ମହାବିଦ୍ୟାଳୟର ୩୮ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ସ୍ଥିତ ଏଏମ ସିଏସ ମହାବିଦ୍ୟାଳୟର ୩୮ ତମ ବାର୍ଷିକ କ୍ରୀଡା ଉତ୍ସବ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିନରେ ମୁଖ୍ୟ ଅତିଥି ଭାବେ ଏସି!-->…
Read More...
Read More...