ବାଲିଗୁଡାର କୁଡୁପାକିଆରେ ରାଜ୍ୟ ସ୍ତରୀୟ ଭଲିବଲ ପ୍ରତିଯୋଗିତା ଉଦଘାଟିତ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଲ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ କୁଡପାକିଆ ଠାରେ ରାଜ୍ୟ ସ୍ତରୀୟ ଭଲିବଲ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି । ଗ୍ରାମାଞ୍ଚଳରେ ଥିବା ଖେଳାଳୀ ମାନଙ୍କର ଲୁକ୍କାୟିତ ଯୁବ ପ୍ରତିଭାକୁ ଲୋକ ଲୋଚନକୁ ଆଣିବା ପାଇଁ!-->…
Read More...
Read More...