Browsing Tag

baliguda news

ଜଙ୍ଗଲୀ ଜନ୍ତୁଙ୍କ ଆକ୍ରମଣରେ ଗୋଟିଏ ବାଛୁରୀ ଛୁଆ ମୃତ : ଗୋଟିଏ ଆହତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀ ଗାଁ ବନାଞ୍ଚଳ କାର୍ଯ୍ୟାଳୟ ଠାରୁ ପ୍ରାୟ ଦେଢ଼ କିମି ଦୂର ବଡ଼ଶଙ୍ଖ ନିକଟରେ ଗୋଟିଏ ବାଛୁରୀ ଛୁଆ ମରି ପଡ଼ିଥିବା ବେଳେ ଆଉ ଗୋଟିଏ ଆହତ ହୋଇଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ
Read More...

ଓଡିଆ ପକ୍ଷ ଅବସରରେ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ରକ୍ତଦାନ ଶିବିର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ମିଳିତ ପ୍ରଚେଷ୍ଟାରେ ଓଡିଆ ପକ୍ଷ ଅବସରରେ ଆୟୋଜିତ ରକ୍ତଦାନ ଶିବିରରେ ୧୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଅଧ୍ୟକ୍ଷ ତଥା ଯୁବ ରେଡକ୍ରସ୍ ଜିଲ୍ଲା
Read More...

ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଠାରେ ସଂସଦ ଭବନର ପ୍ରତିକାତ୍ମକ ଭାବନା ପ୍ରତିଯୋଗିତା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ମହାସିଙ୍ଗି ଠାରେ ଥିବା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଠାରେ ଚାରିଟି ଜିଲ୍ଲାର ଆଞ୍ଚଳିକ ଇଏମ୍‌ଆର୍‌ଏସ୍‌ ସ୍ତରୀୟ ଯୁବ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରଥମ କରି ସଂସଦ ଭବନର
Read More...

ବିରାଗୁଡ଼ା ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବିରାଗୁଡ଼ା ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଶିଶୁ ବାଟିକାରେ ସାତଜଣ ଶିଶୁ ନୂତନ ଭାବରେ ନାମ ଲେଖାଇଛନ୍ତି ।
Read More...

“କଳା ରୁଦ୍ର ମଣିକି ଭଜ ହୋ” ସ୍ୱରରେ କମ୍ପିଲା ସମଗ୍ର ଅଞ୍ଚଳ : ୩୭ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ…

ହଜାର ହଜାର ଭକ୍ତଙ୍କ ସମାଗମ ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୭ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ଏପ୍ରିଲ ୫ ତାରିଖ ରବିବାର ଦିନ ବିପୁଳ ଉତ୍ସାହ ଉଦ୍ଦୀପନାର ସହ ଆୟୋଜନ ହୋଇ ଶାନ୍ତି
Read More...

ବାଘଛାଲ ବିକ୍ରିକରିବା ଅଭିଯୋଗରେ ଜଣେ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବନାଞ୍ଚଳ ଅଧୀନରେ ଥିବା ଚକାପାଦ ବ୍ଲକ୍ ବ୍ରାହ୍ମଣପାଦ ପଞ୍ଚାୟତ ରିଙ୍ଗିବାଡ଼ି ଗ୍ରାମ ନିକଟରେ ବନ ବିଭାଗ ଚଢ଼ାଉ କରି ଏକ କଲରାପତରିଆ ବାଘଛାଲ ଜବତ କରିଛି । ବାଘଛାଲର ଲମ୍ବ ୧୬୮
Read More...

ବୁଲା ବିକାଳୀ ବନାମ କୁଖ୍ୟାତ ଡକାୟତ : ଆନ୍ତଃଜିଲ୍ଲାର ତିନି କୁଖ୍ୟାତ ଡକାୟତ ଗିରଫ, ସୁନା ରୂପା ବାଇକ ଓ ନଗଦ ଟଙ୍କା…

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଅଞ୍ଚଳରେ ଏକ ତାଲା ପଡ଼ିଥିବା ଘରୁ ହୋଇଥିବା ଚୋରି ଜିନିଷକୁ ଉଦ୍ଧାର କରିବା ସହ ଉକ୍ତ ଘଟଣାରେ ସଂଶ୍ଲିଷ୍ଟ ଥିବା ତିନିଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବିଷୟ ବାଲିଗୁଡା
Read More...

ଆମ୍ବୁଲାନ୍ସରେ ଗଞ୍ଜେଇ ଚୋରା ଚାଲାଣ, ଆମ୍ବୁଲାନ୍ସ ସହିତ ଗଞ୍ଜେଇ ଜବତ : ୨ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ରୋଗୀ ସେବା ପାଇଁ ବ୍ୟବହୃତ ହେଉଥିବା ଆମ୍ବୁଲାନ୍ସ ମାଧ୍ୟମରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି
Read More...

ଆସ୍ଥା ଓ ବିଶ୍ୱାସର ସହ ଆରମ୍ଭ ହେଲା ବାଲିଗୁଡାର ବହୁ ପ୍ରସିଦ୍ଧ ୧୩ ଦିନିଆ ଦଣ୍ଡଯାତ୍ରା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ବୁଧବାର ରାତ୍ର ଠାରୁ ଆରମ୍ଭ ହୋଇଛି କନ୍ଧମାଳ ଜିଲ୍ଲାର ବହୁ ପ୍ରସିଦ୍ଧ ବାଲିଗୁଡା ଦଣ୍ଡଯାତ୍ରା । ଶହ ଶହ ମାନସିକଧାରୀ ଦଣ୍ଡୁଆଁ ନିଜର ମନସ୍କାମନା ପୂର୍ତ୍ତି ହେତୁ ଆସ୍ଥା ଓ ବିଶ୍ୱାସ ସହିତ ମାଆଙ୍କର ଏହି ଦଣ୍ଡଯାତ୍ରାରେ ଯୋଡ଼ି ହୋଇ ସମ୍ପୂର୍ଣ୍ଣ
Read More...

ପୋଲିସ ପେଟ୍ରୋଲିଂ ବେଳେ ଜଙ୍ଗଲ ଅଞ୍ଚଳରେ ଗଚ୍ଛିତ ଥିବା ୨୦୩୮ କେଜି ବେଆଇନ ଗଞ୍ଜେଇ ଜବତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ଏସପି ହରିଶ ବିଶିଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ଜିଲ୍ଲାକୁ ଗଞ୍ଜେଇ ମୁକ୍ତ କରିବା ଲକ୍ଷ୍ୟ ନେଇ ବିଭିନ୍ନ ଥାନା ପକ୍ଷରୁ ବେଆଇନ ଗଞ୍ଜେଇ ଚାଷ ଓ ଚାଲାଣ ଉପରେ ଚଢ଼ାଉ ଜାରି ରଖି
Read More...