Browsing Tag

baliguda news

ବାଲିଗୁଡା ଓ ଜି.ଉଦୟଗିରି ବିଧାନସଭା : ଆଉ ଦିନକ ପରେ ଗଣତି, ବଢୁଛି ହୃଦସ୍ପନ୍ଦନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟ ସମେତ ସାରା ଦେଶରେ ଏଥର ସାଧାରଣ ନିର୍ବାଚନ ସକାଶେ ଭୋଟ ଗ୍ରହଣ ସରିଛି । ଆଉ ଦିନକ ବିରତି ପରେ ମଙ୍ଗଳବାର ଗଣତି ତାରିଖ । ଆଉ ଏନେଇ ସମସ୍ତଙ୍କ ମନରେ ଉତ୍କଣ୍ଠା ବଢି ଚାଲିଛି । ଭୋଟ୍ ଦେଇଥିବା ମତଦାତା ବେଶ ନିରବତା ଅବଲମ୍ବନ କରୁଥିବା
Read More...

ଘର ଉପରେ ବଜ୍ରପାତ : ଝିଅ ମୃତ, ବାପା ଓ ମା ଗୁରୁତର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଗୁରୁବାର ଅପରାହ୍ନରେ ଘଡଘଡ଼ି ବର୍ଷା ସାଙ୍ଗକୁ ପ୍ରବଳ ବେଗରେ ପବନ ବୋହିବା ସହିତ ବଜ୍ରାଘାତରେ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଟିକାବାଲି ଥାନା ଅନ୍ତର୍ଗତ ବପଲମେଣ୍ଡି
Read More...

ଲାଲବାହିନୀର ବର୍ବର କାଣ୍ଡ : ପୋଲିସ ଇନ୍‌ଫର୍ମର ସନ୍ଦେହରେ ଯୁବକଙ୍କୁ ନିର୍ମମ ହତ୍ୟା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ): କିଛି ଦିନର ନିରବତା ପରେ ଲାଲବାହିନୀ କନ୍ଧମାଳ ଜିଲ୍ଲାରେ ରକ୍ତମୁଖା ହୋଇଉଠିଛି । ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ମାଓବାଦୀ ନିର୍ମମ ଭାବେ ହତ୍ୟା କରିଛନ୍ତି । ସିପିଆଇ ମାଓବାଦୀ ବାଘୁନା ଡିଭିଜିନାଲ୍‌ କମିଟି ଯୁବକକୁ ହତ୍ୟା
Read More...

ବାଇକ୍‌ରେ ଦୁଇ ଦୁର୍ବୁତ୍ତ ଆସିଲେ ଝାମ୍ପି ନେଲେ ରୂପା ଭର୍ତ୍ତି ବ୍ୟାଗ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପାଟଖଣ୍ଡା ସାହିରେ ଗୋଟିଏ ରୂପା ବ୍ୟବସାୟୀଙ୍କ ଠାରୁ କିଛି ଲୁଟେରା ୧୦ କିଲୋ ରୂପା ଝାମ୍ପି ନେଇଥିବା ଖବର ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଅଞ୍ଚଳର ପାଟଖଣ୍ଡା ସାହିର ପୁରୁଖା ରୂପା
Read More...

ବାଲିଗୁଡା ଷ୍ଟ୍ରଙ୍ଗ୍‌ରୁମ୍‌ରେ ସିଲ୍ ହେଲା ୧୩ ଜଣ ପ୍ରାର୍ଥୀଙ୍କ ଭାଗ୍ୟ : ୨୪ ଘଣ୍ଟିଆ ସୁରକ୍ଷା ସହ ନଜର ରଖିବ ସିସି…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ସୋମବାର ଦିନ ସମାପନ ହୋଇଛି । ଏହି ପରିପ୍ରେକ୍ଷୀରେ ଇଭିଏମ୍‌ ମେସିନ୍‌ରେ ବାଲିଗୁଡାର ୫ ଜଣ ଓ ଜି. ଉଦୟଗିରିର ୮ ଜଣ ପ୍ରାର୍ଥୀଙ୍କ ଭାଗ୍ୟ
Read More...

ବୁଥ୍ ମୁହାଁ ପୋଲିଂ କର୍ମଚାରୀ : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପୋଲିଂ କର୍ମଚାରୀ ପ୍ରସ୍ତୁତ, ପ୍ରଶାସନ ପକ୍ଷରୁ…

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆସନ୍ତା ୨୦ ତାରିଖରେ ମତଦାନ ଅନୁଷ୍ଠିତ ହେବ । ଏଥିଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଏନେଇ ବାଲିଗୁଡା ନିର୍ବାଚନ ମଣ୍ଡଳୀ ନିମନ୍ତେ ଉପଜିଲ୍ଲାପାଳ
Read More...

ପ୍ରଚାରରେ କମ୍ପୁଛି ଗାଁରୁ ସହର : ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମେ ୨୦ ତାରିଖରେ ହେବାକୁ ଥିବା ମତଦାନ ପାଇଁ ଜୋର୍‌ଦାର୍‌ ଚାଲିଛି ପ୍ରଚାର । ସମୟ ଯେତିକି ପାଖେଇ ଆସୁଛି, ପ୍ରାର୍ଥୀ ଓ ସମର୍ଥକ ମାନଙ୍କ
Read More...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ୍ : ଏକ ନିର୍ଦ୍ଧିଷ୍ଟ ରାଜନୈତିକ ଦଳକୁ ବଦନାମ କରିବା ନେଇ ଥାନାରେ ଏତଲା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ କାର୍ଯ୍ୟ ଜାରୀ ରଖିଛି । ଏପରି ସ୍ଥଳେ ରବିବାର ଦିନ ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ଗ୍ରାମ
Read More...

ଦ୍ଵିତୀୟ ପର୍ଯ୍ୟାୟ ନାମାଙ୍କନର ଷଷ୍ଠଦିନ : ବିରାଟ ପଟୁଆରରେ ଆସି ନାମଙ୍କନ ଦାଖଲ କଲେ ଉପବାଚସ୍ପତି ସାଲୁଗା ପ୍ରଧାନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସାଧାରଣ ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ନାମାଙ୍କନର ଷଷ୍ଠଦିନରେ ଜି. ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ଉପବାଚସ୍ପତି ସାଲୁଗା ପ୍ରଧାନ ନିଜର ହଜାର ହଜାର ସମର୍ଥକଙ୍କୁ ନେଇ ବିରାଟ ପଟୁଆରରେ ନିଜର ଶକ୍ତି
Read More...

ଚତୁର୍ଥ ଦିନରେ ବିଜେଡିର ଚକ୍ରମଣି ବିରାଟ ପଟୁଆରରେ ଆସି ପ୍ରାର୍ଥୀପତ୍ର ଦାଖଲ କଲେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ): ପ୍ରବଳ ରୌଦ୍ରତାପ ସତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରା ଓ ପଟୁଆରରେ ଆସି କନ୍ଧମାଳ ଜିଲ୍ଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହି
Read More...