Browsing Tag

baliguda news

ଆଦିବାସୀ ମହାବିଦ୍ୟାଳୟରେ ବିଶ୍ଵ ଏଡ଼୍‌ସ ଦିବସ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ରେଡ୍ ରିବନ କ୍ଲବ ଆନୁକୂଲ୍ୟରେ ବିଶ୍ଵ ଏଡ଼୍‌ସ ଦିବସ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବନବାସୀ ସେବା ସମିତିର ସହସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା,
Read More...

ସ୍କୁଟି ଓ ପଲସର ମୁହାଁମୁହିଁ ଧକ୍କା : ୨ ମୃତ, ୨ ଆହତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ଥାନା ଲିଙ୍ଗାଗଡ ପଞ୍ଚାୟତ ଅନ୍ତର୍ଗତ ନିଲୁଙ୍ଗିଆ ଘାଟି ବୁଲାଣି ନିକଟରେ ଏକ ଅଭାବନୀୟ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିବା ଖବର ମିଳିଛି । ସ୍କୁଟି ଓ ପଲସର ମୁହାଁମୁହିଁ ଧକ୍କା
Read More...

ବାଲିଗୁଡ଼ା ସହରରେ ତିନି ଦିନ ହେଲା ବନ୍ଦ ରହିଛି ଜଳ ଯୋଗାଣ : ବିଭାଗୀୟ ଅଧିକାରୀଙ୍କ ନିଘା ନାହିଁ, ଲୋକେ ହନ୍ତସନ୍ତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଅଧିକାଂଶ ସମୟରେ ଜଳ କଷ୍ଟ ଦେଖିବାକୁ ମିଳୁଛି । ସହର ପାଇଁ ଏ ସମସ୍ୟା ନୂଆ ନୁହେଁ । ଖରା, ବର୍ଷା, ଶୀତ ସବୁବେଳେ ସମାନ ପରିସ୍ଥିତି । ବିଭାଗୀୟ ଅଧିକାରୀଙ୍କ ଦେଖା ମିଳୁନଥିବା
Read More...

୧୦୮ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ଅବକାରୀ ବିଭାଗ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ସିନ୍ଦ୍ରିଗାଁ ଗ୍ରାମ ପଞ୍ଚାୟତ ସଲଗପଦର ମହସିଙ୍ଗପାଙ୍ଗା ଅଞ୍ଚଳରୁ ୧୦୮ ଏକର ସରକାରୀ ଜମିରେ ଚାଷ ହୋଇଥିବା ଗଞ୍ଜେଇ ଚାଷ ନଷ୍ଟ କରାଯାଇଥିବା ଜଣାପଡିଛି । ମାଜିଷ୍ଟ୍ରେଟ୍‌ଙ୍କ
Read More...

ଦୁଇ କାଉନସିଲରଙ୍କୁ ଅଣଦେଖା ଅଭିଯୋଗ : ୭ ଦଫା ଦାବୀ ନେଇ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦୁଇ କାଉନସିଲରଙ୍କୁ ଏନ୍ଏସି ପକ୍ଷରୁ ଅଣଦେଖା ଅଭିଯୋଗ । ନ୍ୟାୟ ଦାବୀରେ ୭ ଦଫା ଦାବୀ ନେଇ ଏନ୍ଏସି କାର୍ଯ୍ୟାଳୟ ବାରଣ୍ଡାରେ ଧାରଣାରେ ବସିଛନ୍ତି ଦୁଇ କାଉନସିଲର । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସିରେ ।
Read More...

୧୦୮ ଏକର ସରକାରୀ ଜମିରେ ଚାଷ ହୋଇଥିବା ଗଞ୍ଜେଇ ଚାଷ ନଷ୍ଟ କଲେ ପୋଲିସ ଓ ଅବକାରୀ ବିଭାଗ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ୧୦୮ ଏକର ସରକାରୀ ଜମିରେ ଚାଷ ହୋଇଥିବା ଗଞ୍ଜେଇ ଚାଷ ନଷ୍ଟ କଲେ ପୋଲିସ ଓ ଅବକାରୀ ବିଭାଗ । ସିନ୍ଦ୍ରି ଗ୍ରାମ ପଞ୍ଚାୟତ ମଶାଣିପାଙ୍ଗା ଏବଂ ସଲଗପଦର ଅଞ୍ଚଳରୁ ଏହି ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । କନ୍ଧମାଳ
Read More...

କଟକ ବାଲିଯାତ୍ରାରେ କନ୍ଧମାଳ ହଳଦୀର ଚାହିଦା ଅଧିକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ହଳଦୀର ଚାହିଦା ସାରା ବିଶ୍ୱରେ ରହିଛି । ଜୈବିକ ପଦ୍ଧତିରେ ଚାଷ ହୋଉଥିବା ଏହି ହଳଦୀ ବିଭିନ୍ନ ରୋଗକୁ ପ୍ରତିହତ କରୁଛି । ଫଳରେ ଏହା ଜି ଆଇ ଟ୍ୟାଗର ମାନ୍ୟତା ପାଇଥିବାରୁ ଏହାର ଚାହିଦା ଅଧିକ ରହିଥିବା କୁହାଯାଇଛି । ତେବେ ରାଜ୍ୟ
Read More...

ଜଙ୍ଗଲ ଭିତରୁ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲିଗୁଡା : କୋଟଗଡ଼ ମୃତ୍ତିକା ସଂରକ୍ଷଣ ଯନ୍ତ୍ରୀ ରାମଚନ୍ଦ୍ର କାର୍ଜିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ସୂଚନାନୁଯାୟୀ, କୋଟଗଡ଼ ମୃତ୍ତିକା ସଂରକ୍ଷଣ ଯନ୍ତ୍ରୀ ରାମଚନ୍ଦ୍ର କାର୍ଜି ବୁଧବାର
Read More...

ବାଲିଗୁଡାରେ ପ୍ରଥମ ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସହରରେ ଅନୁଷ୍ଠିତ ହେବ ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ ଲୋକ ମହୋତ୍ସବ । ଚଳିତ ବର୍ଷ ଡିସେମ୍ବର ତା.୧୭, ୧୮ ଓ ୧୯ରିଖ ତିନିଦିନ ଧରି ହେବାକୁ ଥିବା ବିଶିଷ୍ଟ ଲୋକନୃତ୍ୟ ଗୁରୁ ଟଲ ଦଳବେହେରା ସ୍ମାରକୀ ବୀଣାକାର
Read More...

ଦାରିଙ୍ଗବାଡ଼ି ଡୁଲୁରି ଠାରେ ନୂଆପଡ଼ା ଜିଲ୍ଲା ସାମ୍ବାଦିକ ସଂଘର ସାଙ୍ଗଠନିକ ବୈଠକ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଓଡ଼ିଶାର କାଶ୍ମୀର ରୂପେ ପରିଚିତ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି ଠାରେ ନୂଆପଡ଼ା ଜିଲ୍ଲା ସାମ୍ବାଦିକ ସଂଘର ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ସଭାରେ ରୁଦ୍ରରାଜ ବାଗ ଅତିଥିଙ୍କୁ ସ୍ୱାଗତ କରିଥିବା ବେଳେ ସଂଘ
Read More...