ପୋଲିସ୍ ପଞ୍ଝାରେ ଦୁଇ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆ ସହ ଗଞ୍ଜେଇ ଜବତ : ଡାକ୍ତରୀ ପରୀକ୍ଷା ବେଳେ ଜଣଙ୍କ କରୋନା ପଜିଟିଭ୍…
ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ପୋଲିସ୍ ହାବୁଡ଼ରେ ଦୁଇ ଆନ୍ତଃରାଜ୍ୟ ଗଞ୍ଜେଇ ଚାଲାଣକାରୀ ଧରାପଡିଛନ୍ତି । ପ୍ରକାଶ ଯେ, ଅର୍ଣ୍ଣପୂର୍ଣ୍ଣା ନାମକ ଏକ ଘରୋଇ ବସରେ ଗଞ୍ଜେଇ ନେଇ ଯିବାବେଳେ ଦୁଇଜଣ ଗଞ୍ଜେଇ ମାଫିଆଙ୍କୁ!-->…
Read More...
Read More...