read More...