Browsing Tag

baliguda news

ଦୁର୍ଗାପୂଜା ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି

ମା’ଙ୍କ ମୂର୍ତ୍ତି ନିର୍ମାଣରେ ଦିନରାତି ନିମଗ୍ନ କାରିଗର ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଆସୁଛି ଦୁର୍ଗାପୂଜା । ମା’ଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ବାଲିଗୁଡ଼ା ସହର । ବାଲିଗୁଡାର ମା' ପାଟଖଣ୍ଡା ଦୁର୍ଗାପୂଜା ସମିତି ଓ ବିଦ୍ୟୁତ ବିଭାଗ ଦୁର୍ଗାପୂଜା କମିଟି ସମେତ…
Read More...

ଓଡ଼ିଶା ବନ୍ଦ ଡାକରା ବାଲିଗୁଡ଼ାରେ ବିଫଳ

ସ୍ୱାଭାବିକ ଜୀବନଯାତ୍ରା ଅବ୍ୟାହତ, ଖୋଲା ରହିଲା ଦୋକାନ ବଜାର ଓ ଯାନବାହନ ଚଳାଚଳ ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ । ବନ୍ଦ ସତ୍ତ୍ୱେ ସହରରେ ସ୍ୱାଭାବିକ…
Read More...

ଛେଳି ପଲ ସହ ଗାଁକୁ ଚାଲିଆସିଲା ହରିଣ ଛୁଆ

ବେଲଘର ବଜାରରୁ ଉଦ୍ଧାର କଲା ବନ ବିଭାଗ, ସ୍ୱାସ୍ଥ୍ୟ ପରୀକ୍ଷା ପରେ ଜଙ୍ଗଲରେ ଛଡ଼ାଯିବ ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବଜାରରୁ ଏକ ହରିଣ ଛୁଆକୁ ଉଦ୍ଧାର କରିଛି ବନ ବିଭାଗ । ଜଙ୍ଗଲରୁ ଛେଳି ପଲ ସହ ଗାଁ ଭିତରକୁ…
Read More...

କବିବର ରାଧାନାଥ ରାୟଙ୍କ ଜୟନ୍ତୀ ପାଳିତ

ଓଡ଼ିଆ ସାହିତ୍ୟରେ ରାଧାନାଥଙ୍କ ଅବଦାନ ଅତୁଳନୀୟ : ଆଲୋଚକ ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ ସୌଜନ୍ୟରେ ଏବଂ ଶାଳବଣ ସାହିତ୍ୟ ସଂସଦର ସଂଯୋଜନାରେ ବାଲିଗୁଡ଼ା ସ୍ଥିତ ବରିଷ୍ଠ ନାଗରିକ ସଂଘ କାର୍ଯ୍ୟାଳୟ ଠାରେ କବିବର ରାଧାନାଥ ରାୟଙ୍କ ଜୟନ୍ତୀ…
Read More...

ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା : ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ : ପ୍ରସାଦ ଓ ପଣା ବଣ୍ଟନ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କ ଆଶ୍ୱିନ ମାସର ପ୍ରଥମ ମଙ୍ଗଳବାର ଯାତ୍ରା ଭକ୍ତି ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି ପବିତ୍ର ଅବସରରେ ମା’ ପାଟଖଣ୍ଡା ମନ୍ଦାର ମାଳିନୀ…
Read More...

କ୍ରୀଡ଼ା ପ୍ରତିଭାକୁ ସମ୍ମାନ, ବାଲିଗୁଡ଼ା କ୍ରୀଡ଼ା ସଂଘର ନିଆରା ପଦକ୍ଷେପ : ପ୍ରତିଯୋଗୀଙ୍କୁ ସମ୍ମାନିତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କ୍ରୀଡ଼ା କ୍ଷେତ୍ରରେ ବାଲିଗୁଡ଼ା ଉପଖଣ୍ଡର ଖେଳାଳିମାନେ ନିଜ ପ୍ରତିଭାର ପରିଚୟ ଦେଇଥିବାବେଳେ ସେମାନଙ୍କ ସଫଳତାକୁ ସମ୍ମାନ ଜଣାଇଛି ଉପଖଣ୍ଡ କ୍ରୀଡ଼ା ସଂଘ । ସଂଘ ପକ୍ଷରୁ ଏକ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ କରାଯାଇ ସଫଳ ଖେଳାଳିଙ୍କୁ ଉତ୍ସାହିତ…
Read More...

ଓଡ଼ିଶା ଫଟୋଗ୍ରାଫର ମହାସଂଘ ପକ୍ଷରୁ ଫଟୋ ଓ ଭିଡିଓ ବାଣିଜ୍ୟ ମେଳାରେ କନ୍ଧମାଳର ଦୁଇ ପ୍ରତିଭାଙ୍କୁ ସମ୍ମାନ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଓଡ଼ିଶା ଫଟୋଗ୍ରାଫର ମହାସଂଘ ପକ୍ଷରୁ ଭୁବନେଶ୍ୱର ସୋଆ ୟୁନିଭରସିଟି ପରିସରରେ ଆୟୋଜିତ ଫଟୋ ଓ ଭିଡିଓ ବାଣିଜ୍ୟ ମେଳା-୨୦୨୬ରେ କନ୍ଧମାଳ ଜିଲ୍ଲାର ଦୁଇ ଫଟୋଗ୍ରାଫରଙ୍କୁ ‘ପ୍ରତିଭା ସମ୍ମାନ’ ପ୍ରଦାନ କରାଯାଇଛି । ବାଲିଗୁଡ଼ାର ଷ୍ଟୁଡିଓ ବୁଲୁର ବୁଲୁ…
Read More...

କ୍ରୀଡ଼ା ପ୍ରତିଭାକୁ ସମ୍ମାନ, ବାଲିଗୁଡ଼ା କ୍ରୀଡ଼ା ସଂଘର ନିଆରା ପଦକ୍ଷେପ : ପ୍ରତିଯୋଗୀଙ୍କୁ ସମ୍ମାନିତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କ୍ରୀଡ଼ା କ୍ଷେତ୍ରରେ ବାଲିଗୁଡ଼ା ଉପଖଣ୍ଡର ଖେଳାଳିମାନେ ନିଜ ପ୍ରତିଭାର ପରିଚୟ ଦେଇଥିବାବେଳେ ସେମାନଙ୍କ ସଫଳତାକୁ ସମ୍ମାନ ଜଣାଇଛି ଉପଖଣ୍ଡ କ୍ରୀଡ଼ା ସଂଘ । ସଂଘ ପକ୍ଷରୁ ଏକ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ କରାଯାଇ ସଫଳ ଖେଳାଳିଙ୍କୁ ଉତ୍ସାହିତ…
Read More...

ଲକ୍ଷାଧିକ ଟଙ୍କାରେ ନିର୍ମିତ ଶୀତଳଭଣ୍ଡାର ଏବେ ନିଜେ ଶୀତଳ : ବର୍ଷବର୍ଷ ଧରି ଅଚଳ ଯନ୍ତ୍ରାଂଶ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଚାଷୀଙ୍କ ଅମଳ ଫସଲକୁ ସୁରକ୍ଷିତ ରଖି ଉଚିତ ମୂଲ୍ୟ ଦେବାର ଲକ୍ଷ୍ୟ ନେଇ ନିର୍ମିତ ଶୀତଳଭଣ୍ଡାର ଏବେ ନିଜେ ଜରାଜୀର୍ଣ୍ଣ । ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ତିଆରି ହୋଇଥିବା ଏହି ସରକାରୀ ଭିତ୍ତିଭୂମି ବର୍ଷବର୍ଷ ଧରି ଅଚଳ ହୋଇ ପଡ଼ିରହିଛି । ମୂଲ୍ୟବାନ…
Read More...

‘ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ୬ ଗିରଫ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଚୋରା ଗଞ୍ଜେଇ ଚାଲାଣରେ ଏବେ ଅପରାଧୀଙ୍କ ନୂଆ ଚାଲ୍‌ । ପୁଲିସ ଓ ଅବକାରୀ ବିଭାଗର ନଜର ଏଡ଼ାଇବାକୁ ଆମ୍ବୁଲାନ୍ସକୁ ହିଁ କରାଯାଇଥିଲା ଗଞ୍ଜେଇ ଚାଲାଣର ମାଧ୍ୟମ । ହେଲେ ଅବକାରୀ ବିଭାଗର ମୋବାଇଲ୍‌ ଟିମ୍‌ର ତୀକ୍ଷ୍ଣ ନଜରରୁ ଖସିପାରିଲେ ନାହିଁ…
Read More...