ଝିରିପାଣି ଗ୍ରାମରେ ମାଓ ପୋଷ୍ଟର : ପୋଲିସ ଇନଫର୍ମର ମାନେ ଶୀଘ୍ର ଆତ୍ମସମର୍ପଣ କରିବାକୁ ଚେତାବନୀ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଝିରିପାଣି ଗ୍ରାମରେ ବାଂଶଧାରା- ନାଗାବଳୀ- ଘୁମୁସର ମାଓ ଡିଭିଜନ ପକ୍ଷରୁ ଏକ ହାତ ଲେଖା ପୋଷ୍ଟର ମାରି ପୁଲିସ ଇନଫର୍ମର ମାନଙ୍କୁ ଚେତାବନୀ ଦେଇଛନ୍ତି । ଏଥିରେ!-->…
Read More...
Read More...