Browsing Tag

baliguda news

ଦେଶୀ ବନ୍ଧୁକ ତିଆରି କାରଖାନା ଠାବ : ୩ଟି ଦେଶୀ ବନ୍ଧୁକ ସହ ବ୍ୟବହୃତ ସାମଗ୍ରୀ ଜବତ, ଜଣେ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ଅଞ୍ଚଳରେ ଏକ ଅବୈଧ ଦେଶୀ ବନ୍ଧୁକ କାରଖାନା ଠାବ ହୋଇଛି । ଗୁପ୍ତ ସୂଚନା ଆଧାରରେ ପୋଲିସ ଦଳ ତୁମୁଡିବନ୍ଧ ଥାନା ଲାବଣ୍ୟ ନଗର ଠାରେ ଅବୈଧ ଦେଶୀ ବନ୍ଧୁକ କାରଖାନାରେ ବନ୍ଧୁକ
Read More...

ପଶ୍ଚିମବଙ୍ଗରେ ବିଜେପିର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ ପରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନଗର ବିଜେପି ପକ୍ଷରୁ ନଗର ମଣ୍ଡଳ ସଭାପତି ମନୋଜ କୁମାର ରଥଙ୍କ ନେତୃତ୍ୱରେ ବିଜୟ ଉତ୍ସବ ପାଳନ ଅନୁଷ୍ଠିତ ହୋଇଯାଇଛି । ଏ ନେଇ ସୋମବାର
Read More...

ଶିକାର କରିବାକୁ ଡାକି ନେଇ ଯୁବକଙ୍କୁ ଗୁଳିକରି ହତ୍ୟା ଘଟଣା : ଦୁଇ ଜଣ ଗିରଫ

ଦୁଇ ଦେଶୀ ବନ୍ଧୁକ ଜବତ ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବେଲଘର ଥାନା ଅଧୀନ ସାପେରି ଗ୍ରାମରେ କାମଦେବ ମାଝୀ (୩୩) ଙ୍କୁ ଶିକାର କରିବାକୁ କହି ଘରୁ ଡାକି ନେଇ ଗୁଳିକରି ହତ୍ୟା କରାଯାଇଥିବା ଘଟଣାରେ ବାଲିଗୁଡା ଏସଡିପିଓ ଶୁଭମ ଭୋଶଲେ ଓ ବେଲଘର ଥାନା ଅଧିକାରୀ
Read More...

ଅଗ୍ନିକାଣ୍ଡରେ ବୃଦ୍ଧା ମା’ ଜୀବନ୍ତ ଦଗ୍ଧ : ଦୁଇ ଭାଇ ଗୁରୁତର

ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବାରଖମା ଫାଣ୍ଡି ଅନ୍ତର୍ଗତ ସୁଡ୍ରା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଦୀପ ନିଆଁରୁ ଘଟିଲା ବଡ଼ ଧରଣର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଜଣେ ବୃଦ୍ଧା
Read More...

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା

ବିଦ୍ୟୁତ ସେବା ବିଛିନ୍ନ, ବ୍ୟାପକ କ୍ଷୟକ୍ଷତି ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ତଥା ଏହାର ଆଖପାଖ ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଗୁରୁବାର ରାତିରୁ ଶୁକ୍ରବାର ଭୋର ଯାଏ କାଳବୈଶାଖୀର ଭୀଷଣ ତାଣ୍ଡବ ପ୍ରଭାବରେ ଅନେକ ଗଛ ଓ ବିଜୁଳି ଖୁଣ୍ଟ
Read More...

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତବାସୀଙ୍କ ବିରୋଧ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ବାରଖମାର ନୂତନ ପଞ୍ଚାୟତ ଗୃହ ନିର୍ମାଣରେ ଜନ ଅସନ୍ତୋଷ ଦେଖାଦେଇଛି । ସୂଚନା ଅନୁଯାୟୀ ୨୦୨୫ ଅକ୍ଟୋବର ମାସ ୧୯ ତାରିଖରେ ବାରଖମା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ମଞ୍ଜୁର ପରେ ମୁଖ୍ୟମନ୍ତ୍ରୀ
Read More...

ବ୍ରାହ୍ମଣୀଗାଁ ବନାଞ୍ଚଳରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ-ଗଞ୍ଜାମ-ଗଜପତି ଜିଲ୍ଲା ସୀମାନ୍ତ ବ୍ରାହ୍ମଣୀଗାଁ ବନାଞ୍ଚଳରେ ହାତୀ ପଲ ବୁଲୁଥିବା ଖବର ଅଞ୍ଚଳରେ ଭୟ ସୃଷ୍ଟି କରିଛି । ତେବେ କେତେ ଗୋଟି ହାତୀ ଆସିଛନ୍ତି, କେଉଁ ଠାରୁ ଆସିଛନ୍ତି, କେଉଁ ଦିଗକୁ ମୁହାଁଇ ଛନ୍ତି ତାହା ସ୍ପଷ୍ଟ ଜଣା ପଡ଼ୁ ନ
Read More...

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ୟାହତ ଯୋଗୁଁ ବାଲିଗୁଡାବାସୀ ହନ୍ତସନ୍ତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଓଡିଶାର ବୃହତ୍ତମ ଉପଖଣ୍ଡ ଭାବେ ବେଶ ପରିଚିତ ଥିବା କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନରେ ଆଜକୁ ଦୀର୍ଘଦିନ ହେଲା ମୋବାଇଲ ନେଟୱର୍କ ସେବା ବିପର୍ଯ୍ୟସ୍ତ ରହୁଥିବା ଯୋଗୁଁ ଉପଭୋକ୍ତା ତଥା ଜନସାଧାରଣ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା
Read More...

ଓକିଲ ସଂଘ ପକ୍ଷରୁ ମଧୁବାବୁଙ୍କ ଜନ୍ମ ଜୟନ୍ତୀ ପାଳିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଓକିଲ ସଂଘ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୮ତମ ଜନ୍ମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବାଲିଗୁଡା ଓକିଲ ସଂଘର ସମ୍ପାଦକ ଅନିଲ କୁମାର ଦାସ, ସଭାପତି ଟି.ହରିଶ୍ଚନ୍ଦ୍ର
Read More...

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲିର ରେଭିନ୍ୟୁ ବଙ୍ଗଳା ନିକଟରେ ଥିବା ଶନିଶ୍ଚର ମନ୍ଦିରର ୧୪ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ବାର୍ଷିକ ଉତ୍ସବ ମନ୍ଦିର ପରିଚାଳନା କମିଟି ସଭାପତି ହରିହର ନାୟକ ଏବଂ
Read More...