ରାଜ୍ୟ କ୍ୟାବିନେଟ ବୈଠକରେ କନ୍ଧମାଳ ଜିଲ୍ଲା ପାଇଁ ଦୁଇଟି ପାନୀୟ ଜଳ ପ୍ରକଳ୍ପ ଅନୁମୋଦନ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟ କ୍ୟାବିନେଟ ବୈଠକରେ କନ୍ଧମାଳ ଜିଲ୍ଲା ପାଇଁ ଦୁଇଟି ପାନୀୟ ଜଳ ପ୍ରକଳ୍ପ ଅନୁମୋଦିତ ହେବା ପରେ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ବାଲିଗୁଡ଼ା ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ ଅନୁଷ୍ଠିତ ହୋଇଯାଇଛି ।!-->…
Read More...
Read More...