ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ପାଟଖଣ୍ଡା
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା' ପାଟଖଣ୍ଡାଙ୍କ ଚୈତ୍ର ମାସର ପ୍ରଥମ ମଙ୍ଗଳବାର ଯାତ୍ରା ଆରମ୍ଭ ହୋଇଯାଇଛି । ଏହି ଅବସରରେ ପ୍ରଥମ ମଙ୍ଗଳବାରରେ ମା'ପାଟଖଣ୍ଡା ମନ୍ଦାର ମାଳିନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ।!-->…
Read More...
Read More...