Browsing Tag

baliguda news

ଟିକାବାଲି ଲ୍ୟାମ୍ଫ ସମିତିର ବାର୍ଷିକ ସାଧାରଣ ସଭା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତିଲିଃ.ର କଟିମାହା ଗ୍ରାମପଞ୍ଚାୟତ ଗୃହ ଠାରେ ୨୦୨୫/୨୬ ଆର୍ଥିକ ବର୍ଷର ସାଧାରଣ ବାର୍ଷିକ ସଭା ଲ୍ୟାମ୍ପ ସଭାପତି ଅଭିମନ୍ୟୁ ମଲିକଙ୍କ
Read More...

ଜିଲ୍ଲା ପରିବହନ ବିଭାଗ ଓ ଟିକାବାଲି ପୋଲିସର ମିଳିତ ଉଦ୍ୟମରେ ଯାନବାହାନ ଯାଞ୍ଚ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ପରିବହନ ବିଭାଗ ଓ ଟିକାବାଲି ପୋଲିସର ମିଳିତ ଉଦ୍ୟମରେ ୧୫୭ ନଂ. ଜାତୀୟ ରାଜପଥ କୋଚିଲାଗଡ ଠାରେ ପରିବହନ ଅଧିକାରୀ ଶିବାନୀ ମାଝୀଙ୍କ ନେତୃତ୍ୱରେ ଯାନବାହାନ ଯାଞ୍ଚ କରାଯାଇଛି । ଯାଞ୍ଚ ବେଳେ ଚାଳକଙ୍କ ଲାଇସେନ୍ସ, ସିଟ୍ ବେଲଟ୍,
Read More...

ବ୍ରହ୍ମପୁରରୁ କୋଟଗଡ ନୂତନ ସରକାରୀ ବସ୍ ସେବା ଆରମ୍ଭ : ଅଞ୍ଚଳବାସୀଙ୍କ ମଧ୍ୟରେ ଉତ୍ସାହ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାବାସୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ବ୍ରହ୍ମପୁର ଠାରୁ କୋଟଗଡ ପର୍ଯ୍ୟନ୍ତ ଏକ ନୂତନ ମାର୍ଗରେ ଶୀତତାପ ନିୟନ୍ତ୍ରିତ ସରକାରୀ ବସ୍ ସେବା ବୁଧବାର ଠାରୁ ଆରମ୍ଭ ହୋଇଛି । ଏହି ବସ୍ ସେବା ଆରମ୍ଭ ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ଓ
Read More...

ବୁଡ଼ାଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟକୁ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଭାବେ ସମ୍ମାନିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଓଡିଶା ସରକାରଙ୍କ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ କନ୍ଧମାଳ ଜିଲ୍ଲା ସ୍ତରୀୟ ବିଶ୍ୱ ବନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଦାରିଙ୍ଗିବାଡି ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ବୁଡ଼ାଗୁଡ଼ାକୁ ଶ୍ରେଷ୍ଠ
Read More...

ବିଜୁଳି ଖୁଣ୍ଟି ଅଛି, ହେଲେ ତାର ନାହିଁ : ଗାନ୍ଦାରିଗୁଡ଼ି ଗ୍ରାମରେ ପ୍ରଶାସନର ‘ଅଧାପନ୍ତରିଆ’ ବିକାଶ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଗାନ୍ଦାରିଗୁଡ଼ି ଗ୍ରାମର ବିକାଶର ଚିତ୍ର ଦେଖିଲେ ଆଶ୍ଚର୍ଯ୍ୟ ହେବେ । ଖୁଣ୍ଟି ପୋତା ହୋଇଛି, ହେଲେ ତାର ଟଣା ଯାଇନାହିଁ । ଦୀର୍ଘଦିନ ହେବ ବିଜୁଳି ଆଲୁଅକୁ ଚାହିଁ ରହିଥିବା କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଗଦାପୁର ପଞ୍ଚାୟତର
Read More...

ଘଞ୍ଚ ଜଙ୍ଗଲ ମଧ୍ୟରେ ମାଓବାଦୀଙ୍କ ବନ୍ଧୁକ କାରଖାନା ଓ ମାଓ ଡମ୍ପ ଠାବ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ମାଓମୁକ୍ତ କରିବା ନିମନ୍ତେ ଅହରହ ପ୍ରୟାସ ଜାରି ରଖିଛନ୍ତି ଓଡ଼ିଶା ସରକାର । ଏନେଇ ବିଏସ୍‌ଏଫ୍‌ ଜବାନ ଓ ଜିଲ୍ଲା ପୁଲିସ ପକ୍ଷରୁ ମାଓ ଦମନ ଅପରେସନ ଜୋରଦାର ଚାଲିଛି । ମାଓନେତା ଶୁକ୍ରୁକୁ ଧରିବା ପାଇଁ ଉଦ୍ୟମ ବେଳେ
Read More...

ବ୍ଲକ କଲୋନୀ ବିଦ୍ୟାଳୟର ୫୩ତମ ବାର୍ଷିକ ଉତ୍ସବ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବ୍ଲକ୍ କଲୋନୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୫୩ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗୌରୀ ଶଙ୍କର ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ
Read More...

ସମବାୟ ସମିତିର ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ଲିଃ.ର ବାର୍ଷିକ ସାଧାରଣ ସଭା କଞ୍ଜାମେଣ୍ଡି ପଞ୍ଚାୟତ ଲ୍ୟାମ୍ପ ସମିତି ଲିଃ.ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ
Read More...

୭୦୦ କେଜି ଗଞ୍ଜେଇ ସହ ପିକ୍ଅପ୍ ଭ୍ୟାନ୍ ଜବତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଲା ବଡ଼ ସଫଳତା । ବିପୁଳ ପରିମାଣର ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ୍ । ବାରଖମା,ସୁଡ୍ରା ଅଞ୍ଚଳରେ ପୋଲିସ୍ ପେଟ୍ରୋଲିଂ କରୁଥିବା ବେଳେ ବାଲିଗୁଡ଼ା ଅଞ୍ଚଳରୁ ଅନ୍ୟ ଜିଲ୍ଲାକୁ
Read More...

ପ୍ରବଳ ଝଡ଼ ତୋଫାନ, ଘଡଘଡି ସହିତ ବର୍ଷା : ଜନ ଜୀବନ ଅସ୍ତବ୍ୟସ୍ତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଶୁକ୍ରବାର ଅପରାହ୍ନରୁ ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରବଳ ଝଡ଼ ତୋଫାନ, ଘଡଘଡି ସହିତ ବର୍ଷା ହେବା ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଘନ ମେଘ ଆକାଶକୁ ଆଛାଦିତ କରିଦେବା ସହ ଘଡଘଡିର
Read More...