Browsing Tag

baliguda news

ସାଇକେଲ ଯୋଗେ ବିଭିନ୍ନ ତୀର୍ଥ ସ୍ଥାନ ଭ୍ରମଣରେ ବାହାରିଛନ୍ତି ବିଦ୍ୟାଧର ବଗର୍ତ୍ତୀ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ଶଙ୍କରାଖୋଲ ପଞ୍ଚାୟତ ବାଡେଗୁଡା ଗ୍ରାମର ଗଦାଧର ବଗର୍ତ୍ତୀଙ୍କ ପୁତ୍ର ବିଦ୍ୟାଧର ବଗର୍ତ୍ତୀ ସାଇକେଲ ଯୋଗେ ଭାରତର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣରେ ବାହାରିଛନ୍ତି । ସେ ଛତିଶଗଡ଼,
Read More...

ଭଡ଼ାଘରୁ ଗ୍ରାମ ବିକାଶ ଅନୁଷ୍ଠାନର କର୍ମଚାରୀଙ୍କ ମୃତ ଦେହ ଉଦ୍ଧାର : ତଦନ୍ତ ଅବ୍ୟାହତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଏକ ଭଡା ଘରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କଲା ପୋଲିସ୍ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପରିବାର ଲୋକଙ୍କ ଉପସ୍ଥିତିରେ କବାଟ ଭାଙ୍ଗି ଶବ ଉଦ୍ଧାର କରିଛି ପୋଲିସ୍ । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା
Read More...

ବିରାଟେଶ୍ଵର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ : କର୍ଣ୍ଣିବେଡ଼ାକୁ ହରାଇ ମନମୁଣ୍ଡା ଚମ୍ପିଆନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଳକ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ଵର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । କର୍ଣ୍ଣିବେଡ଼ା ଓ ମନମୁଣ୍ଡା ଦଳ ମଧ୍ୟରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ମନମୁଣ୍ଡା ଦଳ କର୍ଣ୍ଣିବେଡ଼ାକୁ
Read More...

ଲୋପ ପାଇଛି ଗ୍ରିଟିଙ୍ଗ : ସୋସିଆଲ ମିଡିଆରେ ନବବର୍ଷର ବାର୍ତ୍ତା ବୃଦ୍ଧି ପାଉଛି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଆଉ ଦିନକ ପରେ ଇଂରାଜୀ ନବବର୍ଷ ପାଳିତ ହେବାକୁ ଥିବା ବେଳେ ସୋସିଆଲ ମିଡିଆ ଶୁଭେଚ୍ଛା ବାର୍ତ୍ତା ପ୍ରେରଣର ମାଧ୍ୟମ ସାଜିଛି । ପୂର୍ବରୁ ପରସ୍ପରକୁ ଶୁଭେଚ୍ଛା ଜଣାଇବାକୁ ଗ୍ରୀଟିଂସ୍ କାର୍ଡର ବ୍ୟବହାର କରାଯାଉଥିଲା । କିନ୍ତୁ ଏହା ବର୍ତ୍ତମାନ ଲୋପ
Read More...

କ.ନୂଆଗାଁ ବ୍ଲକ ପଞ୍ଚାୟତ ସମିତିର ଏକାଦଶତମ ବୈଠକ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସଭାଗୃହ ଠାରେ ଏକାଦଶ ତମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକକୁ ଜିପିଇଓ ସ୍ମୃତି ସାଗର ପ୍ରଧାନ ସଂଯୋଜନା କରିଥିବା ବେଳେ ସ୍ୱାସ୍ଥ୍ୟ, ଶିଶୁ ବିକାଶ ଯୋଜନା,
Read More...

ତୁମୁଡ଼ିବନ୍ଧ ବ୍ଲକରେ କନ୍ଧମାଳ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଜନ ଶୁଣାଣି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଜନ ଶୁଣାଣି ତୁମୁଡ଼ିବନ୍ଧ ବ୍ଲକ୍ ସଭାଗୃହ ଠାରେ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବେଦଭୂଷଣଙ୍କ ସମେତ ଆରକ୍ଷୀ ଅଧିକ୍ଷକ ହରିଶ ବିଶି, ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ
Read More...

ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ ବଣରେ ଦୁଇ ପର୍ଯ୍ୟଟକ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ବର୍ଷର ଶେଷ ରବିବାର ରହିଥିବାରୁ ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ ବଣରେ ପର୍ଯ୍ୟଟକମାନେ ବଣଭୋଜି କରି ମଜା ନେଉଥିବା ବେଳେ କୌଣସି କାରଣରୁ ୨ ଗୋଷ୍ଠି
Read More...

ନିଶାସକ୍ତ ଜ୍ୱାଇଁର ଉନ୍ମତ କାଣ୍ଡ : ଜ୍ୱାଇଁର ଟାଙ୍ଗିଆ ଛୋଟରେ ବୃଦ୍ଧା ଶାଶୁଙ୍କ ମୃତ୍ୟୁ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ସିର୍ତ୍ତିଗୁଡ଼ା ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା । ପାରିବାରିକ କଳହକୁ ନେଇ ନିଶାସକ୍ତ ଜ୍ୱାଇଁ ଉନ୍ମୁକ୍ତ କାଣ୍ଡ ଘଟାଇଛି । ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ କରି ବୃଦ୍ଧା
Read More...

ଡବେରୀ ସେବାଶ୍ରମ ନିକଟରେ ଭାରସାମ୍ୟ ହରାଇ ବାଇକ୍‌ ଦୁର୍ଘଟଣାଗ୍ରସ୍ତ : ୩ ଜଣ ଆହତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି । ଗୁରୁତର ୨ ଜଣ ହେଲେ ଉକ୍ତ ଥାନା ଅଞ୍ଚଳର ଏନ୍‌ସ ପ୍ରଧାନ ଏବଂ ନରେନ୍ଦ୍ର
Read More...

ପ୍ରଭୁ ଯୀଶୁଙ୍କ ଧରାବତରଣ : ଉତ୍ସବମୁଖର ସମଗ୍ର ଚର୍ଚ୍ଚ ପରିସର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ ଚର୍ଚ୍ଚ ଓ ପ୍ରାର୍ଥନା ଗୃହରେ ମହାଆଡ଼ମ୍ବରରେ ପାଳିତ
Read More...