ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସ୍ଥାନୀୟ ଏନ ଏ ସି ତରଫରୁ ଏକ ସ୍ୱଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସ, ଏସଡିପିଓ!-->…
Read More...
Read More...