Browsing Tag

baliguda news

ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ : ଯୁବକଙ୍କୁ କଚାଡି ଫିଙ୍ଗିଲା, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡ ଅଧିନସ୍ଥ ବେଲଘର ବନାଞ୍ଚଳର ଝିରିପାଣି ସେକ୍ସନରେ କିଛିଦିନ ବ୍ୟବଧାନରେ ପୁଣି ଦେଖୁବାକୁ ମିଳିଛି ଗଜରାଜଙ୍କ ଆତଙ୍କ । ଘଟଣାରୁ ପ୍ରକାଶ ଯେ, ମେରଦୀକୂପା ଗ୍ରାମର ଜଣେ ବ୍ୟକ୍ତି ତରୁଣ ପାତ୍ର (୩୭) ଶନିବାର ଏକ…
Read More...

କ.ନୂଆଗାଁ ବ୍ଲକ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବୀ ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସ୍ଥିତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଦୀର୍ଘ ୫ ମାସ ହେଲା ବି.ଇ.ଓ. ପଦବୀ ଖାଲି ପଡିଛି । ଯାହାଫଳରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି ।…
Read More...

ବାଲିଗୁଡାରେ ଦଣ୍ଡ ଯାତ୍ରା ଯୋଗୁଁ ସମଗ୍ର ଅଞ୍ଚଳ ଭକ୍ତିମୟ ପରିବେଶ : ଢୋଲରେ ଦୁଲୁକୁଛି ଓ ଝୂଣାରେ ମହକୁଛି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖ ଠାରୁ ଆରମ୍ଭ ହୋଇଛି ୧୩ ଦିନିଆ ଦଣ୍ଡ ଯାତ୍ରା, ଏହି ପରିପ୍ରେକ୍ଷୀରେ ସମଗ୍ର ଅଞ୍ଚଳ ଉତ୍ସବ ମୁଖର ହେବା ସହ ଚତୁର୍ଦ୍ଦିଗ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି ।…
Read More...

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ପ୍ରଥମ ଥର ନିମନ୍ତେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଚୟନ ହୋଇ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନଲାଇନ ମୂଲ୍ୟାୟନ କେନ୍ଦ୍ର ହୋଇଥିବା ବେଳେ ଗତ…
Read More...

ଲକ୍ଷାଧିକ ଟଙ୍କା ବ୍ୟୟରେ ସ୍ଥାପିତ ହୋଇଥିବା ପାନୀୟ ଜଳ ପ୍ରକଳ୍ପ ଅଚଳ : ପ୍ରବଳ ଖରାରେ ପଥିକ ହନ୍ତସନ୍ତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକର ପ୍ରାଣକେନ୍ଦ୍ର କୁହାଯାଉଥିବା ମୁଖ୍ୟ ବଜାର ତଥା ପୁରୁଣା ବସଷ୍ଟାଣ୍ଡ ଅଞ୍ଚଳରେ ପାନୀୟ ଜଳର ସଙ୍କଟ ତୀବ୍ର ହେବାରେ ଲାଗିଛି । ସାଧାରଣ ଲୋକଙ୍କୁ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ…
Read More...

ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ସମାଜସେବୀ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ନିଆରା ଭାବେ ନିଜ ଜନ୍ମଦିନ ପାଳନ କଲେ ସମାଜ ସେବୀ । ନିଜ ସନ୍ତାନଙ୍କ ଠାରୁ ବିତାଡିତ ହୋଇ ଜରା ନିବାସରେ ଜୀବନ ଅତିବାହିତ କରୁଥିବା ଅନ୍ତେବାସୀଙ୍କ ସହ ପାଳିଲେ ଜନ୍ମଦିନ । ନିଜ ଜନ୍ମ ଦିନକୁ ଏପରି ନିଆରା ଭାବରେ ପାଳନ କରିଛନ୍ତି ବାଲିଗୁଡା ସହରର…
Read More...

ଜଙ୍ଗଲୀ ଜନ୍ତୁଙ୍କ ଆକ୍ରମଣରେ ଗୋଟିଏ ବାଛୁରୀ ଛୁଆ ମୃତ : ଗୋଟିଏ ଆହତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀ ଗାଁ ବନାଞ୍ଚଳ କାର୍ଯ୍ୟାଳୟ ଠାରୁ ପ୍ରାୟ ଦେଢ଼ କିମି ଦୂର ବଡ଼ଶଙ୍ଖ ନିକଟରେ ଗୋଟିଏ ବାଛୁରୀ ଛୁଆ ମରି ପଡ଼ିଥିବା ବେଳେ ଆଉ ଗୋଟିଏ ଆହତ ହୋଇଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ…
Read More...

ଓଡିଆ ପକ୍ଷ ଅବସରରେ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ରକ୍ତଦାନ ଶିବିର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ମିଳିତ ପ୍ରଚେଷ୍ଟାରେ ଓଡିଆ ପକ୍ଷ ଅବସରରେ ଆୟୋଜିତ ରକ୍ତଦାନ ଶିବିରରେ ୧୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଅଧ୍ୟକ୍ଷ ତଥା ଯୁବ ରେଡକ୍ରସ୍ ଜିଲ୍ଲା…
Read More...

ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଠାରେ ସଂସଦ ଭବନର ପ୍ରତିକାତ୍ମକ ଭାବନା ପ୍ରତିଯୋଗିତା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ମହାସିଙ୍ଗି ଠାରେ ଥିବା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଠାରେ ଚାରିଟି ଜିଲ୍ଲାର ଆଞ୍ଚଳିକ ଇଏମ୍‌ଆର୍‌ଏସ୍‌ ସ୍ତରୀୟ ଯୁବ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରଥମ କରି ସଂସଦ ଭବନର…
Read More...

ବିରାଗୁଡ଼ା ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବିରାଗୁଡ଼ା ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଶିଶୁ ବାଟିକାରେ ସାତଜଣ ଶିଶୁ ନୂତନ ଭାବରେ ନାମ ଲେଖାଇଛନ୍ତି ।…
Read More...