Browsing Tag

baliguda news

ବାଲିଗୁଡାରେ ରଥଯାତ୍ରା ପାଳିତ : ୧୦ ହଜାରରୁ ଅଧିକ ଭକ୍ତଙ୍କ ସମାଗମ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଦିନ ତମାମ ପ୍ରବଳ ଖରା ଓ ଗରମରେ ପବିତ୍ର ରଥଯାତ୍ରା ବହୁ ଆଡ଼ମ୍ବର ସହ ପାଳିତ ହୋଇଯାଇଛି । ପୂର୍ବ ନିର୍ଘଣ୍ଟ ପ୍ରକାରେ ସକାଳ ୬ଟାରେ ପ୍ରାତଃ ମଙ୍ଗଳ ଆଳତି ପରେ ମଇଲମ, ତଡପଲାଗି, ରୋଷ ହୋମ ଅବକାଶ ଅନୁଷ୍ଠିତ
Read More...

ବାଲିଗୁଡାରେ ୫-ଟି ସଚିବ ଭି.କେ ପାଣ୍ଡିଆନ : ମନ୍ଦିର ଓ ମେଡିକାଲ ପରିଦର୍ଶନ ସହ ବିଭିନ୍ନ ଅଭିଯୋଗ ପରଖିଲେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ୫-ଟି ମୁଖ୍ୟ ସଚିବ ଭି.କେ.ପାଣ୍ଡିଆନ ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସି ଦ୍ୱିତୀୟ ଦିନ ଶନିବାରରେ ବାଲିଗୁଡାକୁ ଆସି ପ୍ରଥମେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା' ପାଟଖଣ୍ଡାଙ୍କୁ ଦର୍ଶନ କରିବା ପରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ ।
Read More...

୫-ଟି ସଚିବଙ୍କ ଦାରିଙ୍ଗବାଡ଼ି ଗସ୍ତ : ଏକ ସପ୍ତାହ ମଧ୍ୟରେ ଅଭିଯୋଗ ପୂରଣ କରିବେ ମୁଖ୍ୟମନ୍ତ୍ରୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦୁଇଦିନିଆ କନ୍ଧମାଳ ଜିଲ୍ଲା ଗସ୍ତରେ ୫ -ଟି ସଚିବ ଭି.କେ.ପାଣ୍ଡିଆନ ଆସିଥିବା ବେଳେ ଦିତୀୟ ଦିନରେ ମଧ୍ୟାହ୍ନରେ ହେଲିକପ୍ଟର ଯୋଗେ ଦାରିଙ୍ଗବାଡ଼ି ହେଲିପ୍ୟାଡ଼ ପଡ଼ିଆଠାରେ ଓହ୍ଲାଇଥିଲେ । ସେଠାରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସ୍ୱାଗତ
Read More...

ଅନ୍ଧାରର ସୁଯୋଗ ନେଇ ବିଦ୍ୟାଳୟରୁ ଚୋରି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରକାରୀ ବ୍ଲକ କଲୋନୀ ବିଦ୍ୟାଳୟରୁ ଚୋରି ହୋଇଥିବା ନେଇ ବାଲିଗୁଡା ଥାନାରେ ଏତଲା ହୋଇଛି । ଘଟଣାରୁ ପ୍ରକାଶ ଯେ, ବୁଧବାର ଅପରାହ୍ନରେ ସାମାନ୍ୟ ବର୍ଷା ସହ ପ୍ରବଳ ପବନ ହେବା ଯୋଗୁଁ ବିଦ୍ୟୁତ ଜିଲ୍ଲା ତମାମ
Read More...

ମୋବାଇଲ ଟାୱାର ତୁରନ୍ତ ନିର୍ମାଣ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରି ଅନୁରୋଧ କଲେ ପୂର୍ବତନ ବିଧାୟକ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କେନ୍ଦ୍ର ସରକାରଙ୍କ ପକ୍ଷରୁ କନ୍ଧମାଳ ଜିଲ୍ଲା ପାଇଁ ୧୦୯୪ଟି ମୋବାଇଲ ଟାୱାର ନିର୍ମାଣ ପାଇଁ ମଞ୍ଜୁରୀ ପ୍ରଦାନ କରିଥିବା ବେଳେ ନିର୍ମାଣ କାର୍ଯ୍ୟ ଶୀଘ୍ର ସାରିବା ପାଇଁ କେନ୍ଦ୍ର ରେଳ ଓ ଟେଲି ଯୋଗାଯୋଗ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଟବଙ୍କୁ
Read More...

ବିଶ୍ୱ ରକ୍ତଦାତା ଦିବସ ଅବସରରେ ୧୨୭ ବାଟାଲିୟନ ତରଫରୁ ରକ୍ତଦାନ ଶିବିର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବିଶ୍ୱ ରକ୍ତଦାତା ଦିବସ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡାଠାରେ ଅବସ୍ଥାପିତ ୧୨୭ ବାଟାଲିୟନ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ ତରଫରୁ ସ୍ଥାନୀୟ ଉପଖଣ୍ଡ ଡାକ୍ତରଖାନା ପରିସରରେ ବିଶ୍ୱ ରକ୍ତଦାନ ଶିବିର ଆୟୋଜନ ହୋଇଥିଲା । ଏଥିରେ ବାଟାଲିୟନର
Read More...

ଭାରସାମ୍ୟ ହରାଇ ଓଲଟିଲା ଶାଳ ମଞ୍ଜି ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଭାରସାମ୍ୟ ହରାଇ ଓଲଟିଲା ଶାଳ ମଞ୍ଜି ବୋଝେଇ ଟ୍ରକ୍ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର । ଏଭଳି ଏକ ଘଟଣା ଘଟିଛି, କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଗଦ୍ରିଙ୍ଗିଆ ଘାଟି ନିକଟରେ । ସୂଚନା ପ୍ରକାରେ ବୁଧବାର ଦିନ
Read More...

ଯୌତୁକରେ ମୋଟର ସାଇକେଲ ମାଗିଲେ ଅର୍ଜୁନ : ମଙ୍ଗଳସୂତ୍ର ସହ ଶଙ୍ଖାଚୁଡ଼ି ଖୋଲି ଦେଲେ ଦେବକୀ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ନବ ବିବାହିତାଙ୍କ ଯୌତୁକକୁ ବିରୋଧ ଘଟଣା ଏବେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରେ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଛି । ଯୌତୁକରେ ବର ମୋଟର ସାଇକେଲ ମାଗିବାରୁ ସମସ୍ତଙ୍କ ସାମ୍ନାରେ ମଙ୍ଗଳ ସୂତ୍ର ଓ ଶଙ୍ଖା, ଚୁଡି ଖୋଲି ଦେଇ ବାପା ଘରକୁ
Read More...

ନିର୍ଯ୍ୟାତନା ସହି ନ ପାରି ବୋହୁ ଫେରାର : ଥାନାରେ ଲିଖିତ ଅଭିଯୋଗ କଲେ ଝିଅର ବାପା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସମଗ୍ର ରାଜ୍ୟରେ ଦିନକୁ ଦିନ ନାରୀ ନିର୍ଯ୍ୟାତନା ବଢ଼ିବାରେ ଲାଗିଛି । ଏଭଳି ଏକ ଘଟଣା ଭିତରେ ଘରର ବୋହୂ ପରିବାରର ନିର୍ଯ୍ୟାତନା ସହି ନ ପାରି କୁଆଡ଼େ ଫେରାର ହୋଇଯାଇଥିବା ନେଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଝିଅର ବାପା । ଝିଅର ବାପା
Read More...

କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟକୁ ପ୍ରକୃତି ମିତ୍ର ପୁରସ୍କାର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକରେ ଅବସ୍ଥାପିତ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟକୁ ପ୍ରକୃତି ମିତ୍ର ପୁରସ୍କାର ମିଳିଛି । ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ପାଳନ ଲୋକ
Read More...