ପଞ୍ଚୁଦଣ୍ଡ ପରିଚାଳନା ସମିତି ତରଫରୁ ୩୭ ତମ ବାର୍ଷିକ ତେରଦଣ୍ଡ ମିଳନ ନିମନ୍ତେ ପ୍ରସ୍ତୁତି ବୈଠକ
ବାଲିଗୁଡ଼ା, (ସଞ୍ଜୟକୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୭ ତମ ବାର୍ଷିକ ତେରଦଣ୍ଡ ମିଳନ ସମାରୋହ ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସମିତିର ମୁଖ୍ୟ ପରିଚାଳକ ରାଜ କିଶୋର ଦାସଙ୍କ ଆବାହକତ୍ୱରେ ଗୋଇବନ୍ଧ ସ୍ଥିତ!-->…
Read More...
Read More...