Browsing Tag

baliguda news

ସିମନବାଡ଼ି-ସିକକେତା ରାସ୍ତା ସଂପ୍ରସାରଣ କାର୍ଯ୍ୟ ବିଳମ୍ବ ଅଭିଯୋଗ : ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକର ସିମନବାଡ଼ିଠାରୁ ସିକକେତା ପର୍ଯ୍ୟନ୍ତ ପ୍ରାୟ ୧୫ କି.ମି. ରାସ୍ତା ସଂପ୍ରସାରଣ କାର୍ଯ୍ୟ ଚାଲିଛି । ତେବେ କଚ୍ଛପ ଗତିରେ ଏହି କାର୍ଯ୍ୟ ହେଉଥିବା ବେଳେ ଉକ୍ତ ରାସ୍ତା ଦେଇ
Read More...

ଘାଟିରେ ଟ୍ରକ୍‌ ଅଟକାଇ ଡ୍ରାଇଭର ଓ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟ୍‌ ଅଭିଯୋଗ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ଘାଟିରେ କେତେକ ଦୁର୍ବୃତ୍ତ ବୁଧବାର ସନ୍ଧ୍ୟାରେ ୫୯ନଂ. ଜାତୀୟ ରାଜପଥରେ କାଠଗଣ୍ଡି ପକାଇ ଏକ ଟ୍ରକ୍‌କୁ ଅଟକାଇବା ସହ ଡ୍ରାଇଭର ଓ ସେଥିରେ ବସିଥିବା ଜଣେ ଶିକ୍ଷକଙ୍କୁ ମରଣାନ୍ତକ
Read More...

ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ : ଜଣେ ଗିରଫ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ୍ । ୬୩ କେଜି ୨୫୦ ଗ୍ରାମ ଗଞ୍ଜେଇ ସହ ଜଣେ ଚାଲାଣକାରୀ ଗିରଫ । ସୂଚନା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସବ୍ ଇନ୍ସପେକ୍ଟର ଆଶୁତୋଷ ପାଇକରାୟ ନିଜ ଟିମ୍ ସହ
Read More...

ବାଲିଗୁଡାରେ ମହିଳା ଓ ପୁରୁଷ ସଂକୀର୍ତ୍ତନ ମଣ୍ଡଳୀ ଗଠିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାର ସର୍ବ ପୁରାତନ ଏବଂ ଜନ ବହୁଳ ନୂଆସାହିରେ ମହିଳା ଓ ପୁରୁଷ ସଂକୀର୍ତ୍ତନ ମଣ୍ଡଳୀ ଗଠିତ । କଳା ସଂସ୍କୃତି ସଂଗଠନ ଏକତା ପାଇଁ ବାଲିଗୁଡା ନୂଆସାହି ଜିଲ୍ଲାରେ ଗର୍ବ ଓ ଗୌରବ ଆଣୁଥିଲା । କିଛିଦିନ ହେବ ବିଭିନ୍ନ
Read More...

ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଅନିୟମିତତା ଅଭିଯୋଗ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗ୍ରାମ୍ୟ ନିର୍ମାଣ ବିଭାଜନ ଅଧୀନରେ ଥିବା ୫୯ ନଂ.ଜାତୀୟ ରାଜପଥ ଠାରୁ ଚିଙ୍ଗିରୀଗାଁ ପର୍ଯ୍ୟନ୍ତ ନିର୍ମାଣ ଚାଲୁଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ଅନିୟମିତତା ହେଉଥିବା ଅଭିଯୋଗ ହେଉଛି । ଅଭିଯୋଗ
Read More...

ବାଲିଗୁଡା ଉପଖଣ୍ଡସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆଜି ସାରା ଦେଶ ପାଳୁଛି ୭୪ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ବାଲିଗୁଡାରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ଡାକବାଜି ଯନ୍ତ୍ର ଯୋଗେ ପ୍ରତ୍ୟୁଷରେ ରାମଧୂନ ପରିବେଷଣ କରାଯାଇଥିଲା । ସକାଳ ୭ ଘଣ୍ଟା ସମୟରେ ଉପଖଣ୍ଡର
Read More...

କନ୍ଧମାଳ ମହୋତ୍ସବରେ ସ୍ଥାନୀୟ କଳାକାରଙ୍କୁ ମିଳୁନି ସୁଯୋଗ : ନିରପେକ୍ଷ ତଦନ୍ତ ପାଇଁ ଦାବୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରେ ଲୋକ କଳା ତଥା ଲୋକ ସଂଗୀତର ପ୍ରଚାର ପ୍ରସାର ଦିଗରେ ଅହରହ ସଂଗ୍ରାମ କରି ରାଜ୍ୟ ତଥା ଦେଶରେ ବିଭିନ୍ନ ମଞ୍ଚ ଓ ସିନେମାରେ ନିଜର କଳା ନୈପୁଣ ପ୍ରଦର୍ଶନ କରି ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣିଥିବା ବିଭିନ୍ନ କଳା ସଂଗଠନ ଏବଂ
Read More...

ଗଳା କାଟି ବୃଦ୍ଧାଙ୍କୁ ହତ୍ୟା ଅଭିଯୋଗ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ରେବିଙ୍ଗିଆ ସାତାମସ୍କା ନିଖୋଜ ବୃଦ୍ଧାଙ୍କ କ୍ଷତ ବିକ୍ଷତ ମୃତଦେହ ଜଙ୍ଗଲରୁ ଉଦ୍ଧାର ହୋଇଥିବା ଜଣାପଡିଛି । ଏଥିସହ କେହି ଦୁର୍ବୃତ୍ତ ବୃଦ୍ଧାଙ୍କୁ ଗଳା କାଟି ହତ୍ୟା କରିଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ଦୁଇ ଦିନ ତଳେ
Read More...

ବ୍ଲକ କଲୋନୀ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆୟୋଜିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୫୦ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ଶିଶିର କାନ୍ତ ଦାସଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ
Read More...

ପ୍ରଶାସନର ହସ୍ତକ୍ଷେପ ପରେ ସମାଧାନ ହେଲା ପଞ୍ଚାୟତ ଗୃହ ଜମି ବିବାଦ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବିଡିଓଙ୍କ ହସ୍ତକ୍ଷେପ ପରେ ସମାଧାନ ହେଲା ପଞ୍ଚାୟତ ଗୃହ ଜମି ବିବାଦ । ସୂଚନା ଅନୁଯାୟୀ, କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ କୁଡୁତୁଲି ପଞ୍ଚାୟତ ଗୃହ ୫୦ ବର୍ଷ ପୁରୁଣା ହୋଇଥିବା ଯୋଗୁଁ ଉକ୍ତ ଗୃହକୁ ବ୍ଲକ
Read More...