Browsing Tag

baliguda news

ସେବାଶ୍ରମର ଦୁଇଜଣ ଛାତ୍ରୀ ରାଜ୍ୟ ସ୍ତରୀୟ ବିଜ୍ଞାନ ମେଳା ଓ ସର୍ଗିଫୁଲରେ ଅଂଶ ଗ୍ରହଣ କରିବାକୁ ମନୋନୀତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଉଲିପଦର ସେବାଶ୍ରମର ୨ ଜଣ ଛାତ୍ରୀ ବିଜ୍ଞାନ ପ୍ରକଳ୍ପରେ ଜିଲ୍ଲା ଓ ଜୋନାଲ ସ୍ତରରେ ପ୍ରଥମ ସ୍ଥାନ ଅଧିଗ୍ରହଣ କରି ରାଜ୍ୟ ସ୍ତରୀୟ ବିଜ୍ଞାନ ମେଳା ତଥା ସର୍ଗିଫୁଲରେ ଅଂଶ ଗ୍ରହଣ
Read More...

ବାଲିଗୁଡା ଠାରୁ ସାଡିଙ୍ଗିଆ ରାସ୍ତା ଅବସ୍ଥା ଅତି ଶୋଚନୀୟ : ପୋଲ ମଝିରେ ବଡ଼ ଗର୍ତ୍ତ ସୃଷ୍ଟି

ଦୁର୍ଘଟଣା ଆଶଙ୍କା ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଓଡିଶାର ସର୍ବ ବୃହତ୍ତମ ଉପଖଣ୍ଡ ରୂପେ କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ପରିଗଣତି ହେଉଥିବା ବେଳେ ଏହି ଉପଖଣ୍ଡରେ ବହୁବିଧି ସମସ୍ୟା ଲାଗି ରହିଛି । ସେଥି ମଧ୍ୟରେ ରାସ୍ତାଘାଟ ସମସ୍ୟା ନ କହିବା ଭଲ । ବାଲିଗୁଡ଼ା ସହରରେ ଥିବା
Read More...

ଏଏନଏମ୍‌ଙ୍କୁ ଆକ୍ରମଣ ଘଟଣା : ଅଭିଯୁକ୍ତ ଯୁବକ ଗିରଫ, ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସୋନପୁର ଉପ ସ୍ୱାସ୍ଥ୍ୟକେନ୍ଦ୍ରର ଏଏନଏମ ବୁଲିଦେଇ ସାହୁଙ୍କୁ ମରଣାନ୍ତକ ଆକ୍ରମଣରେ ଅଟକ ରହିଥିବା ଯୁବକଙ୍କୁ ଦାରିଙ୍ଗବାଡି ପୋଲିସ ଗିରଫ କରିଛି । ଗିରଫ ଯୁବକ ସୋନପୁରର ଗୋବିନ୍ଦ
Read More...

ଏନ୍‌ଏସି ବୈଠକରେ କୌଣସି ତଥ୍ୟ ମାଗିଲେ ମିଳୁନି : ଅଧାରୁ ଉଠି ପଳାଇଲେ କାଉନ୍‌ସିଲର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସିର କାଉନସିଲ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ପ୍ରଧାନଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିବା ବେଳେ କାର୍ଯ୍ୟନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳେଇଙ୍କ ସମେତ ବହୁ ପଦାଧିକାରୀ ପ୍ରମୁଖ
Read More...

ମହିଳା ସ୍ୱାସ୍ଥ୍ୟକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ : କାର୍ଯ୍ୟଛାଡ ଆନ୍ଦୋଳନ କଲେ ସ୍ୱାସ୍ଥ୍ୟକର୍ମୀ

-ଅଟକିଲା ଟିକାକରଣ ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସୋନପୁର ପଞ୍ଚାୟତର ମହିଳା ସ୍ୱାସ୍ଥ୍ୟକର୍ମୀ (ଏଏନଏମ) ବୁଲିଦେଇ ସାହୁଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଦୁର୍ବୁତ୍ତ ବାଟୁଳି ଖଡାରେ ମରଣାନ୍ତକ
Read More...

ଶୂନ୍ୟ ସଡକ ଦୁର୍ଘଟଣା ମୃତାହତ ସପ୍ତାହ ପାଳିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ କନ୍ଧମାଳ ଜିଲ୍ଲା ପରିବହନ ପ୍ରାଧିକରଣ ଆନୁକୂଲ୍ୟରେ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀ ମାନଙ୍କୁ ନେଇ ଶୂନ୍ୟ ସଡକ ଦୁର୍ଘଟଣା ମୃତାହତ ସପ୍ତାହ ପାଳିତ ହୋଇଯାଇଛି । ପରିବହନ
Read More...

କନ୍ଧମାଳ ସାଂସଦଙ୍କ ଦ୍ଵାରା ବହୁ ପ୍ରତିକ୍ଷିତ ଇଣ୍ଡୋର ଷ୍ଟାଡିୟମ ପୁନଃ ଉଦଘାଟିତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର କ୍ରୀଡ଼ାବିତଙ୍କ ବହୁ ଦିନର ସ୍ୱପ୍ନ ଆଜି ସାର୍ଥକ ହୋଇଛି । କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦ୍ଵାରା ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ ଯଥା ରୀତିନୀତି ଅନୁସାରେ ମଙ୍ଗଳବାର ଉଦଘାଟିତ
Read More...

ତୁମୁଡିବନ୍ଧରେ ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବ୍ଲକର ୧୪୯ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ
Read More...

ବିପଦ ସାଜିବାରେ ଲାଗିଛି ବ୍ଲୁ ଟୁଥ ଓ ଇୟର ଫୋନ : ଯୁବପିଢିଙ୍କ କ୍ଷେତ୍ରରେ ବଢୁଛି କାନଜନିତ ସମସ୍ୟା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଅଧିକାଂଶ ଯୁବପିଢିଙ୍କ କ୍ଷେତ୍ରରେ ବିଗତ କିଛି ମାସ ହେଲା ଦେଖିବାକୁ ମିଳୁଛି କାନଜନିତ ସମସ୍ୟା । ସହରର କେତେକ ଔଷଧ ଦୋକାନୀଙ୍କ ଠାରୁ ଆରମ୍ଭ କରି ଡାକ୍ତରଖାନା ଓ ସ୍ୱାସ୍ଥ୍ୟକେନ୍ଦ୍ର
Read More...

କାଠ ଫାଳିଆରେ ପିଟି ପିଟି ବୃଦ୍ଧଙ୍କୁ ହତ୍ୟା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଯୁଗାପଦର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜୈନକ ଯୁବକ କାଠ ଫାଳିଆରେ ପିଟି ପିଟି ବୃଦ୍ଧ ଜଣଙ୍କୁ ହତ୍ୟା କରିଥିବା ଜଣାପଡିଛି । ହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ମୃତକ ଜଣକ
Read More...