Browsing Tag

baliguda news

କନ୍ଧମାଳ-ରାୟଗଡା ଜିଲ୍ଲା ସୀମାନ୍ତରେ ପୁଣି ଲାଗିଲା ମାଓବାଦୀ ପୋଷ୍ଟର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ପୁଣି ଲାଗିଲା ମାଓବାଦୀ ପୋଷ୍ଟର କନ୍ଧମାଳ - ରାୟଗଡ଼ା ଜିଲ୍ଲା ସୀମାନ୍ତ ବର୍ତ୍ତୀ କୋଟଗଡ ବ୍ଲକ ନିକଟସ୍ଥ ତେଲେଙ୍ଗା ପଦର ଛକରେ କିଛି ଦିନର ନୀରବତା ପରେ ପୁଣି ଜିଲ୍ଲା ସୀମାନ୍ତରେ ମାଓବାଦୀଙ୍କ ଉପସ୍ଥିତି ଜାହିର କରି ମାଓବାଦୀ ମାନେ ବ୍ୟାନର
Read More...

ମହାବିଦ୍ୟାଳୟର ୩୮ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ସ୍ଥିତ ଏଏମ ସିଏସ ମହାବିଦ୍ୟାଳୟର ୩୮ ତମ ବାର୍ଷିକ କ୍ରୀଡା ଉତ୍ସବ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିନରେ ମୁଖ୍ୟ ଅତିଥି ଭାବେ ଏସି
Read More...

ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବସ୍ତିଙ୍ଗିଆ ସରକାରୀ ଏସଏସଡ଼ି ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷକ ରବିନାରାୟଣ ମହାନ୍ତିଙ୍କ ସଭାତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଚକାପାଦ
Read More...

ଯୁବ ରେଡକ୍ରସ୍ ପକ୍ଷରୁ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ବିସ୍କୁଟ ବଣ୍ଟନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ପକ୍ଷରୁ ବିଶ୍ୱନାଥ ପଲ୍ଲୀ ଠାରେ ଅବସ୍ଥିତ ରେଡକ୍ରସ୍ ଦୃଷ୍ଟିହୀନ ଊଚ୍ଚ ବିଦ୍ୟାଳୟରରେ ଅଧ୍ୟୟନରତ ମାନସିକ ଅନଗ୍ରସର ଛାତ୍ରଛାତ୍ରୀ ମାନଙ୍କୁ ବିସ୍କୁଟ ବଣ୍ଟନ କରାଯାଇଛି ।
Read More...

ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ଓ ପ୍ରତିଷ୍ଠାନ ଠାରେ ଜିଲ୍ଲାସ୍ତରୀୟ ପାଠଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ସ୍ଥିତ ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ଓ ପ୍ରତିଷ୍ଠାନ ଠାରେ ଜିଲ୍ଲାସ୍ତରୀୟ ପାଠଚକ୍ର ଆଧାରିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବହୁଭାଷୀ ଶିକ୍ଷଣ ଏବଂ ଦୃଢ
Read More...

ଭାରସାମ୍ୟ ହରାଇ ମର୍ମନ୍ତୁଦ ବାଇକ ଦୁର୍ଘଟଣା : ଯୁବକ ଯୁବତୀ ମୃତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ବଣ୍ଡଗୁଡ଼ା ନିକଟସ୍ଥ କାଣିବାରୁଡ଼ି ଛକ ନିକଟରେ ଏକ ବାଇକ ଦୁର୍ଘଟଣା ହୋଇଛି । ବାଇକଟି ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛକୁ ଧକ୍କା ଦେବାରୁ ଦୁର୍ଘଟଣାରେ
Read More...

ବେଲଘର ବନାଞ୍ଚଳରେ ହାତୀ ମୃତ୍ୟୁ ଘଟଣା : ତଦନ୍ତ ପାଇଁ ପହଞ୍ଚିଲେ ଡିଏଫଓ

- ହାତୀମୃତ୍ୟୁର ରହସ୍ୟ ଖୋଲିବ କି ? ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଝିରିପାଣି ପଞ୍ଚାୟତର ସିମିଲିପଦର ନିକଟସ୍ଥ ମୁଣ୍ଡୁଟି ଜଙ୍ଗଲରେ ଏକ ହାତୀ ଜାନୁୟାରୀ ୫ ତାରିଖରେ ମୃତ୍ୟୁ ବରଣ କରିଥିବା ବେଳେ ଏହା ଲୋକ ଲୋଚନକୁ ନ
Read More...

ବେଲଘର ବନାଞ୍ଚଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ରେଞ୍ଜର ନିଲମ୍ବିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡର ବେଲଘର ବନାଞ୍ଚଳ ଅନ୍ତର୍ଗତ ଝିରିପାଣି ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାର ତଦନ୍ତ ପରେ ବେଲଘର ରେଞ୍ଜର ବିନୟ କୁମାର ବିଶି ନିଲମ୍ବିତ ହୋଇଥିବା ସୂଚନା ମିଳିଛି । ଚଳିତ ମାସ ଜାନୁଆରୀ ୫ ତାରିଖରେ
Read More...

ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସଂଘର ସଭାପତି ତଥା ଉପଜିଲ୍ଲାପାଳ ପ୍ରଣୀତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନର ବାର୍ଷିକ କ୍ରୀଡା ଉତ୍ସବ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠାନ ପରିସରରେ କ୍ରୀଡା ଶିକ୍ଷକ ପ୍ରଦୀପ କୁମାର ପ୍ରଧାନଙ୍କ ନେତୃତ୍ୱରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ
Read More...