Browsing Tag

baliguda news

ବନବିଭାଗ ଦ୍ୱାରା ୧୦ଫୁଟ ଲମ୍ବର ଅହିରାଜ ସାପ ଉଦ୍ଧାର

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ସଗଡ଼ିଆ ସାହିରୁ ୧୦ଫୁଟ ଲମ୍ବର ଗୋଟିଏ ଅହିରାଜ ସାପ ଉଦ୍ଧାର କରିଛି କୋଟଗଡ଼ ବନବିଭାଗ । ସୂଚନାନୁସାରେ କୋଟଗଡ଼ ବତାଗୁଡ଼ା ନିକଟ ସଗଡ଼ିଆ ସାହିର କିଛି ଲୋକ ଏକ ୧୦ ଫୁଟରୁ ଉର୍ଦ୍ଧ୍ବ…
Read More...

କରୋନା ସଂକ୍ରମଣ ରୋକିବାକୁ ପ୍ରଶାସନର ତତ୍ପରତା : କୋଭିଡ୍ ନିୟମ ଉଲଂଘନ ଅଭିଯୋଗରେ ଜରିମାନା ସହ ଦୁଇଟି ଦୋକାନ ସିଲ୍

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କରୋନା ‌ଦ୍ୱିତୀୟ ଲହରୀରେ ସାରା ଦେଶରେ ହୁହୁ ହୋଇ ସଂକ୍ରମଣ ବଢ଼ିବାରେ ଲାଗିଛି । ଏହାର ପ୍ରଭାବ ଓଡ଼ିଶାରେ ମଧ୍ୟ ଦେଖିବାକୁ ମିଳିଛି । ସଂକ୍ରମଣ ରୋକିବାକୁ ମୁଖ୍ୟମନ୍ତ୍ରୀ ବିଭିନ୍ନ ପଦକ୍ଷେପ ନେବାସହ ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ…
Read More...

ପୋଲିସ୍ ପଞ୍ଝାରେ ଦୁଇ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆ ସହ ଗଞ୍ଜେଇ ଜବତ : ଡାକ୍ତରୀ ପରୀକ୍ଷା ବେଳେ ଜଣଙ୍କ କରୋନା ପଜିଟିଭ୍…

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ପୋଲିସ୍ ହାବୁଡ଼ରେ ଦୁଇ ଆନ୍ତଃରାଜ୍ୟ ଗଞ୍ଜେଇ ଚାଲାଣକାରୀ ଧରାପଡିଛନ୍ତି । ପ୍ରକାଶ ଯେ, ଅର୍ଣ୍ଣପୂର୍ଣ୍ଣା ନାମକ ଏକ ଘରୋଇ ବସରେ ଗଞ୍ଜେଇ ନେଇ ଯିବାବେଳେ ଦୁଇଜଣ ଗଞ୍ଜେଇ ମାଫିଆଙ୍କୁ…
Read More...

ଦଣ୍ଡ ନୃତ୍ୟ ମାଧ୍ୟମରେ କରୋନା ସଚେତନତା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କରୋନା ପାଇଁ ସମସ୍ତେ ଚିନ୍ତିତ । କିଭଳି କରୋନାକୁ ମୁକାବିଲା କରାଯାଇପାରିବ ସେ ନେଇ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟାପକ ବନ୍ଦୋବସ୍ତ କରିବା ସହ ସଚେତନତା ଜାରି ରଖିଛନ୍ତି । ତଥାପି କରୋନା ସଂକ୍ରମଣ ସଂଖ୍ୟା ବଢ଼ିଚାଲିଛି । ଏହା ଭିତରେ…
Read More...

ବିଦ୍ୟୁତ ଆଘାତରେ କନଷ୍ଟ୍ରୋକସନ କର୍ମଚାରୀ ମୃତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଆଲାରୀ ଗ୍ରାମ ନିକଟରେ ଥିବା ତ୍ରିଶକ୍ତି କନଷ୍ଟ୍ରୋକସନ କମ୍ପାନୀ କାମରେ ଜଣେ କାର୍ୟ୍ୟରତ ଶ୍ରମିକ କାମ କରିବା ସମୟରେ ବିଦ୍ୟୁତ ଆଘାତ ହୋଇ ମୃତ୍ୟୁ ବରଣ କରିଥିଲେ । ମୃତକ…
Read More...

ଭାରସାମ୍ୟ ହରାଇ ସ୍କୁଟି ଦୁର୍ଘଟଣା ଗ୍ରସ୍ତ : ଦୁଇ ଆହତ ବ୍ୟକ୍ତି ମେଡିକାଲରେ ଭ‌ର୍ତ୍ତି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ବ୍ଳକର ମହାଶିଙ୍ଘି ଗ୍ରାମ ୫୯ନଂ ଜାତୀୟ ରାଜପଥରେ ଶୁକ୍ରବାର ଅପରାହ୍ନରେ ଏକ ସ୍କୁଟି ଦୃତଗତିରେ ଆସୁଥିବା ସମୟରେ ଭାରସାମ୍ୟ ହରାଇ ସ୍କୁଟି ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଜଣାପଡିଛି ।…
Read More...

ପୋଲିସ୍ ବେଶରେ ଡକାୟତି ଉଦ୍ୟମ ଘଟଣା : ଅସଲି ପୋଲିସ ପଞ୍ଝାରେ ପୁଣି ଦୁଇଜଣ ନକଲି ପୋଲିସ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ସଫଳତା । ଦୁଇଜଣ ନକଲି ପୋଲିସକୁ ଧରିଲା ଅସଲି ପୋଲିସ । ଗତ ମାର୍ଚ୍ଚ ୫ତାରିଖ ବିଳମ୍ବିତ ରାତିରେ ବଡ଼ ଧରଣର ଡକାୟତି ଉଦ୍ୟମକୁ ପଣ୍ଡ କରିଥିଲା ବାଲିଗୁଡ଼ା ପୋଲିସ । ଘଟଣାରେ ଦୁଇଜଣ…
Read More...

ତଦନ୍ତକୁ ଆସି କନ୍ଧମାଳ ଜିଲ୍ଲା ମଙ୍ଗଳ ଅଧିକାରୀ କରୋନା ପଜିଟିଭ : ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଚିନ୍ତା ବଢିଲା

ବାଲିଗୁଡା,(ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ମଙ୍ଗଳ ଅଧିକାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ଫଳରେ କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ୍ ମୁଣ୍ଡିଗଡ଼ରେ ଥିବା ମା ଭୈରବୀ ଉଚ୍ଚବିଦ୍ୟାଳୟ ହଷ୍ଟେଲରେ ଥିବା ୫୦ ଅନ୍ତେବାସୀଙ୍କ ଚିନ୍ତା ବଢ଼ିଛି । ଗତ…
Read More...

କୋର୍ଟ ପରିସରରେ ଇ-ସେବା କେନ୍ଦ୍ର ଉଦଘାଟିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ସ୍ଥିତ ମୁଖ୍ୟ ବିଚାରପତି ମାନ୍ୟବର ଉଚ୍ଚ ନ୍ୟାୟାଳୟ ଓଡ଼ିଶା କଟକଙ୍କ ନିର୍ଦ୍ଦେଶକ୍ରମେ କୋର୍ଟ ପରିସରରେ ଏକ ଇ-ସେବା କେନ୍ଦ୍ର ଉଦଘାଟିତ ହୋଇଯାଇଛି । ଏହାକୁ ପ୍ରଥମ ଶ୍ରେଣୀ…
Read More...

ଘଞ୍ଚ ଜଙ୍ଗଲରୁ ଦେଶୀ ବନ୍ଧୁକ ସହ ଝିଙ୍କ ମାଂସ ଜବତ, ଶିକାରୀ ଚମ୍ପଟ୍

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବନ ବିଭାଗ ପକ୍ଷରୁ ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ସମୟରେ ଦେଶୀ ବନ୍ଧୁକ ସହ ଝିଙ୍କ ମାଂସ ଜବତ କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ କୌଣସି ସୂତ୍ରରୁ ଖବର ପାଇ ରାଇକିଆ ବନ ବିଭାଗ…
Read More...