Browsing Tag

baliguda news

ନୂତନ ବର୍ଷର ବନ୍ଧୁମିଳନ ସହ “କରେନ୍ଦ୍ର ମାଝୀ ସ୍ମୃତି କମିଟି” ଗଠନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ଆଦିବାସୀ ନେତା ତଥା ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ଦୁଇ ଦୁଇ ଥର ବିଧାୟକ କରେନ୍ଦ୍ର ମାଝୀଙ୍କ ଦେହାନ୍ତ ପରେ ତାଙ୍କ ସହଯୋଗୀମାନଙ୍କୁ ନେଇ ଇଂରାଜୀ ନୂତନ ବର୍ଷ ଅବସରରେ ଗୁମା ପଞ୍ଚାୟତ ଉଷାବାଲି ଠାରେ ଏକ ବନ୍ଧୁମିଳନ…
Read More...

ଜଙ୍ଗଲରୁ ଦରପୋଡ଼ା ଶବ ମିଳିବା ଘଟଣାର ପର୍ଦାଫାଶ : ଗୁଣିଗାରେଡିରୁ ହତ୍ୟା ଘଟଣାରେ ୩ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଟିକାବାଲି ଥାନା ଅନ୍ତର୍ଗତ ଚୂନପଡା ଘାଟି ଜଙ୍ଗଲରୁ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ମିଳିବା ଘଟଣା ଉପରୁ ପର୍ଦ୍ଦାଫାଶ କରିଛି ଟିକାବାଲି ପୋଲିସ । ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ ହୋଇଥିବା…
Read More...

ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନ୍‌ଏସି ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ପଦ୍ମିନୀ ପ୍ରଧାନଙ୍କ ନେତୃତ୍ୱରେ ଅନୁଷ୍ଠିତ ଉତ୍ସବରେ…
Read More...

ଜଙ୍ଗଲରୁ ଯୁବକଙ୍କ ଦରପୋଡ଼ା ଶବ ଜବତ : ହତ୍ୟା ସନ୍ଦେହ, ତଦନ୍ତ ଅବ୍ୟାହତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଚକାପାଦ ବ୍ଲକର ଲାଇନପଡ଼ା-ପସରା ଗ୍ରାମ ରାସ୍ତାରେ ଥିବା ଚୂନଘାଟି ଜଙ୍ଗଲରୁ ଜଣେ ଯୁବକଙ୍କ ଦରପୋଡ଼ା ଶବ ଉଦ୍ଧାର କରାଯାଇଛି । ମୃତ ଯୁବକ ଜଣକ ହେଲେ ଖଜୁରୀପଡ଼ା ଥାନା ଆର୍.ନୂଆଗାଁ…
Read More...

ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପିଏମଶ୍ରୀ ଉତ୍ସବ ଉଦଯାପିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନ୍‌ଏସି ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ପିଏମଶ୍ରୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ପଦ୍ମିନୀ ପ୍ରଧାନଙ୍କ ନେତୃତ୍ୱରେ…
Read More...

ବ୍ଲକ ସ୍ତରୀୟ ପରିବେଶ ବିଜ୍ଞାନ ମେଳା : ଶ୍ରେଷ୍ଠ ବିବେଚିତ ତିନୋଟି ପ୍ରକଳ୍ପ ଜିଲ୍ଲା ସ୍ତରୀୟ ଉତ୍ସବକୁ ଉନ୍ନୀତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସିପାଞ୍ଜିରି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକ ସ୍ତରୀୟ ପରିବେଶ ବିଜ୍ଞାନ ମେଳା ପରିପୋଷଣୀୟ ଜୀବନ ଶୈଳୀ ବିଷୟବସ୍ତୁକୁ ଆଧାର କରି ଅନୁଷ୍ଠିତ ହୋଇଯାଇଛି । ଏଥିରେ ୨୪ ଟି ବିଦ୍ୟାଳୟର ୩୩…
Read More...

ବାଲିଗୁଡା ଉପଖଣ୍ଡରେ ୨ ଘଣ୍ଟିଆ ବନ୍ଦ ଡାକରା ଦେଲା ଓଡିଶା ମେଡିକାଲ ସେବା ସଂଘ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଓଡ଼ିଶା ମେଡିକାଲ୍ ସର୍ଭିସେସ୍ ଆସୋସିଏସନ୍ (ଓଏମସା)ର ଡାକରାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡରେ ଥିବା ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ର, ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଡାକ୍ତର ମାନଙ୍କର ଦାବି ପୂରଣ ନହେବାରୁ ସରକାରୀ…
Read More...

କନ୍ଧମାଳ ମହୋତ୍ସବ ନିମନ୍ତେ ବାଲିଗୁଡାରେ ମଶାଲ ଶୋଭାଯାତ୍ରା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ମହୋତ୍ସବ ନିମନ୍ତେ ବାଲିଗୁଡ଼ା ପ୍ରଶାସନ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି । ପ୍ରଥମେ ତୁମୁଡିବନ୍ଧ ବ୍ଲକ ବେଲଘର ପଞ୍ଚାୟତ ସାପାଗାଣ୍ଡା ସ୍ଥାନରୁ ଏହି ମଶାଲ ବାହାରି ତୁମୁଡିବନ୍ଧ ବ୍ଲକ ଓ କୋଟଗଡ଼ ବ୍ଲକ ପରିକ୍ରମା କରି…
Read More...

ଚୁଡାନ୍ତ ପର୍ଯ୍ୟାୟରେ ଦାରିଙ୍ଗବାଡିର ଶୀତ ମହୋତ୍ସବ : ମଶାଲକୁ ଧରି ସହର ପରିକ୍ରମା ସହ ସଚେତନତା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଓଡିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ିରେ ଚଳିତ ମାସ ୮ତାରିଖ ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଆୟୋଜିତ ହେବ । ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ପ୍ରଶାସନ ଓ ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ…
Read More...

ସାଇକେଲ ଯୋଗେ ବିଭିନ୍ନ ତୀର୍ଥ ସ୍ଥାନ ଭ୍ରମଣରେ ବାହାରିଛନ୍ତି ବିଦ୍ୟାଧର ବଗର୍ତ୍ତୀ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ଶଙ୍କରାଖୋଲ ପଞ୍ଚାୟତ ବାଡେଗୁଡା ଗ୍ରାମର ଗଦାଧର ବଗର୍ତ୍ତୀଙ୍କ ପୁତ୍ର ବିଦ୍ୟାଧର ବଗର୍ତ୍ତୀ ସାଇକେଲ ଯୋଗେ ଭାରତର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣରେ ବାହାରିଛନ୍ତି । ସେ ଛତିଶଗଡ଼,…
Read More...