Browsing Tag

baliguda news

ବୁଡ଼ାଗୁଡା ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ପାଳନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଓଡ଼ିଶା ବନ ବିଭାଗ ତଥା ଓଡ଼ିଶା ପରିବେଶ ସମିତି ଓ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବୁଡ଼ାଗୁଡା ପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…
Read More...

ସାଂସଦ ଓ ବିଧାୟକଙ୍କ ମିଳିତ ଗସ୍ତ : ଅଞ୍ଚଳର ବିକାଶ, ଶିକ୍ଷା ଓ ଭିତ୍ତିଭୂମି ସମ୍ପର୍କରେ ବିଭିନ୍ନ ଘୋଷଣା ଓ ପ୍ରତିଶୃତି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଓ ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁରଙ୍କ ଶୁକ୍ରବାର ତୁମୁଡିବନ୍ଧ ବ୍ଲକରେ ମାରାଥନ ଗସ୍ତ ଅନୁଷ୍ଠିତ କରିଛନ୍ତି । ଏହି ଗସ୍ତ ଅବସରରେ ଉଭୟ ଜନପ୍ରତିନିଧିଙ୍କୁ ଭବ୍ୟ ସ୍ୱଗତ କରାଯାଇଥିବା ବେଳେ ଅଞ୍ଚଳର…
Read More...

ବିପୁଳ ଉତ୍ସାହ ଓ ଉଦ୍ଦୀପନା ସହ ବାଲିଗୁଡାରେ ରଥଯାତ୍ରା ଅନୁଷ୍ଠିତ : ସୁଭଦ୍ରା ରଥକୁ ଟାଣିଲେ ମହିଳା ଶ୍ରଦ୍ଧାଳୁ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ବିପୁଳ ଉତ୍ସାହ ଓ ଉଦ୍ଦୀପନା ସହ ଝିପି ଝିପି ବର୍ଷାରେ ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଥମେ ମନ୍ଦିରର ଦ୍ୱାର ଫିଟା ପରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯିବା ପରେ ମହାପ୍ରଭୁଙ୍କ…
Read More...

ଶିକାର ଉଦ୍ଦେଶ୍ୟରେ ଦେଶୀ ବନ୍ଧୁକ ଏବଂ ଅନ୍ୟାନ୍ୟ ସାମଗ୍ରୀ ଧରିଥିବା ଅଭିଯୋଗରେ ଦୁଇ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ରେଞ୍ଜର କର୍ମଚାରୀମାନେ ରାତ୍ର କାଳୀନ ପାଟ୍ରୋଲିଂ କରୁଥିବା ସମୟରେ ବେଲଘର ସଂରକ୍ଷିତ ଜଙ୍ଗଲ ଭିତରେ ଥିବା ଝିରିପାଣି ସେକ୍ସନରେ ଶିକାର ଉଦ୍ଦେଶ୍ୟରେ ଦେଶୀ ବନ୍ଧୁକ ଏବଂ…
Read More...

ବନ ବିଭାଗର ପାଟ୍ରୋଲିଂ ବେଳେ ଶାଳ କାଠ ଗଣ୍ଡି ଜବତ : ୫ଟି ଗାଡି, ୪ଟି ମୋବାଇଲ ସହ ୪ଜଣ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡ ବିଭାଗକୁ ଏକ ବଡ଼ ସଫଳତା ମିଳିଛି । ଉପଖଣ୍ଡ ବନ ବିଭାଗ ଅଧିକାରୀ ଘନଶ୍ୟାମ ମହନ୍ତ କୌଣସି ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଦାରିଙ୍ଗବାଡି ରେଞ୍ଜର ବୁଡାଗୁଡା ସେକ୍ସନ ଅନ୍ତର୍ଗତ କୁର୍ତ୍ତମଗଡ ସଂରକ୍ଷିତ ଜଙ୍ଗଲ…
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ରବିବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଉକ୍ତ ଥାନା କିରିକୁଟି ପଞ୍ଚାୟତ…
Read More...

ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟ ସ୍ତରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ମହିଳାମାନଙ୍କ ସାମାଜିକ ଓ ଅର୍ଥନୈତିକ ସଶକ୍ତିକରଣ,…
Read More...

ସିଆରପିଏଫ୍‌ ଜବାନଙ୍କ ଆତ୍ମହତ୍ୟା ଘଟଣାରେ ସ୍ତ୍ରୀ ଗିରଫ : ଖୋଳତାଡ଼ ଆରମ୍ଭ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୂଆସାହି ଗାୟତ୍ରୀ କଲୋନୀ ବାସିନ୍ଦା ସିଆରପିଏଫ୍ ଜବାନ୍ ଅଶୋକ ବେହେରା ବିଷ ପିଇ ଆତ୍ମହତ୍ୟା କରିବା ଘଟଣାକୁ ନେଇ ସାମ୍ନାକୁ ଆସିଲା ବଡ଼ ସାଙ୍ଘାତିକ ଅଭିଯୋଗ । ମୃତ ଅଶୋକଙ୍କ ସ୍ତ୍ରୀ ଦୀର୍ଘ ଦିନ ଧରି ଅଶୋକଙ୍କ ଦରମା…
Read More...

ଶିକ୍ଷକ ସଂଘ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ମଧ୍ୟରେ ଉପୁଜିଥିବା ମତଭେଦ ଦୂର ପାଇଁ ବୈଠକ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ନୂଆସାହି ସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ବାଲିଗୁଡା ଶାଖାର ଏକ ବୈଠକ ସଂଘ ସଭାପତି ମଣିରାମ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶିକ୍ଷକ ସଂଘ ଓ…
Read More...

ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ ଚାଲାଣ ବିରୋଧୀ ଦିବସ ଉପରେ ଏକ ଆଇନ ସଚେତନତା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ନୂଆଦିଲ୍ଲୀର ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ ଅବସରରେ ସ୍ଥାନୀୟ ତାଲୁକ୍ ଆଇନ ସେବା ସମିତି ପକ୍ଷରୁ ଆନ୍ତର୍ଜାତୀୟ ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ ଚାଲାଣ ବିରୋଧୀ ଦିବସ ଉପରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ସିଭିଲ୍…
Read More...