ପୂର୍ବତନ ଶିକ୍ଷକ ତଥା ବିଶିଷ୍ଠ ବ୍ୟବସାୟୀଙ୍କ ପରଲୋକ : ବଣିକ ସଂଘ ତରଫରୁ ଦୋକାନ ବଜାର ବନ୍ଦ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ପୂର୍ବତନ ସହକାରୀ ବିଜ୍ଞାନ ଶିକ୍ଷକ ତଥା ବିଶିଷ୍ଠ ବ୍ୟବସାୟୀ ରାମକୃଷ୍ଣ ଦାସଙ୍କ ୮୭ ବର୍ଷରେ ଭୁବନେଶ୍ଵର ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ପରଲୋକ ହୋଇଛି । ତାଙ୍କ ମୃତ୍ୟୁ ଶଯ୍ୟା!-->…
Read More...
Read More...