Browsing Tag

baliguda news

ବଡ଼ଗାଁରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନ୍ଏସି -୧ ର କ୍ଲଷ୍ଟର ସ୍ତରୀୟ ସୁରଭି-୨୦୨୫ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବଡ଼ଗାଁ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ବ୍ଲକ ଭାରପ୍ରାପ୍ତ ଏବିଓ ପଦ୍ମଲୋଚନ ପଣ୍ଡା ଯୋଗ ଦେଇଥିବା
Read More...

“ଏକ ଭାରତ ଶ୍ରେଷ୍ଠ ଭାରତ” କାର୍ଯ୍ୟକ୍ରମରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ : ବାରଖମା ଦଳ ବିଜୟୀ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖାମା ପଞ୍ଚାୟତ ସ୍ଥିତ ସ୍ପୋର୍ଟସ୍ କ୍ଲବ୍ ଗ୍ରାଉଣ୍ଡରେ "ଏକ ଭାରତ ଶ୍ରେଷ୍ଠ ଭାରତ" କାର୍ଯ୍ୟକ୍ରମ ଉପଲକ୍ଷେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ୧୩୬ ବିଏସ୍‌ଏଫ୍‌ ବାଟାଲିୟନ ଦଳ ଏବଂ ବାରଖାମା
Read More...

ବିଜୟ ହାଇସ୍କୁଲକୁ ଜୁନିୟର କଲେଜ ମଞ୍ଜୁରୀକୁ ନେଇ ତୀବ୍ର ଅସନ୍ତୋଷ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଠାରେ ଥିବା ବିଜୟ ହାଇସ୍କୁଲକୁ ଜୁନିୟର କଲେଜ ମଞ୍ଜୁରୀ କରିଥିବା ନିଷ୍ପତିକୁ ତୀବ୍ର ବିରୋଧ କରିବା ସହ ଖୁବ ଶୀଘ୍ର ଏହି ନିଷ୍ପତ୍ତିକୁ ସରକାର ପ୍ରତିହାର କରନ୍ତୁ ବୋଲି ଅଭିଭାବକ, ଜିଲ୍ଲା
Read More...

ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଖମନଖୋଲ ପଞ୍ଚାୟତ ପୁରୁଭଟ୍ଟା କ୍ଲଷ୍ଟରର ରାଇପାଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ ଅନୁଷ୍ଠିତ ହୋଇଯାଇଛି । ପୁରୁଭଟ୍ଟା ଆଞ୍ଚଳିକ ସାଧନ
Read More...

ଆଗକୁ ଧନତେରସ : ବାଲିଗୁଡାରେ ବୃଦ୍ଧି ପାଉଛି ବେଆଇନ ସୁନାରୁପା କାରବାର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଆଗକୁ ଧନତେରସ ଥିବା ଯୋଗୁଁ କନ୍ଧମାଳ ଜିଲ୍ଲା ବାଲିଗୁଡା ବଜାରରେ ଚାଲିଛି ନକଲି ବିଲରେ ବେଧଡ଼କ ବେଆଇନ ସୁନା ଓ଼ ରୂପା କାରବାର । ଜିଏସଟି, ଆୟକର ତଥା ସ୍ଥାନୀୟ ପ୍ରଶାସନକୁ ହାତବାରିସୀ କରି ସୁନା ବେପାରୀ ଲୁଟି ଚାଲିଛନ୍ତି ଗ୍ରାହକଙ୍କୁ । ସୁନା
Read More...

କାର୍ତ୍ତିକ ମାସ ଉପଲକ୍ଷେ ଶ୍ରୀ ଜଗନ୍ନାଥ ମନ୍ଦିରରେ ଆଧ୍ୟାତ୍ମିକ ପ୍ରବଚନ କାର୍ଯ୍ୟକ୍ରମ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପରିସରରେ କାର୍ତ୍ତିକ ମାସ ଉପଲକ୍ଷେ ଏକ ଆଧ୍ୟାତ୍ମିକ ପ୍ରବଚନ କାର୍ଯ୍ୟକ୍ରମ ଚଳିତ ମାସ ୧୭ ଓ ୧୮ ତାରିଖ ଦୁଇଦିନ ଧରି ସନ୍ଧ୍ୟା ୫ ଘଣ୍ଟାରେ ଆୟୋଜିତ କରାଯିବା ପାଇଁ ଟ୍ରଷ୍ଟ ପକ୍ଷରୁ
Read More...

ଧାନ ଓ ପରିବା ଚାଷୀ ଗଞ୍ଜେଇ ଚାଷ ପ୍ରତି ଆଗ୍ରହୀ : କାର୍ତ୍ତିକ ଆରମ୍ଭରୁ ହିଁ ପରିବା ଦର ଆକାଶ ଛୁଆଁ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ବର୍ତ୍ତମାନ କାର୍ତ୍ତିକ ମାସ ଚାଲିଛି, ଅଧିକାଂଶ ଲୋକେ ନିରାମିଷ ଖାଦ୍ୟ ଖାଉଛନ୍ତି, ତେଣୁ ପରିବା ଉପରେ ଲୋକଙ୍କ ଚାହିଦା ରହୁଛି । ବର୍ତ୍ତମାନ ଲଗାତର ଲଘୁଚାପ ବର୍ଷା ଯୋଗୁଁ ଓଡ଼ିଶାର ପ୍ରାୟ ଅଧିକାଂଶ ଜିଲ୍ଲାରେ ପରିବା ଆମଦାନୀ କମି ଯାଇଛି । ଏଣୁ
Read More...

ନୂଆ ଦିବ୍ୟାଙ୍ଗ ହେବେ ଚିହ୍ନଟ, ପୁରୁଣାଙ୍କର ହେବ ଅନ୍‌ଲାଇନ୍‌ ପଞ୍ଜୀକରଣ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କେହି ନିଜକୁ ହୀନ ମନେ କରିବେ ନାହିଁ । ଜଣେ ସୁସ୍ଥ ମଣିଷ ଯେମିତି ସମସ୍ତ ସୁବିଧା ପାଉଛନ୍ତି, ସେହିପରି ଜଣେ ଦିବ୍ୟାଙ୍ଗ ମଧ୍ୟ ସରକାରଙ୍କ ସମସ୍ତ ଯୋଜନାର ଫାଇଦା ନେଇପାରିବେ । ଦିବ୍ୟାଙ୍ଗମାନଙ୍କୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅଧିକ ଗୁରୁତ୍ୱ
Read More...

ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଟାଉନ ସ୍ଥିତ ୫୯ ନଂ. ଜାତୀୟ ରାଜପଥ କଡ଼ରେ ଥିବା ହୋଣ୍ଡା ସୋ ରୁମ୍ ନିକଟସ୍ଥ ସୁବୋଧ ଆନନ୍ଦ ସାହୁଙ୍କ ଘର ଆଗରୁ ଜଣେ ବୃଦ୍ଧାଙ୍କ ମୃତଦେହ ଠାବ କରିଛି ବାଲିଗୁଡା ପୋଲିସ । ମୃତ ବୃଦ୍ଧାଙ୍କ ପରିଚୟ ମିଳିନ ଥିବା ବେଳେ
Read More...

ଝୁଡୁଙ୍ଗ ବଗିଚା ଜଗିବା ହେଲା କାଳ : ବଜ୍ରାଘାତରେ ନାବାଳିକାର ମୃତ୍ୟୁ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ଧରାକୋଟ ପଞ୍ଚାୟତର ଭଣ୍ଡରୁ ଗାଁରେ ବଜ୍ରାଘାତ ହେବା ଯୋଗୁଁ କଣେ ନାବାଳିକାର ମୃତ୍ୟୁ ଘଟିଛି । ଘଟଣାରୁ ପ୍ରକାଶ ଯେ, ପ୍ରତିଦିନ ଭଳି ଗୁରୁବାର ମଧ୍ୟ ଉକ୍ତ ଗ୍ରାମର ସ୍ୱର୍ଗତ କୁପି
Read More...