ବରିଷ୍ଠ ନାଗରିକ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବରିଷ୍ଠ ନାଗରିକ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସର୍ବ ସମ୍ମତି କ୍ରମେ ସଭାପତି ଭାବେ ଡ଼. ମଧୁସୂଦନ ମହାପାତ୍ର, ଉପ ସଭାପତି ଭାବେ ନନ୍ଦ କିଶୋର ପଣ୍ଡା, ସମ୍ପାଦକ ଭାବେ!-->…
Read More...
Read More...