Browsing Tag

baliguda news

ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବସ୍ତିଙ୍ଗିଆ ସରକାରୀ ଏସଏସଡ଼ି ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷକ ରବିନାରାୟଣ ମହାନ୍ତିଙ୍କ ସଭାତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଚକାପାଦ
Read More...

ଯୁବ ରେଡକ୍ରସ୍ ପକ୍ଷରୁ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ବିସ୍କୁଟ ବଣ୍ଟନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ପକ୍ଷରୁ ବିଶ୍ୱନାଥ ପଲ୍ଲୀ ଠାରେ ଅବସ୍ଥିତ ରେଡକ୍ରସ୍ ଦୃଷ୍ଟିହୀନ ଊଚ୍ଚ ବିଦ୍ୟାଳୟରରେ ଅଧ୍ୟୟନରତ ମାନସିକ ଅନଗ୍ରସର ଛାତ୍ରଛାତ୍ରୀ ମାନଙ୍କୁ ବିସ୍କୁଟ ବଣ୍ଟନ କରାଯାଇଛି ।
Read More...

ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ଓ ପ୍ରତିଷ୍ଠାନ ଠାରେ ଜିଲ୍ଲାସ୍ତରୀୟ ପାଠଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ସ୍ଥିତ ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ଓ ପ୍ରତିଷ୍ଠାନ ଠାରେ ଜିଲ୍ଲାସ୍ତରୀୟ ପାଠଚକ୍ର ଆଧାରିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବହୁଭାଷୀ ଶିକ୍ଷଣ ଏବଂ ଦୃଢ
Read More...

ଭାରସାମ୍ୟ ହରାଇ ମର୍ମନ୍ତୁଦ ବାଇକ ଦୁର୍ଘଟଣା : ଯୁବକ ଯୁବତୀ ମୃତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ବଣ୍ଡଗୁଡ଼ା ନିକଟସ୍ଥ କାଣିବାରୁଡ଼ି ଛକ ନିକଟରେ ଏକ ବାଇକ ଦୁର୍ଘଟଣା ହୋଇଛି । ବାଇକଟି ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛକୁ ଧକ୍କା ଦେବାରୁ ଦୁର୍ଘଟଣାରେ
Read More...

ବେଲଘର ବନାଞ୍ଚଳରେ ହାତୀ ମୃତ୍ୟୁ ଘଟଣା : ତଦନ୍ତ ପାଇଁ ପହଞ୍ଚିଲେ ଡିଏଫଓ

- ହାତୀମୃତ୍ୟୁର ରହସ୍ୟ ଖୋଲିବ କି ? ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଝିରିପାଣି ପଞ୍ଚାୟତର ସିମିଲିପଦର ନିକଟସ୍ଥ ମୁଣ୍ଡୁଟି ଜଙ୍ଗଲରେ ଏକ ହାତୀ ଜାନୁୟାରୀ ୫ ତାରିଖରେ ମୃତ୍ୟୁ ବରଣ କରିଥିବା ବେଳେ ଏହା ଲୋକ ଲୋଚନକୁ ନ
Read More...

ବେଲଘର ବନାଞ୍ଚଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ରେଞ୍ଜର ନିଲମ୍ବିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡର ବେଲଘର ବନାଞ୍ଚଳ ଅନ୍ତର୍ଗତ ଝିରିପାଣି ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାର ତଦନ୍ତ ପରେ ବେଲଘର ରେଞ୍ଜର ବିନୟ କୁମାର ବିଶି ନିଲମ୍ବିତ ହୋଇଥିବା ସୂଚନା ମିଳିଛି । ଚଳିତ ମାସ ଜାନୁଆରୀ ୫ ତାରିଖରେ
Read More...

ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସଂଘର ସଭାପତି ତଥା ଉପଜିଲ୍ଲାପାଳ ପ୍ରଣୀତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନର ବାର୍ଷିକ କ୍ରୀଡା ଉତ୍ସବ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠାନ ପରିସରରେ କ୍ରୀଡା ଶିକ୍ଷକ ପ୍ରଦୀପ କୁମାର ପ୍ରଧାନଙ୍କ ନେତୃତ୍ୱରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ
Read More...

ହାଡଭଙ୍ଗା ଶୀତରେ ଥରୁଛି ବାଲିଗୁଡା ସହର : କୃଷି, ଶ୍ରମିକ, ବ୍ୟବସାୟିକ କାର୍ଯ୍ୟକ୍ଷେତ୍ର ହେଉଛି ବାଧାପ୍ରାପ୍ତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ସମଗ୍ର ବାଲିଗୁଡା ଉପଖଣ୍ଡରେ ଦିନକୁ ଦିନ ଥଣ୍ଡା ବୃଦ୍ଧି ପାଇବାରେ ଲାଗିଛି, କମିବାର ନାଁ ଧରୁନି, ଦିନ ହେଉ କି ରାତି ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ । ଦିନ ରାତି ପିଲାଠୁ ବୁଢା ଯାଏଁ ନିଆଁ ଲଗାଇ ପାଖରେ ବସି ରହୁଥିବା ଦେଖିବାକୁ ମିଳୁଛି । ଗତ
Read More...

ବାଲିଗୁଡାରେ ସଡକ ସୁରକ୍ଷା ସଚେତନତା ପକ୍ଷ ପାଳିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ପରିବହନ ପ୍ରାଧିକରଣ ଓ ବାଲିଗୁଡା ଘରୋଇ ବସ୍ ମାଲିକ ସଂଘର ମିଳିତ ଉଦ୍ୟମରେ ସଡକ ସୁରକ୍ଷା ପକ୍ଷ ସଚେତନତା ରାଲି ଅନୁଷ୍ଠିତ ହୋଇଯାଇଛି । ଏଥିରେ କନ୍ଧମାଳ ଜିଲ୍ଲା ମୋଟର ଯାନ ଇନ୍ସପେକ୍ଟର ପ୍ରଶାନ୍ତ କୁମାର ଦାସ, ସହକାରୀ ମୋଟର
Read More...