Browsing Tag

baliguda news

ଘର ଭିତରେ ନିଜ ମାଆଙ୍କୁ ମାରି ପୋଡି ଦେଲା ପୁଅ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡର ଟିକାବାଲି ଥାନା ଅନ୍ତର୍ଗତ ବଡ଼ିମୁଣ୍ଡା ଖଜୁରୀସାହିରେ ଏକ ଅଭାବନୀୟ ଘଟଣାକ୍ରମରେ ପୁଅ ଘର ଭିତରେ ନିଜ ମାଆଙ୍କୁ ମାରି ପୋଡି ଦେଇଛି । ସୂଚନା ଅନୁସାରେ ଶନିବାର ବିଳମ୍ବିତ ରାତିରେ ବଡ଼ିମୁଣ୍ଡା ଖଜୁରୀ
Read More...

ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ : ସ୍ୱାସ୍ଥ୍ୟ ବିଭାଗ ଦୃଷ୍ଟି ଦେବାକୁ ଦାବୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ ଖେଳିଯାଇଛି । ପ୍ରଥମେ ଜ୍ୱର କିଛିଦିନ ହେବା ପରେ ଦେହରେ ପାଣି ଫୋଟକା ହେବା ସହ ତାହା ଫାଟିଯାଇ ଦେହସାରା
Read More...

ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ରକ୍ତଦାନ ଶିବିର ଆୟୋଜନ : ୩୦ ୟୁନିଟ୍ ରକ୍ତ ସଂଗୃହିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଥିବା ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଶନିବାର ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ଯୁବ ରେଡକ୍ରସ୍
Read More...

ଗଟାଙ୍ଗି ଆଶ୍ରମ ବିଦ୍ୟାଳୟରେ ପିତାମାତା ସହାଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଗଟାଙ୍ଗି ସ୍ଥିତ ସରକାରୀ ଆଶ୍ରମ ବିଦ୍ୟାଳୟଠାରେ ପିତାମାତା ସହାଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କୁମାର କହଁର ଅଧ୍ୟକ୍ଷତା
Read More...

ବାଲିଗୁଡା ବନଖଣ୍ଡ କାର୍ଯ୍ୟାଳୟରେ ଗଣେଶ ପୂଜା ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଖଣ୍ଡୀୟ ବନାଧିକାରୀଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରେ ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଗଣେଶ ପୂଜା ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ
Read More...

ରାସ୍ତାରେ ହାତଲେଖା ମାଓବାଦୀ ପୋଷ୍ଟର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଅନ୍ତର୍ଗତ ଝିରିପାଣିଠାରୁ ରାୟଗଡା ଜିଲ୍ଲାର ଅମ୍ବାଦଳାକୁ ସଂଯୋଗ କରୁଥିବା ରାସ୍ତାର ବରଗୁଡ଼ା ଛକଠାରେ ଶୁକ୍ରବାର କିଛି ହାତଲେଖା ମାଓବାଦୀ ପୋଷ୍ଟର ପଡିଥିବା
Read More...

ବାଲିଗୁଡାରେ ଗଣେଷ ପୂଜା ପାଳିତ : ନୂତନ ଛାତ୍ରଛାତ୍ରୀ ଖଡ଼ି ଛୁଆଁଇଲେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ସିଦ୍ଧି ପ୍ରଦାୟକ ଶ୍ରୀ ଶ୍ରୀ ଶ୍ରୀ ଗଜାନନଙ୍କ ପୂଜନୋତ୍ସବ ଯଥା ରୀତିନୀତି ଅନୁସାରେ ପାଳିତ ହୋଇଯାଇଛି । ଏହି ଅବସରରେ ଟାଉନର ସମସ୍ତ ଶିକ୍ଷାନୁଷ୍ଠାନ, ସ୍ବେଛାସେବୀ ଅନୁଷ୍ଠାନ,
Read More...

ବିଜ୍ଞାନ ଯୁଗରେ ବି ଅନ୍ଧବିଶ୍ୱାସର ଝଲକ : “ଖଟଦେବତା”

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ପଞ୍ଚାୟତର ଘାଷୀ ସାହିରେ ଆଜିର ବିଜ୍ଞାନ ଯୁଗରେ ମଧ୍ୟ ଅନ୍ଧବିଶ୍ୱାସର ଝଲକ ଦେଖିବାକୁ ମିଳିଛି । ଦିଶାରା ନାୟକ ନାମକ ଗରିବ ପରିବାରର ଝିଅ ରଶ୍ମୀ ପ୍ରିୟାର ସ୍ୱାସ୍ଥ୍ୟ ତିନିମାସରୁ ଅଧିକ ହେବ ଖରାପ
Read More...

ବାଲିଗୁଡାରେ ବ୍ଲକସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡାବିତ ଚୟନ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ବାଲିଗୁଡା ବ୍ଲକସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡାବିତ ଚୟନ କାର୍ଯ୍ୟକ୍ରମ ୧୧ ଓ ୧୨ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହେବା ପରେ ଉଦ୍‌ଯାପିତ ହୋଇଯାଇଛି । ଏହି
Read More...

ଗଣେଷ ପୂଜା ଉପଲକ୍ଷେ ଫ୍ରେଣ୍ଡସ ଗ୍ରୁପ ତରଫରୁ ଶୁଭଖୁଣ୍ଟି ସ୍ଥାପନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଚଳିତ ମାସ ୧୯ ତାରିଖ ଦିନ ଗଣେଷ ପୂଜା ହେଉଥିବାରୁ ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡାର ସମସ୍ତଙ୍କଠାରୁ ନିରପେକ୍ଷ ଭାବେ ବେଶ ପରିଚିତ "ଫ୍ରେଣ୍ଡସ ଗ୍ରୁପ" ତରଫରୁ ମା' ପାଟଖଣ୍ଡାଙ୍କ ମନ୍ଦିର ନିକଟରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ
Read More...