Browsing Tag

baliguda news

ପାହାଡି ତରଙ୍ଗର ନୂତନ କର୍ମକର୍ତ୍ତା ନିର୍ବାଚନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନର ସର୍ବ ପୁରାତନ କଳା ଓ ସାଂସ୍କୃତିକ ଅନୁଷ୍ଠାନ ପାହାଡି ତରଙ୍ଗର ୨୦୨୧-୨୨ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ନିର୍ବାଚନ ଏଗ୍ରୋବେଦିକର ସଭା ଗୃହ ପରିସରରେ ସର୍ବସମତିକ୍ରମେ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ
Read More...

କଳିଙ୍ଗାଘାଟିରେ ଲୁହାପଥର ବୋଝେଇ ଟ୍ରକ ଦୁର୍ଘଟଣା : ଡ୍ରାଇଭର ଗୁରୁତର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କୋଇଡା ବଡବିଲରୁ ଲୁହାପଥର ବୋଝେଇ ଟ୍ରକ ଗୋପାଳପୁର ପୋର୍ଟକୁ ଯାଉଥିବା ବେଳେ କଳିଙ୍ଗା ଘାଟି ଭାଲିଆପଟା ନିକଟ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଆଜି ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି । ବିବରଣୀରୁ ପ୍ରକାଶ ଯେ, ଝାଡଖଣ୍ଡ ଅଞ୍ଚଳର ଡ୍ରାଇଭର
Read More...

ଓଡ଼ିଆ ଭାଷାକୁ ସରକାରୀ ମାନ୍ୟତା ଦାବୀ କରି ବାଲିଗୁଡାରୁ ପୁନଃ କଳାପତାକା ଅଭିଯାନ ଆରମ୍ଭ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଓଡ଼ିଆ ଭାଷାକୁ ସରକାରୀ ଭାବେ ପ୍ରଚଳନ କରିବା ପାଇଁ ବିଶ୍ୱ ମାତୃଭାଷା ଦିବସରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରୁ ଆରମ୍ଭ ହୋଇଛି ଭାଷା ଆନ୍ଦୋଳନ । କନ୍ଧମାଳ ଭାଷା ଆନ୍ଦୋଳନର ଆବାହକ ଅଶୋକ ପରିଡାଙ୍କ ନେତୃତ୍ୱରେ ସ୍ଥାନୀୟ ଗାନ୍ଧୀ ଛକରେ ଥିବା
Read More...

ପେତାର ଘାଟିରେ ବସ ଓଲଟି ୭ ଜଣ ଆହତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଅଧୀନସ୍ତ ପେତାରବାଡ଼ି ଘାଟିରେ ଏକ ବସ ଓଲଟି ୭ ଜଣରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତଙ୍କୁ ବର୍ତ୍ତମାନ ଚିକିତ୍ସା ନିମନ୍ତେ ଦାରିଙ୍ଗବାଡ଼ି ହସ୍ପିଟାଲରେ
Read More...

ଗଛରେ ବାଇକ ପିଟି ହୋଇ : ଦୁଇ ମୃତ, ଜଣେ ଗୁରୁତର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ପୁରୁଣା ବାଟାଗୁଡାରେ ଏକ ବାଇକ ଭାରସାମ୍ୟ ହରାଇ ଗଛକୁ ପିଟି ହେବାରୁ ବାଇକରେ ବସିଥିବା ଦୁଇ ଜଣ ମୃତ୍ୟୁ ବରଣ କରିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି ଓ ମୃତକ ଦୁଇ ଜଣ ହେଲେ ତୁମୁଡିବନ୍ଧ ଥାନା
Read More...

ବାଲିଗୁଡା ଠାରେ ତୃତୀୟ ପର୍ୟ୍ୟାୟ କୋଭିଡ ଟୀକାକରଣ

ବାଲିଗୁଡା, (ସୁରେ‌ନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ କାର୍ୟ୍ୟାଳୟ ଠାରେ ଆରମ୍ଭ ହୋଇଛି ତୃତୀୟ ପର୍ୟ୍ୟାୟ କୋଭିଡ ଟୀକା କରଣ କାର୍ୟ୍ୟକ୍ରମ । ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଲିଗୁଡା ଉପଜିଲ୍ଲାପାଳ ଡ଼.ଶୁଭଙ୍କର ମହାପାତ୍ର ଯୋଗଦେଇ ଆନୁଷ୍ଠାନିକ
Read More...

ଅବ୍ୟବସ୍ଥା ଘେରରେ ବାଲିଗୁଡାର ଶ୍ମଶାନ : ବାଇକ ଆଲୁଅରେ ଶବଦାହ କରାଯାଉଛି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସିରେ ଥିବା ଶ୍ମଶାନ ଅବ୍ୟବସ୍ଥା ମଧ୍ୟରେ ରହିଛି । ବାଲିଗୁଡାର ସର୍ବ ପୁରାତନ ସାହି ନୁଆସାହିର ୱାର୍ଡ ନମ୍ବର ୫ ଓ ୬ରେ ବସବାସ କରୁଥିବା ଲୋକେ ଦୀର୍ଘ ପଚାଶବର୍ଷରୁ ଉର୍ଦ୍ଧ ହେବ ଜରାଶ୍ରମ ନିକଟରେ ଥିବା ଶ୍ମଶାନ
Read More...

ନିରାଡ଼ମ୍ବରରେ ପାଳନ ହେଲା ସରସ୍ୱତୀ ପୂଜା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସମଗ୍ର କନ୍ଧମାଳ ଜିଲ୍ଲାର ପ୍ରତ୍ୟେକ ଅଞ୍ଚଳରେ ନିରାଡ଼ମ୍ବର ଭାବେ ସ୍ୱରସ୍ୱତୀ ପୂଜା ପାଳନ ହୋଇଛି । ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡିକରେ ମାଆ ସରସ୍ୱତୀଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି । ସକାଳୁ ଉଠି ଛାତ୍ରଛାତ୍ରୀମାନେ
Read More...

ଆର.ଜେ.ଏଜୁକେଶନାଲ ଇନଷ୍ଟିଚ୍ୟୁଟରେ ସରସ୍ୱତୀ ପୂଜା ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଓ ତୁମୁଡ଼ିବନ୍ଧ ଠାରେ ଥିବା ଆର.ଜେ.ଏଜୁକେସନାଲ ଇନଷ୍ଟିଚ୍ୟୁଟରେ ବିଦ୍ୟାଦାତ୍ରୀ ମା' ସରସ୍ଵତୀ ଦେବୀଙ୍କ ପୂଜାର୍ଚନା ଉତ୍ସବ ଅନୁଷ୍ଠାନର ସଭାପତି ଅଭିଜିତ ମିଶ୍ରଙ୍କ ନେତୃତ୍ୱରେ କୋରନା କଟକଣା ମଧ୍ୟରେ ସମ୍ପନ୍ନ
Read More...

କଳିଙ୍ଗା ଘାଟିରେ ବାଇକ ଦୁର୍ଘଟଣା : ଜଣେ ମୃତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ବ୍ଲକ କଳିଙ୍ଗା ଘାଟିରେ ମଙ୍ଗଳବାର ଅପରାହ୍ନରେ ଏକ ବାଇକ୍ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ଗଞ୍ଜାମ ଜିଲ୍ଲା ରମ୍ଭା ଅଞ୍ଚଳର ସୁବ୍ରତ
Read More...