Browsing Tag

baliguda news

ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ଭାଗୀଦାରୀ କାର୍ଯ୍ୟକ୍ରମ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ଦ୍ଵାରା ବାଲିଗୁଡ଼ା ଟାଉନ ହଲ ଠାରେ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ଭାଗୀଦାରୀ କାର୍ଯ୍ୟକ୍ରମ ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳେଇଙ୍କ…
Read More...

ରବି ଋତୁରେ ମାଗଣା ବିହନ ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କୁ ପୋଷ୍ଟକାର୍ଡ଼ ମାଧ୍ୟମରେ ଅନୁରୋଧ କଲେ ଚାଷୀ ଭାଇମାନେ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ଜୀବିକା ସୁରକ୍ଷା ମଞ୍ଚ ଓ ମହିଳା ଜୀବିକା ସୁରକ୍ଷା ମଞ୍ଚ ଲୋକ ସଂଗଠନର ସହଯୋଗରେ ଟିକାବାଲି ବ୍ଲକର ଚାଷୀ ଭାଇ ଓ ଭଉଣୀମାନେ ଗତ ରବି ଋତୁରେ ସିଆର୍‌ଏଫ୍‌ଏମ୍‌ ଯୋଜନା ଅଧୀନରେ ମାଗଣା…
Read More...

ସରକାରୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳନ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ୟାମାସୁନ୍ଦର ସାହୁଙ୍କ…
Read More...

କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ : ୫ଟି ଶିକ୍ଷା ଅଧିକାରୀ ପଦବୀ ଖାଲି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଶିକ୍ଷାର ଉନ୍ନତିକରଣ କରିବା ପାଇଁ ସରକାର ଯୋଜନା ଉପରେ ଯୋଜନାର ଗୋଲାପି ଚିତ୍ର ଆଙ୍କୁଥିବା ବେଳେ କନ୍ଧମାଳ ଜିଲ୍ଲାରେ ଏହାର କେତେ ସୁଫଳ ପହଞ୍ଚିବ ତାହାକୁ ନେଇ ଉଠିଛି ପ୍ରଶ୍ନ ? ନୂତନ ସରକାରଙ୍କ ଦୁଇ ବର୍ଷ ପାଳନ କରୁଥିବା ବେଳେ ଜିଲ୍ଲାର ଶିକ୍ଷା…
Read More...

ପାରିବାରିକ କଳହକୁ କେନ୍ଦ୍ର କରି ସିଆରପିଏଫ ଜବାନଙ୍କ ଆତ୍ମହତ୍ୟା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଗାୟତ୍ରୀ ନଗର ବାସିନ୍ଦା ତଥା ଆସାମରେ ସିଆରପିଏଫ ଜବାନ ଭାବେ କାର୍ଯ୍ୟ କରୁଥିବା ଅଶୋକ ବେହେରା ପାରିବାରିକ କଳହକୁ କେନ୍ଦ୍ର କରି କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, ଅଶୋକ…
Read More...

ଲଘୁଚାପଜନିତ ଲଗାଣ ବର୍ଷାର ପ୍ରଭାବ : ଗଛ ପଡି ରାସ୍ତା ଅବରୋଧ : ବାଲିଗୁଡା ଅଞ୍ଚଳବାସୀ ସମ୍ପୂର୍ଣ୍ଣ ଅନ୍ଧାରରେ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଆଜିକୁ ଦୀର୍ଘ ୫ ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଥିବାରୁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇଗଲାଣି । ଶୁଖିଥିବା ନଦୀ, ନାଳ, ପୋଖରୀ, କୂଅ ସବୁ ପରିପୂର୍ଣ୍ଣ ହୋଇ ବିପଦ ସଂକେତ ଆଡ଼କୁ ଗତି…
Read More...

ବାଲିଗୁଡା ବନାଞ୍ଚଳର ଲଣ୍ଡାଗାଁରେ ୪ ହଜାର ବାଉଁଶ ଚାରା ରୋପଣ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଓଡିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ୭୭ ତମ ବନ ମହୋତ୍ସବ ଜୁଲାଇ ୧ ରୁ ୭ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ ବାଲିଗୁଡା ବନାଞ୍ଚଳ ଖମନଖୋଲ ସେକ୍ସନର ଲଣ୍ଡାଗାଁ ବିଟର ବନପାଳ ଗିରିଶ…
Read More...

ଅଜଣା ଗାଡ଼ି ଧକ୍କାରେ ତିନି ବାଇକ୍ ଆରୋହୀଙ୍କ ମୃତ୍ୟୁ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ତିନିଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ…
Read More...

ଡାକ୍ତର ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ : ରୋଗୀ ସେବା ବାଧାପ୍ରାପ୍ତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଜୁଲାଇ ୧ ତାରିଖ ରାଷ୍ଟ୍ରୀୟ ଡାକ୍ତର ଦିବସରୁ ଓମସା ପକ୍ଷରୁ ୧୦ ଦଫା ଦାବିରେ ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ ଆରମ୍ଭ ହୋଇଛି । ରାଜ୍ୟ ଡାକ୍ତର ସଙ୍ଘର ନିର୍ଦ୍ଦେଶନାରେ କନ୍ଧମାଳ ଜିଲ୍ଲାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ବାଲିଗୁଡ଼ା ଉପଖଣ୍ଡ…
Read More...

ମନରେଗା ଯୋଜନାରେ ମହା ଦୁର୍ନୀତି : ୪୨ ଲକ୍ଷ ଟଙ୍କାରୁ ଅଧିକ ହଡପ ଅଭିଯୋଗରେ ଦୁଇ ଯନ୍ତ୍ରୀ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ମନରେଗା ଯୋଜନାରେ ମହା ଦୁର୍ନୀତି ହୋଇଥିବା ଅଭିଯୋଗରେ ଓଡିଶା ଭିଜିଲାନ୍ସ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟାଗଡ଼ ବ୍ଲକର ଦୁଇଜଣ ଯନ୍ତ୍ରୀଙ୍କୁ ଗିରଫ କରିଛି । ତୃଣମୂଳ ସ୍ତରରେ ଦୁର୍ନୀତି ଉପରେ ଏକ ବଡ଼ କାର୍ଯ୍ୟଶନୁଷ୍ଠାନ ଗ୍ରହଣ…
Read More...