ବିପଦକୁ ନିମନ୍ତ୍ରଣ କରୁଛି : ଜାତୀୟ ରାଜପଥ ଓ ମୁଖ୍ୟ ବଜାର ମଧ୍ୟରେ ବିପଦପୂର୍ଣ୍ଣ ଶୁଖିଲା ଆମ୍ବ ଗଛ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନର ମୁଖ୍ୟ ବଜାର ତଥା ଜାତୀୟ ରାଜପଥ କଡରେ ଏକ ଶୁଖିଲା ଆମ୍ବଗଛ ରହିଛି । ଏହି ଗଛଟି ତହସିଲଦାରଙ୍କ ବାସଭବନକୁ ଲାଗି ରହିଛି । ଏହି ଗଛଟି ପ୍ରାୟ ଏକବର୍ଷ ହେବ ଏହିଭଳି ଶୁଖିଲା ହୋଇ ରହିଛି । ଗଛରୁ ଶୁଖିଲା ଡାଳ!-->…
Read More...
Read More...