୩୩ତମ ବାର୍ଷିକ ଅଷ୍ଟ ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି : ୧୪ଦିନ ପାଇଁ ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ…
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଏପ୍ରିଲ ୦୧ ତାରିଖ ଠାରୁ୧୩ ତାରିଖ ପର୍ଯ୍ୟନ୍ତ ମା' କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି । କରୋନା କଟକଣା ଯୋଗୁଁ ଗତ ଦୁଇ ବର୍ଷ ବନ୍ଦ ହୋଇ ରହିଥିଲା । ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତ ବର୍ଷ!-->…
Read More...
Read More...