Browsing Tag

baliguda news

ଶ୍ରୀମଦ ଭାଗବତ ପାରାୟଣ ଓ ପ୍ରବଚନ ଜ୍ଞାନଯଜ୍ଞ ଉଦଯାପିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ରାଧାକୃଷ୍ଣ ମନ୍ଦିର ପରିସରରେ ଏକ ସପ୍ତାହ ବ୍ୟାପୀ ଆୟୋଜିତ ଶ୍ରୀମଦ ଭାଗବତ ପାରାୟଣ ଓ ପ୍ରବଚନ ଜ୍ଞାନଯଜ୍ଞ ଉଦଯାପିତ ହୋଇଯାଇଛି । ଏହି ଅବସରରେ କଥା ବ୍ୟାସ ଭାବେ ଶ୍ରୀପାଦ ଭକ୍ତି ବେଦାନ୍ତର ଶ୍ରୀଧର ମହାରାଜ,…
Read More...

କନ୍ଧମାଳର ଉପାନ୍ତ ଅଞ୍ଚଳରେ କେରଳ ମଡେଲରେ ପାଠପଢ଼ା : ଆବଶ୍ୟକ ଅନୁଯାୟୀ ନାହାନ୍ତି ଶିକ୍ଷକ, ଶିକ୍ଷୟିତ୍ରୀ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ସୁନ୍ଦର ପରିବେଶ ବିଦ୍ୟାଳୟ ପରିସର । ଉପାନ୍ତ ଅଞ୍ଚଳରେ ସ୍ମାର୍ଟ କ୍ଲାସ୍ ରୁମ୍‌ରେ କେରଳ ମୋଡେଲ୍‌ରେ ପାଠ ପଢ଼ୁଛନ୍ତି ଛାତ୍ରଛାତ୍ରୀ । କିନ୍ତୁ ଆବଶ୍ୟକ ଅନୁଯାୟୀ ଶିକ୍ଷକ, ଶିକ୍ଷୟିତ୍ରୀ ନଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ଛାତ୍ରଛାତ୍ରୀ । ଏ…
Read More...

ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ସ୍ଥିତ ଏ.ଏମ୍.ସି.ଏସ୍. ମହାବିଦ୍ୟାଳୟରେ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ ହୋଇଯାଇଛି । ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ସଭାରେ ମୁଖ୍ୟ…
Read More...

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟପ୍ରହରୀ ନାମଯଜ୍ଞ ଅନୁଷ୍ଠିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ମହସିଙ୍ଗିରେ ଲକ୍ଷ୍ମୀ ମନ୍ଦିରର ରତ୍ନମୁଦ ଉତ୍ସବ ଓ ଅଷ୍ଟପ୍ରହରୀ ନାମଯଜ୍ଞ ତିନିଦିନ ଧରି ଅନୁଷ୍ଠିତ ହେବା ପରେ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ମହସିଙ୍ଗି ଗ୍ରାମ୍ୟ କମିଟିର…
Read More...

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା' ପାଟଖଣ୍ଡାଙ୍କ ଚୈତ୍ର ମାସର ଦ୍ୱିତୀୟ ମଙ୍ଗଳବାର ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଦ୍ୱିତୀୟ ମଙ୍ଗଳବାରରେ ମା' ପାଟଖଣ୍ଡା ସେବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ।…
Read More...

ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ମୂଲ୍ୟାଙ୍କନ ପରୀକ୍ଷା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକର ସମସ୍ତ କ୍ଳଷ୍ଟରର ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ପରୀକ୍ଷା ସହ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଶ୍ରୀମତୀ ବିନୋଦିନୀ ସାମଲଙ୍କ ପରିଚାଳନାରେ ଅନୁଷ୍ଠିତ ହୋଇଯାଇଛି ।…
Read More...

ପୂର୍ବତନ ଶିକ୍ଷକ ତଥା ବିଶିଷ୍ଠ ବ୍ୟବସାୟୀଙ୍କ ପରଲୋକ : ବଣିକ ସଂଘ ତରଫରୁ ଦୋକାନ ବଜାର ବନ୍ଦ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ପୂର୍ବତନ ସହକାରୀ ବିଜ୍ଞାନ ଶିକ୍ଷକ ତ‌ଥା ବିଶିଷ୍ଠ ବ୍ୟବସାୟୀ ରାମକୃଷ୍ଣ ଦାସଙ୍କ ୮୭ ବର୍ଷରେ ଭୁବନେଶ୍ଵର ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ପରଲୋକ ହୋଇଛି । ତାଙ୍କ ମୃତ୍ୟୁ ଶଯ୍ୟା…
Read More...

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଲେତିଙ୍ଗିଆ ଘାଟିରେ ଆଇଚର ଗାଡ଼ିରେ କନ୍ଦିବାନ୍ଦା ଗ୍ରାମର ସାହିଲ ପ୍ରଧାନ ନାମକ ଜଣେ ଗଂଜେଇ ମାଫିଆ ଚୋରା ଚାଲାଣ କରୁଥିବା ବେଳେ ଆଇଚର ଗାଡିକୁ କାବୁ କରିଛି କ.ନୂଆଗାଁ ପୋଲିସ ।…
Read More...

ଦନ୍ତାହାତୀ ହାବୁଡ଼ରେ ପଡି ୩ ଯୁବକଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ ଥାନା ପାବୁରିଆରେ ଦନ୍ତାହାତୀ ଆକ୍ରମଣରେ ଜଣେ ଯୁବକ ମୃତ ହୋଇଥିବା ଜଣାପଡିଛି । ତେବେ ସେହିପରି ରାଇକିଆ ବ୍ଲକର ପେଟାପାଙ୍ଗା ଗ୍ରାମପଂଚାୟତ ଡାମ୍ବା ଗ୍ରାମରେ ମଧ୍ୟ…
Read More...

ବାଲିଗୁଡା ମା’ ପାଟଖଣ୍ଡା ଠିକାଦାର ସଂଘର ବୈଠକ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମା' ପାଟଖଣ୍ଡା ଠିକାଦାର ସଂଘର ଏକ ବୈଠକ ସଭାପତି ସ୍ଵପ୍ନେଶ୍ଵର ସାହୁଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଠିକାଦାର ମାନଙ୍କ ବିଭିନ୍ନ ଠିକା କାର୍ଯ୍ୟ ସମ୍ପର୍କରେ…
Read More...