Browsing Tag

baliguda news

“କଳା ରୁଦ୍ର ମଣିକି ଭଜ ହୋ” ସ୍ୱରରେ କମ୍ପିଲା ସମଗ୍ର ଅଞ୍ଚଳ : ୩୭ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ…

ହଜାର ହଜାର ଭକ୍ତଙ୍କ ସମାଗମ ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୭ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ଏପ୍ରିଲ ୫ ତାରିଖ ରବିବାର ଦିନ ବିପୁଳ ଉତ୍ସାହ ଉଦ୍ଦୀପନାର ସହ ଆୟୋଜନ ହୋଇ ଶାନ୍ତି…
Read More...

ବାଘଛାଲ ବିକ୍ରିକରିବା ଅଭିଯୋଗରେ ଜଣେ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବନାଞ୍ଚଳ ଅଧୀନରେ ଥିବା ଚକାପାଦ ବ୍ଲକ୍ ବ୍ରାହ୍ମଣପାଦ ପଞ୍ଚାୟତ ରିଙ୍ଗିବାଡ଼ି ଗ୍ରାମ ନିକଟରେ ବନ ବିଭାଗ ଚଢ଼ାଉ କରି ଏକ କଲରାପତରିଆ ବାଘଛାଲ ଜବତ କରିଛି । ବାଘଛାଲର ଲମ୍ବ ୧୬୮…
Read More...

ବୁଲା ବିକାଳୀ ବନାମ କୁଖ୍ୟାତ ଡକାୟତ : ଆନ୍ତଃଜିଲ୍ଲାର ତିନି କୁଖ୍ୟାତ ଡକାୟତ ଗିରଫ, ସୁନା ରୂପା ବାଇକ ଓ ନଗଦ ଟଙ୍କା…

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଅଞ୍ଚଳରେ ଏକ ତାଲା ପଡ଼ିଥିବା ଘରୁ ହୋଇଥିବା ଚୋରି ଜିନିଷକୁ ଉଦ୍ଧାର କରିବା ସହ ଉକ୍ତ ଘଟଣାରେ ସଂଶ୍ଲିଷ୍ଟ ଥିବା ତିନିଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବିଷୟ ବାଲିଗୁଡା…
Read More...

ଆମ୍ବୁଲାନ୍ସରେ ଗଞ୍ଜେଇ ଚୋରା ଚାଲାଣ, ଆମ୍ବୁଲାନ୍ସ ସହିତ ଗଞ୍ଜେଇ ଜବତ : ୨ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ରୋଗୀ ସେବା ପାଇଁ ବ୍ୟବହୃତ ହେଉଥିବା ଆମ୍ବୁଲାନ୍ସ ମାଧ୍ୟମରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି…
Read More...

ଆସ୍ଥା ଓ ବିଶ୍ୱାସର ସହ ଆରମ୍ଭ ହେଲା ବାଲିଗୁଡାର ବହୁ ପ୍ରସିଦ୍ଧ ୧୩ ଦିନିଆ ଦଣ୍ଡଯାତ୍ରା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ବୁଧବାର ରାତ୍ର ଠାରୁ ଆରମ୍ଭ ହୋଇଛି କନ୍ଧମାଳ ଜିଲ୍ଲାର ବହୁ ପ୍ରସିଦ୍ଧ ବାଲିଗୁଡା ଦଣ୍ଡଯାତ୍ରା । ଶହ ଶହ ମାନସିକଧାରୀ ଦଣ୍ଡୁଆଁ ନିଜର ମନସ୍କାମନା ପୂର୍ତ୍ତି ହେତୁ ଆସ୍ଥା ଓ ବିଶ୍ୱାସ ସହିତ ମାଆଙ୍କର ଏହି ଦଣ୍ଡଯାତ୍ରାରେ ଯୋଡ଼ି ହୋଇ ସମ୍ପୂର୍ଣ୍ଣ…
Read More...

ପୋଲିସ ପେଟ୍ରୋଲିଂ ବେଳେ ଜଙ୍ଗଲ ଅଞ୍ଚଳରେ ଗଚ୍ଛିତ ଥିବା ୨୦୩୮ କେଜି ବେଆଇନ ଗଞ୍ଜେଇ ଜବତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ଏସପି ହରିଶ ବିଶିଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ଜିଲ୍ଲାକୁ ଗଞ୍ଜେଇ ମୁକ୍ତ କରିବା ଲକ୍ଷ୍ୟ ନେଇ ବିଭିନ୍ନ ଥାନା ପକ୍ଷରୁ ବେଆଇନ ଗଞ୍ଜେଇ ଚାଷ ଓ ଚାଲାଣ ଉପରେ ଚଢ଼ାଉ ଜାରି ରଖି…
Read More...

ବାଲିଗୁଡାରେ ଓଡ଼ିଶା ଦିବସ ପାଳନ : ଓଡ଼ିଆ ବୀର ସଂଗ୍ରାମୀ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡ଼ା ଉପଖଣ୍ଡରେ ୯୧ ତମ ଓଡ଼ିଶା ଦିବସ-୨୦୨୬ ମହାସମାରୋହରେ ଉପଖଣ୍ଡ ସ୍ତରୀୟ ଉତ୍ସବ ବାଲିଗୁଡ଼ା ସଭାଗୃହ ଠାରେ ପାଳନ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାଶ ଯୋଗଦେଇ…
Read More...

ଏପ୍ରିଲ ୫ରେ ୩୭ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ : ୧ରୁ ଆମିଷ ବିକ୍ରି ଓ ସେବନ ବନ୍ଦ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଆଉ ଦିନକ ପରେ ଆସୁଛି, ୧୩ ଦିନିଆ ଦଣ୍ଡଯାତ୍ରା, ଏହି ପରିପ୍ରେକ୍ଷୀରେ ଚଳିତ ମାସ ୧ ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ମା’କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡ଼ା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ…
Read More...

ବାଲିଗୁଡା ଓକିଲ ସଂଘ ନିର୍ବାଚନ : ହରିଶ୍ଚନ୍ଦ୍ର ସଭାପତି, ଅନୀଲ ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ କନ୍ଧମାଳ ଜିଲ୍ଲା ବାଲିଗୁଡା ଓକିଲ ସଂଘର ୨୦୨୬-୨୭ ବର୍ଷ ପାଇଁ କର୍ମକର୍ତ୍ତା ଓ କାର୍ୟକାରୀ କମିଟି ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି । ସକାଳ ୭:୩୦ରୁ ଅପରାହ୍ନ ୩ଟା…
Read More...

ମେଗା ଜଳଯୋଗାଣ ପ୍ରକଳ୍ପ ଠିକା ସଂସ୍ଥାର ମନମୁଖୀ କାର୍ଯ୍ୟକୁ ବିରୋଧ : ପାଇପ୍ ଲାଇନ୍ ବିଛାଇ ନଷ୍ଟ କରୁଛି ଗ୍ରାମ୍ୟ…

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ମେଗା ଜଳଯୋଗାଣ ପ୍ରକଳ୍ପ ନିର୍ମାଣ କରୁଥିବା ଠିକା ସଂସ୍ଥାର ମନମୁଖୀ କାର୍ଯ୍ୟକୁ ନେଇ ଦେଖାଦେଇଛି ଅସନ୍ତୋଷ । ଗାଁକୁ ଗାଁ ସଂଯୋଗୀକରଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନିର୍ମାଣଧିନ ରାସ୍ତାକୁ ନଷ୍ଟ କରୁଛି ଗ୍ରାମ୍ୟ ଜଳଯୋଗାଣ ବିଭାଗ…
Read More...