ତୁମୁଡ଼ିବନ୍ଧ ଓ ବେଲଘର ବନାଞ୍ଚଳରେ ୨୦ ରୁ ଉର୍ଦ୍ଧ୍ୱ ହାତୀଙ୍କ ଆତଙ୍କ : ଅଞ୍ଚଳରେ କୋକୁଆ ଭୟ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼, ତୁମୁଡିବନ୍ଧ ଓ ବେଲଘର ବନାଞ୍ଚଳରେ ହାତୀ ଆତଙ୍କ । ଏକ ସପ୍ତାହରୁ ଉର୍ଦ୍ଧ୍ୱ ହେବ କୋଟଗଡ଼ ବନାଞ୍ଚଳରେ ୮ଟିକିଆ ହାତୀପଲ ଉତ୍ପାତ ମଚେଇଥିବା ବେଳେ ବେଲଘର ଓ ତୁମୁଡ଼ିବନ୍ଧ ବନାଞ୍ଚଳର, ବେଲଘର,!-->…
Read More...
Read More...