Browsing Tag

baliguda news

ମୃତ୍ୟୁ ଏମିତି ବି ଆସେ : ୧୧ କେଭି ବିଦ୍ୟୁତ ତାର ସ୍ପର୍ଶରେ ଆସି ଯୁବକଙ୍କ ଅକାଳ ମୃତ୍ୟୁ, ବିଭିନ୍ନ ମହଲରୁ ଶୋକ ପ୍ରକାଶ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳ ଜଣାଶୁଣା ଯୁବକ ତଥା ସମାଜସେବୀ ଭାବେ ପରିଚିତ ମନୋଜ କୁମାର ପଣ୍ଡା (ପିଣ୍ଟୁ ) (୩୪)ଙ୍କ ବୁଧବାର ଅପରାହ୍ନରେ ୧୧ କେଭି ବିଦ୍ୟୁତ ତାର ସ୍ପର୍ଶରେ ଆସି ପିଣ୍ଟୁଙ୍କ ଅକାଳ ମୃତ୍ୟୁ ଘଟିଛି । ଏହି ଦୁଃଖଦ ଖବର…
Read More...

ବରିଷ୍ଠ ସମାଜସେବୀ ତଥା ଠିକାଦାର ପଦ୍ମ ଚରଣ ପାଣିଗ୍ରାହୀଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ଜଣାଶୁଣା ବରିଷ୍ଠ ସମାଜସେବୀ, ଠିକାଦାର, ବ୍ୟବସାୟୀ ତଥା ବିଶିଷ୍ଟ ରାଜନୈତିକ ବ୍ୟକ୍ତି ଭାବେ ପରିଚିତ ପଦ୍ମଚରଣ ପାଣିଗ୍ରାହୀ (୬୪)ଙ୍କ ମଙ୍ଗଳବାର ସକାଳେ ବାଲିଗୁଡା ନିଜ ବାସଭବନରେ ପରଲୋକ ହୋଇଯାଇଛି । ଏହି ଦୁଃଖଦ ଖବର…
Read More...

ଆଦିବାସୀ ମହାବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ କାର୍ଯ୍ୟରତ ଦୁଇ କର୍ମଚାରୀ ମଙ୍ଗଳବାର ଦିନ ନିଜ ଚାକିରୀକାଳରୁ ଅବସର ଗ୍ରହଣ କରୁଥିବାରୁ ଏକ ଆଡମ୍ବର ସହକାରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅଧ୍ୟକ୍ଷ ଡ.ବିଭୂତି ଭୂଷଣ ଆଚାର୍ଯ୍ୟଙ୍କ…
Read More...

ବାଲିଗୁଡାରେ ହିନ୍ଦୁ ସାମ୍ରାଜ୍ୟ ଦିବସ ପାଳିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ତରଫରୁ ହିନ୍ଦୁ ସାମ୍ରାଜ୍ୟ ଦିବସ ପାଳନ ହୋଇଯାଇଛି । ଏଥିରେ ସଂଘର କାଳିନ୍ଦୀ ଚରଣ ପଣ୍ଡା ଓ ଅନନ୍ତ କୁମାର ଦାସଙ୍କ ସମେତ ଜିଲ୍ଲା…
Read More...

ବାଲିଗୁଡାରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସହରରେ ଆଗାମୀ ରଥଯାତ୍ରା ପାଳନ ନିମନ୍ତେ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣୀତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଚଳିତ ବର୍ଷ କିପରି…
Read More...

ଭ୍ୟାନ ସହ ବାଇକ ମୁହାଁମୁହିଁ ଧକ୍କା : ବାଇକ ଚାଳକଙ୍କ ମୃତ୍ୟୁ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ପୋଷ୍ଟାଲ କାର୍ଯ୍ୟଳୟରେ ବ୍ୟବହାର ହେଉଥିବା ଭ୍ୟାନ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ ଚାଳକଙ୍କ ମୃତ୍ୟୁ…
Read More...

ଅର୍ଥ ଆତ୍ମସାତ ମାମଲାରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଗାର୍ଡିଙ୍ଗିଆ ଶାଖା ଡାକଘରରେ ଏକ ବଡ଼ଧରଣର ଆର୍ଥିକ ହେରଫେର ଓ ସରକାରୀ ଅର୍ଥ ଆତ୍ମସାତ ମାମଲା ସାମ୍ନାକୁ ଆସିଛି । ଗ୍ରାହକଙ୍କ ସଞ୍ଚୟ ଖାତା ଟଙ୍କା ହଡ଼ପ କରିବା ସହ ଅଫିସ୍ ନଗଦ…
Read More...

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ…

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଠାରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ "ବିକାଶ ଧାରା ଓଡ଼ିଶା ସାରା" କାର୍ଯ୍ୟକ୍ରମ ସ୍ଥାନୀୟ ପଞ୍ଚାୟତ ସମିତି ପରିସରରେ ବିଡିଓ ଅକ୍ଷୟ କୁମାର ମଲ୍ଲିକଙ୍କ ତତ୍ତ୍ୱାବଧାନରେ ଆୟୋଜନ ହୋଇଥିଲା । ଏହି…
Read More...

ଆଦିବାସୀ ମହାବିଦ୍ୟାଳୟରେ +୩ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ +୩ କଳା, ବିଜ୍ଞାନ ଓ ବାଣିଜ୍ୟ ସମ୍ମାନ ଶ୍ରଣୀରେ ପ୍ରଥମ ପର୍ଯ୍ୟାୟ ନାମଲେଖା ବୁଧବାର ଠାରୁ ଆରମ୍ଭ ହୋଇଛି । ଅଧ୍ୟକ୍ଷ ଡ. ବିଭୂତି ଭୂଷଣ ଆଚାର୍ଯ୍ୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ…
Read More...

ମା’ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନିକଟସ୍ଥ ବିରାଗୁଡା ଠାରେ ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି ଠାରୁ ତିନି ଦିନ ଧରି ମା' ବନଦୁର୍ଗା ଦେବୀଙ୍କ ପ୍ରତିଷ୍ଠା କାର୍ଯ୍ୟ ବୈଦିକ ରୀତିରେ ଆରମ୍ଭ ହୋଇଛି । ପ୍ରଥମ ଦିନରେ ଦମଦେଇ ଓ ଆପ୍ରା ନଦୀର ସଙ୍ଗମ…
Read More...