Browsing Tag

baliguda news

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲିର ରେଭିନ୍ୟୁ ବଙ୍ଗଳା ନିକଟରେ ଥିବା ଶନିଶ୍ଚର ମନ୍ଦିରର ୧୪ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ବାର୍ଷିକ ଉତ୍ସବ ମନ୍ଦିର ପରିଚାଳନା କମିଟି ସଭାପତି ହରିହର ନାୟକ ଏବଂ…
Read More...

ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସଭାଗୃହ ଠାରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଏକ ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଗଞ୍ଜାମ ବିଭାଗ ସଂଘ ଚାଳକ ମୁଖ୍ୟ ଆଲୋଚକ ଭଗବାନ ତ୍ରିପାଠୀ, ସମ୍ମାନିତ ଅତିଥି…
Read More...

କାରକୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ : ଅଳ୍ପକେ ବର୍ତିଲେ ୪୦ରୁ ଅଧିକ ଯାତ୍ରୀ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଘରୋଇ ଯାତ୍ରୀବାହୀ ବସ ସହ ଏକ କାର ମୁହାଁମୁହିଁ ଧକ୍କା ହୋବାରୁ ରାସ୍ତା କଡ଼କୁ ଖସିଲା ବସ । ଅଳ୍ପକେ ବଡ଼ ଧରଣର ଦୁର୍ଘଟଣାରୁ ବର୍ତିଲେ ବସରେ ଥିବା ୪୦ରୁ ଅଧିକ ଯାତ୍ରୀ । କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ରାଜ୍ୟ…
Read More...

ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡର କୋଟଗଡ ବନାଞ୍ଚଳରୁ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ୩ ରଥ ନିର୍ମାଣ ପାଇଁ ରଥକାଠକୁ ଶନିବାର ପୁରୀ ପଠାଗଲା । ୪୦ ଫୁଟ ଲମ୍ବ ୩ ଫୁଟ ଗୋଲେଇ ୨୩ଗୋଟି ଢ଼ଉ ଗଣ୍ଡିକାଠ ଯାହାର ପରିମାଣ ୬୦୦ସିପ୍ଟ । ବନବିଭାଗର…
Read More...

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନାର ଲାଇନପଡା ଫାଣ୍ଡି କୁସୁମେଣ୍ଡି ଗ୍ରାମପଞ୍ଚାୟତର ବୁଡ଼େଡି ଠାରେ ଚଳିତ ମାସ ୧୮ ତାରିଖରେ ଘଟିଥିବା ଗୁଳିକାଣ୍ଡରେ ନାବାଳକ ବିଭୁତି କହଁର(୧୬)ଙ୍କ ମୃତ ଘଟିଥିଲା । ଉକ୍ତ…
Read More...

ଦୁର୍ଘଟଣା ପରେ ଗାର୍ଡୱାଲରେ ଝୁଲିଲା ହାଇୱା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଭାରସାମ୍ୟ ହରାଇ ଗାର୍ଡୱାଲରେ ଝୁଲିଲା ଚିପ୍ସ ବୋଝେଇ ହାଇୱା । ଗୁରୁବାର ଅପରାହ୍ନରେ ବାଲିଗୁଡା ଥାନା ୪୧ ନଂ. ରାଜ୍ୟ ରାଜପଥର ମୁଖ୍ୟରାସ୍ତାର ଗଟାଙ୍ଗୀ ନିକଟରେ ଘଟିଛି ଦୁର୍ଘଟଣା ।କ୍ଷ ତେବେ ଦୁର୍ଘଟଣା ରେ ଅଳ୍ପକେ ମୃତ୍ୟୁ ମୁଖରୁ ବର୍ତିଲେ ହାଇୱା…
Read More...

ତିନୋଟି ପୁରୁଣା ଚୋରି କେଶରେ ଫେରାର ଥିବା ଆସାମୀ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ପୋଲିସ ଜଣେ ପୁରୁଣା ଚୋରି କେଶରେ ଅଭିଯୁକ୍ତକୁ ଗିରଫ କରି ଫୁଲବାଣୀ ଏସଡିଜେଏମ କୋର୍ଟକୁ ଚାଲାଣ କରିଛନ୍ତି । ଘଟଣାରୁ ପ୍ରକାଶ ଯେ, ଟିକାବାଲି ଥାନା ଶଙ୍କରାଖୋଲା ଗ୍ରାମର…
Read More...

ଅକ୍ଷୟ ତୃତୀୟାରେ ରଥ କାଠ ଅନୁକୂଳ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ପବିତ୍ର ଅକ୍ଷୟ ତୃତୀୟା, ଏହି ଦିନଟି ଓଡ଼ିଆ ଜାତି ପାଇଁ ଏକ ଶୁଭ ଦିନ ହୋଇଥିବା ବେଳେ ଏହି ଦିନରେ ସମସ୍ତ ଶୁଭ କାର୍ଯ୍ୟ ଆରମ୍ଭ ହୋଇଥାଏ । ଜଗନ୍ନାଥ ସଂସ୍କୃତି ଏବଂ ପରମ୍ପରା ଅନୁସାରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ…
Read More...

ଭାରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ମୁସୁକୁଲି ସ୍ଥିତ ଏକ ବୁଲାଣି ନିକଟରେ ମାଛ ବୋଝେଇ ହୋଇଥିବା ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡିବାରୁ ଦୁର୍ଘଟଣା ଘଟିଛି । ଘଟଣାରୁ ପ୍ରକାଶ ଯେ, ବାଲିଗୁଡାରୁ ଅଟୋ ଯୋଗେ ବାରଖମାକୁ ମାଛ ନେଇ ଯାଉଥିବା ସମୟରେ…
Read More...

ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ, ୪ ମାସରେ ମଲେଣି ୩ ହାତୀ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବେଲଘର ରେଞ୍ଜର ଝିରିପାଣି ବିଟ୍ ଶିମିଳିପଦର ଜଙ୍ଗଲରେ ପୁଣି ଏକ ହାତୀର ମୃତ୍ୟୁ ଘଟିଛି । କିଛିଦିନ ହେବ କଳାହାଣ୍ଡି ଜିଲ୍ଲାରୁ ୨୬ ଟିକିଆ ହାତୀପଲ ବେଲଘର ରେଞ୍ଜ ଝିରିପାଣି ବିଟରେ ପ୍ରବେଶ…
Read More...