Browsing Tag

baliguda news

ପାଟଖଣ୍ଡା ପ୍ରତିଷ୍ଠାନର ପରିଚାଳକ ତଥା ବିଶିଷ୍ଟ ବ୍ୟବସାୟୀଙ୍କ ପରଲୋକ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ବିଶିଷ୍ଟ ବ୍ୟବସାୟୀ ତଥା ପାଟଖଣ୍ଡା ପ୍ରତିଷ୍ଠାନର ପରିଚାଳକ ହିମାଂଶୁ ଶେଖର ଦାସ (ଟୁଟୁ ଦାସ) (୫୭) ଅସୁସ୍ଥତା କାରଣରୁ କଟକ ସ୍ଥିତ ଏକ ମେଡିକାଲରେ ଚିକିତ୍ସିତ ହେଉଥିଲେ, ଗୁରୁବାର ଚିକିତ୍ସିତ ଅବସ୍ଥାରେ ହିଁ
Read More...

ଜଙ୍ଗଲୀ ହାତୀଙ୍କ ଉପଦ୍ରବ, ଅନେକ ଫସଲ ନଷ୍ଟ କରିଥିବା ଅଭିଯୋଗ : ଚାଷୀଙ୍କ ମୁଣ୍ଡରେ ଚଡକ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବନାଞ୍ଚଳ ଅଧିନସ୍ତ ମୁଣ୍ଡିଗଡ଼ ପଞ୍ଚାୟତର ତିନୋଟି ଗ୍ରାମରେ କେତେକ ଜଙ୍ଗଲୀ ହାତୀପଲଙ୍କ ଉପଦ୍ରବ ବଢି ଚାଲିଛି । ସୂଚନା ଅନୁସାରେ କଳାହାଣ୍ଡି ଏବଂ ବୌଦ୍ଧ ସୀମାନ୍ତରୁ ଏହି ହାତୀପଲ ଆସି
Read More...

ଜଙ୍ଗଲ ରାସ୍ତା କଡ଼ରୁ ଅଜଣା ଯୁବତୀର ଝୁଲନ୍ତା ଶବ ଉଦ୍ଧାର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବୁଡ୍ରୁକିଆ ପଞ୍ଚାୟତର ଡପାସାହି ନିକଟସ୍ଥ ଏକ ଜଙ୍ଗଲ ମଧ୍ୟରେ ଅଜଣା ଯୁବତୀର ଝୁଲନ୍ତା ମୃତ ଶରୀର ଜବତ କରିଛି ବାଲିଗୁଡ଼ା ପୋଲିସ । ଘଟଣାରୁ ପ୍ରକାଶ ଯେ, ଉକ୍ତ ଗ୍ରାମର କିଛି ବ୍ୟକ୍ତି ଜଙ୍ଗଲ ରାସ୍ତା ଦେଇ
Read More...

ଚିକିତ୍ସା ପାଇଁ ଆସି ନିଖୋଜ ଥିଲେ ବୃଦ୍ଧ : ୧୨ ଦିନ ପରେ ନଦୀରୁ ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଧିନସ୍ଥ ଗୁଟିଙ୍ଗିଆ ପଞ୍ଚାୟତର ତରାପିଡ଼ା ଗ୍ରାମର ୬୭ ବର୍ଷୀୟ ବୃଦ୍ଧ ଦିବାକର ଦିଗାଳ ନିଖୋଜ ହେବାର ୧୨ ଦିନ ପରେ ନିକଟସ୍ଥ ଖଡ଼ଗ ନଦୀରୁ ଗଳିତ ଶବ ଉଦ୍ଧାର ହୋଇଛି । ସୂଚନା
Read More...

ସ୍ୱର୍ଗତ ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମୋତ୍ସବ ଏବଂ ରାଜ୍ୟ ସ୍ତରୀୟ ସ୍ମାରକ ସମ୍ମାନ ପ୍ରଦାନ ସମାରୋହ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓ ସର୍ବୋଦୟ ଆନ୍ଦୋଳନର ପ୍ରବାଦ ପୁରୁଷ, ଜମୁନାଲାଲ୍ ବଜାଜ୍ ସମ୍ମାନ ବିଜୟୀ, ଭୂ ସତ୍ୟାଗ୍ରହୀ ଓ କୋରାପୁଟିଆ ଗାନ୍ଧୀ ଭାବେ ବେଶ ପରିଚିତ ଥିବା ତଥା ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ୱର୍ଗତ ବିଶ୍ୱନାଥ
Read More...

ବିଶ୍ୱନାଥ ଆଜ୍ଞାଙ୍କ ୧୧୦ ତମ ଜୟନ୍ତୀ ଉତ୍ସବ ପାଳନ ଉପଲକ୍ଷେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓ ସର୍ବୋଦୟ ଆନ୍ଦୋଳନର ପ୍ରବାଦ ପୁରୁଷ ତଥା ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ୱର୍ଗତ ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୦ ତମ ଜୟନ୍ତୀ ଉତ୍ସବ ପାଳନ ଅବସରରେ ସମିତି ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ସୋମବାର
Read More...

ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବାଇକ : ଚାଳକ ମୃତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ଫାଣ୍ଡି ଅଞ୍ଚଳରେ ଭାରସାମ୍ୟ ହରାଇ ଗଛରେ ବାଇକ ପିଟି ହେବାରୁ ଘଟଣା ସ୍ଥଳରେ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ଫାଣ୍ଡି ଅଞ୍ଚଳର
Read More...

ଦାରିଙ୍ଗବାଡିର ଶୀତ ମହୋତ୍ସବକୁ ରାଜ୍ୟସ୍ତରୀୟ କରିବା ପାଇଁ ଜିଲ୍ଲାପାଳଙ୍କ ନିକଟରେ ଦାବି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିଛି । ରାଜ୍ୟରେ ସବୁଠାରୁ ଶୀତଳ ବ୍ଲକ ଭାବେ ପରିଚିତ । ଦାରିଙ୍ଗବାଡିରେ ପ୍ରତିବର୍ଷ ଜାନୁୟାରୀରେ ଶୀତ ମହୋତ୍ସବ ପାଳନ ହେଉଛି । ତେବେ ୨୦୧୫ରେ ପ୍ରଥମଥର ପାଇଁ ରାଜ୍ୟସ୍ତରୀୟ ଶୀତ ମହୋତ୍ସବ
Read More...

ଧୂଙ୍ଗିଆ ଦେଇ ଦେଵୀଙ୍କ ପୀଠରୁ ମୂର୍ତ୍ତି ସହ ଅଳଙ୍କାର ଓ ଅନ୍ୟାନ୍ୟ ସାମଗ୍ରୀ ଚୋରି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ମହାସିଙ୍ଗି ପଞ୍ଚାୟତ ୫୯ ନଂ ଜାତୀୟ ରାଜପଥ ରାସ୍ତା କଡରେ ଥିବା ଅଞ୍ଚଳର ଇଷ୍ଟଦେବୀ ମା' କାକବୁଢା (ଧୂଙ୍ଗିଆ ଦେଇ) ଙ୍କ ମନ୍ଦିର ଗେଟ ତାଲାଭାଙ୍ଗି ରବିବାର ମଧ୍ୟ ରାତ୍ର ପରେ
Read More...

ଜିଲ୍ଲା ସାଇବର ସୁରକ୍ଷା ସଚେତନତା ଅଭିଯାନରେ ପ୍ରଥମ ସ୍ଥାନରେ ବାଲିଗୁଡା ଛାତ୍ରୀ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ପୋଲିସ ଆନୁକୂଲ୍ୟରେ ଫୁଲବାଣୀ ସ୍ଥିତ ଏଜେଓ ହାଇସ୍କୁଲ ପରିସରରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ସାଇବର ସୁରକ୍ଷା ସଚେତନତା ଅଭିଯାନ-୨୦୨୫ ଆୟୋଜିତ ଓଡ଼ିଆ ବିତର୍କ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ବାଲିଗୁଡ଼ା ସ୍ଥିତ ଓଡ଼ିଶା ଆଦର୍ଶ
Read More...