ବାଲିଗୁଡାରେ ମା’ ପାଟଖଣ୍ଡାଙ୍କ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ : ଏପ୍ରିଲ ୨୩ରୁ ଯାତ୍ରା ଆରମ୍ଭ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାର ଅଧିଷ୍ଠାତ୍ରୀ ଦେବୀ ମା' ପାଟଖଣ୍ଡାଙ୍କ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି । ଏଥି ନିମନ୍ତେ ପୁରୋହିତ ମାନେ ସକାଳ ସମୟରେ ଶୁଭଖୁଣ୍ଟି ଛେଦନ ନିମନ୍ତେ ନୀତିକାନ୍ତିରେ ପୂଜାର୍ଚ୍ଚନା କରି!-->…
Read More...
Read More...